ଧୋନୀ ମୋ ବାପାଙ୍କ ଭଳି…କିଛି ଏଭଳି କହିଲେ…

ନୂଆଦିଲ୍ଲୀ,୪।୫: ୨୦୨୨ରେ ପ୍ରଥମ ଥର ଆଇପିଏଲ୍‌ ଖେଳିଥିବା ମଥିଶା ପଥିରାନା ନିଜର ବୋଲିଂକୁ ନେଇ ‘ବେବି ମଲିଙ୍ଗା’ ନାମରେ ଖ୍ୟାତ। ଶ୍ରୀଲଙ୍କା ଅଣ୍ଡର ୧୯ ଟିମ୍‌ରେ ଭଲ ପ୍ରଦର୍ଶନ କରି ସେ ଜାତୀୟ...

ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା ମହାନ୍ତି ଟିକେଟ ଫେରସ୍ତ କରିଥିଲେ। ସେ...

‘ଓ୍ବାର୍ନର ୭୦% ଭାରତୀୟ, ୩୦% ଅଷ୍ଟ୍ରେଲିୟ’

ନୂଆଦିଲ୍ଲୀ,୪।୫: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତଥା ବର୍ତ୍ତମାନ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଆଇପିଏଲ୍‌ ଖେଳୁଥିବା ଡେଭିଡ୍‌ ଓ୍ବାର୍ନରଙ୍କୁ ଭାରତ କେତେ ପସନ୍ଦ, ସମସ୍ତେ ତାହା ଜାଣନ୍ତି। ପୁଷ୍ପା ଫିଲ୍ମକୁ ନେଇ ତାଙ୍କୁ ପାଗଳାମୀ...

‘ହତାଶ ହୋଇପଡ଼ିଛନ୍ତି ପାଣ୍ଡ୍ୟା,ଅଛନ୍ତି ଚାପରେ’

ନୂଆଦିଲ୍ଲୀ,୪।୫: ହାର୍ଦ୍ଦିକ ପାଣ୍ଡ୍ୟା ଥକି ଯାଇଥିବା, ହତାଶ ଏବଂ ଚାପରେ ଥିବା ଭଳି ଦୃଶ୍ୟମାନ ହେଉଛନ୍ତି। କିଛି ଏଭଳି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିୟ କ୍ରିକେଟର ଆରୋନ ଫିଞ୍ଚ ଏବଂ ଗ୍ରିମ୍‌ ସ୍ମିଥ୍‌। ଶୁକ୍ରବାର...

ଟିକେଟ୍ କଟିବା ପରେ ବିଧାୟକ ବିଜୟ ଶଙ୍କରଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୪ା୫(ଅନିଲଦାସ): ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଜନତା ଦଳର ବିଭିନ୍ନ କର୍ମକର୍ତ୍ତାଙ୍କୁ ନିଯୁକ୍ତି ଦିଆଯାଇଛି। କୁଳମଣି ସାମଲଙ୍କୁ ବିଜୁ ଜନତା ଜଳର ଉପସଭାପତି ନିଯୁକ୍ତି ଦିଅଯାଇଥିବା ବେଳେ ତିର୍ତୋଲ...

କର୍ନାଟକ ସେକ୍ସ ସ୍କାଣ୍ଡାଲରେ ଏଚ୍‌.ଡି ରେଭନ୍ନା ଗିରଫ

ବେଙ୍ଗାଲୁରୁ,୪ା୫: କର୍ନାଟକ ଯୌନ ନିର୍ଯାତନା ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍‌ ବିଧାୟକ ଏଚ୍‌.ଡି. ରେଭନ୍ନାଙ୍କୁ ଏସ୍‌ଆଇଟି ଶନିବାର ଗିରଫ କରିଛି। ରେଭନ୍ନାଙ୍କ ଘରେ କାମ କରୁଥିବା ଜଣେ ମହିଳାଙ୍କ ପୁଅ ତାଙ୍କ...

ଇଣ୍ଡିଆନ୍‌ ସୁପର ଲିଗ୍‌: ମୁମ୍ବାଇ ସିଟି ଏଫ୍‌ସି ଚାମ୍ପିୟନ

କୋଲକାତା,୪ା୫: ଇଣ୍ଡିଆନ୍‌ ସୁପର ଲିଗ(ଆଇଏସ୍‌ଏଲ୍‌)ର ଦଶମ ସଂସ୍କରଣରେ ଡିଫେଣ୍ଡିଂ ଚାମ୍ପିୟନ ମୋହନ ବାଗାନ ସୁପର ଜାଏଣ୍ଟ୍ସକୁ ୩-୧ରେ ହରାଇ ଟାଇଟଲ ହାସଲ କରିଛି ମୁମ୍ବାଇ ସିଟି ଏଫ୍‌ସି। କୋଲକାତାର ସଲ୍ଟ ଲେକ୍‌ ଷ୍ଟାଡିୟମରେ ଖେଳା ଯାଇଥିବା ଫାଇନାଲରେ ମୋହନ ବାଗାନ...

ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ

କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି।...

‘ମୋଦି ନିଜେ ରାଜା, ହେଲେ ମୋ’ ଭାଇକୁ ରାଜକୁମାର କହୁଛନ୍ତି’

ଗାନ୍ଧିନଗର,୪।୫: ମୋଦି ନିଜେ ରାଜା, ହେଲେ ମୋ’ ଭାଇଙ୍କୁ ରାଜକୁମାର କୁହନ୍ତି। କିଛି ଏଭଳି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧି। ଏହାଛଡ଼ା ରାହୁଲ ୪୦୦୦ କିମି ପାଦରେ ଚାଲି ଦେଶର ଲୋକଙ୍କୁ...

