ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରଙ୍କ ଧାରଣା

ଅନୁଗୋଳ ଅଫିସ,୫।୨: ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରମାନେ ବୁଧବାର ମହାବିଦ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ପରେ ସେମାନେ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଡେପୁଟି କଲେକ୍ଟର ବଇତୁରା ଦୀପଙ୍କୁ ପ୍ରଦାନ କରିଛନ୍ତି। ମହାବିଦ୍ୟାଳୟର ଦ୍ବିତୀୟ ପୁରୁଷ ଛାତ୍ରାବାସ ଅନ୍ତେବାସୀଙ୍କ ମେସ୍‌ ବନ୍ଦ ହେବାରୁ ଛାତ୍ରମାନେ ଏହି ଧାରଣା ଦେଇଥିବା କହିଛନ୍ତି। ତେବେ ଘଟଣାକୁ ମହାବିଦ୍ୟାଳୟ ଅଧ୍ୟକ୍ଷ ଗୁରୁତ୍ୱ ଦେଉ ନ ଥିବା ଜିଲାପାଳଙ୍କ ନିକଟରେ ଛାତ୍ରମାନେ ଏକ ଲିଖିତ ଅଭିଯୋଗ କରିଛନ୍ତି। ତେବେ ଜିଲାପାଳ ଆସିବା ପରେ ଆଲୋଚନା କରାଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ଛାତ୍ରମାନେ ଆନ୍ଦୋଳନରୁ ଓହରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାବିଥିଲେ ଆଜି କରିଦେବେ ମାସଟା ଯାକକ ବେପାର ହେଲେ ରାସ୍ତାରେ ଜଗିଥିଲା ଯମ …

ଜଗତସିଂହପୁର,୧୭।୧୧: ଆଜି ଝାଡ଼ ଖାଇ ପ୍ରତିଟି  ଆମିଷ ବେପାରୀ ଭାବିଥାନ୍ତି ତାଙ୍କ ମାସଟା ଯାକର ବେପାର  ଆଜି କରିବାକୁ । ହେଲେ ସକାଳୁ ସକାଳୁ ମାଛ...

ଚାଲି ଚାଲି ଯାଉଥିଲେ, ଯୁବକଙ୍କୁ ପିଟି ଦେଇ ଚାଲିଗଲା ଅଜଣା ଗାଡ଼ି

ବସ୍ତା,୧୭।୧୧(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅର୍ନ୍ତଗତ ୬୦ ନଂ ଜାତୀୟ ରାଜପଥର ଇନ୍ଦିରା ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ...

ପିକ୍‌ନିକ୍‌ ପାଇଁ ଯାଉଥିଲେ, କେନ୍ଦୁଘାଟିରେ ଓଲଟି ପଡ଼ିଲା ଟ୍ରାଭଲର୍‌; ଚାଲିଗଲା ଜଣଙ୍କର ଜୀବନ, ୧୧ ଆହତ

ଗଜପତି,୧୭।୧୧ (ଗିରିଧାରୀ ପରିଛା) – ପିକ୍‌ନିକ୍‌ ଯିବା ହେଲା କାଳ। ପୁଣି ଗଜପତି ଜିଲା ମୋହନା କେନ୍ଦୁଘାଟିରେ ରବିବାର ଦୁର୍ଘଟଣା ଘଟିଛି। ଟ୍ରାଭଲର ଭ୍ୟାନ୍‌ ଓଲଟି...

ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ଭବାନୀପାଟଣା ସଦର ବିଧାୟକ

ଥୁଆମୂଳ ରାମପୁର,୧୭।୧୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସ ନିଜ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି। ଜିଲାର...

ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ ନାହିଁ: ଜିଲାପାଳ

ଭଦ୍ରକ,୧୭।୧୧(ସନାତନ ରାଉତ): ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ କିଛି ନାହିଁ ବୋଲି ଭଦ୍ରକ ଜିଲାପାଳ ଦିଲୀପ ରାଉତରାଏ କହିଛନ୍ତି। ଭଦ୍ରକ ସହର