ବାୟୁସେନା ଯବାନଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ, ୩ ଆହତ

ନୂଆଦିଲ୍ଲୀ,୪ା୫: ଶନିବାର ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ସୁରାନକୋଟ ଅଞ୍ଚଳରେ ଆତଙ୍କବାଦୀମାନେ ବାୟୁସେନା କର୍ମଚାରୀ ଯାଉଥିବା ଦୁଇଟି ଗାଡିରେ ଆକ୍ରମଣ କରିଛନ୍ତି। ଯେଉଁଥିରେ ଭାରତୀୟ ବାୟୁସେନାର ତିନି କର୍ମଚାରୀ ଆହତ ହୋଇଥିବା ଖବର ମିଳିଛି। ଆହତ ହୋଇଥିବା ପାଞ୍ଚ ଜଣଙ୍କ...

ଓଡିଶାର ସବୁଠାରୁ ଗରିବ ଏମପି ପ୍ରାର୍ଥୀ , ପାଖରେ ମାତ୍ର ଏତିକି ଟଙ୍କା

ଭୁବନେଶ୍ୱର,୪।୫: କୁହାଯାଏ ପାଖରେ ଟଙ୍କା ନ ଥିଲେ ରାଜନୀତି କରି ହୁଏନି। ପ୍ରଚାର ଠାରୁ ଆରମ୍ଭ କରି ପୋଷ୍ଟର ଛାପିବା ଯାଏଁ ବିଡା ବିଡା ଟଙ୍କା ଲାଗିଥାଏ। ଆଗରୁ ଦେଖାଯାଇଛି କି, ଏହି ପ୍ରଚାର ସମୟରେ ଭୋଟରଙ୍କୁ ଆକର୍ଷିତ କରିବା...

ସ୍କୁଲ ମାଟି ମାଡି ନ ଥିବା ଓଡିଶାର ବିଧାୟକ ପ୍ରାର୍ଥୀ, ଜାଣନ୍ତୁ ରୋଚକ ତଥ୍ୟ

ଭୁବନେଶ୍ୱର,୪।୫: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ସରିଛି। ୪ ଲୋକ ସଭା ଆସନ ବ୍ରହ୍ମପୁର, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁରର ନାମାଙ୍କନ ଦାଖଲ କରିଥିବା ୩୭ ଜଣ ପ୍ରାର୍ଥୀଙ୍କ ସତ୍ୟପାଠ ଆଧାରରେ ସେମାନଙ୍କ ଚିଠା ଖୋଲିଛି...

‘ଓଡ଼ିଶାର ନେତା ମାଟିର ପୁଅ ହୁଅନ୍ତୁ’

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ଖବରଦାତା ସମ୍ମିଳନୀରେ ମୋଦିଙ୍କ ବିକାଶଧାରା ସହ ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖୁଛନ୍ତି। ଏହି କ୍ରମରେ ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ସେ ମନ୍ତବ୍ୟ ଦେଇ କହିଛନ୍ତି, ରାଜ୍ୟରେ...

ପଦ୍ମ ଧରିଲେ ଅରବିନ୍ଦର ସିଂହ ଲଭଲୀ

ନୂଆଦିଲ୍ଲୀ,୪।୫: ପଦ୍ମ ଧରିଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟକୁ ଯାଇ ସେ ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ସୂଚନାଥାଉ କି, ଦିଲ୍ଲୀରେ ଏଏପି ସହ କଂଗ୍ରେସର ମେଣ୍ଟକୁ ନେଇ...

ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଅଛି: ଏସ୍. ଜୟଶଙ୍କର

ଭୁବନେଶ୍ୱର,୪।୫: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଏହି ସମୟରେ ସେ ଓଡ଼ିଶାର କଳା, ସଂସ୍କୃତି ଏବଂ ଲୋକମାନଙ୍କ ଅମଧ୍ୟରେ ଥିବା ଦକ୍ଷତା ବିଷୟରେ ଆଲୋକପାତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

୧୦ରେ ଭୁବନେଶ୍ୱରରେ ରୋଡ୍‌ ଶୋ’ କରିବେ ମୋଦି

ଭୁବନେଶ୍ୱର,୪।୫: ଆସନ୍ତା ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ୫ ଓ ୬ ତାରିଖ ପରେ ଆସନ୍ତା ୧୦ ତାରିଖରେ ସେ ଓଡ଼ିଶା ଆସିବେ। ତେବେ ୧୦ ତାରିଖରେ ମୋଦି ଭୁବନେଶ୍ୱରରେ ରୋଡ...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩୦ ଏପ୍ରିଲ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ (୨୯ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୮ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୫ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୪ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୩ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୨ ଏପ୍ରିଲ, ୨୦୨୪)

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

Video News

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା

ଲକ୍ଷ୍ମୀ ବସରେ ରହିଛି ଏହି ସୁବିଧା

ବାଲିରେ ବଡସିଂହାର ବେଶ

ଶୀତବସ୍ତ୍ର ବଜାରରେ ଲାଗିଛି ଭିଡ

ଲିକୁଇଡ ଚାହା ପିଇଲେ କ୍ଷୀର ଚାହା ଭୁଲିଯିବେ | ‘Liquid tea’ beats ‘milk tea’

ଛୋଟ ବେଳେ ମୁଁ ଧରିତ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲି

‘ସକାଳୁ ଉଠୁ ଉଠୁ ଆଗ ଧରିତ୍ରୀ ପଢୁ’ – ଅଶ୍ୱିନୀ

‘ଧରିତ୍ରୀ ଏମିତି ଆହୁରି ବହୁତ ଆଗକୁ ଯାଉ’- ଶିବାନୀ

‘ସବୁବେଳେ ଆଗରେ ଥାଏ ଧରିତ୍ରୀ’ – ଅନୁ ଚୌଧୁରୀ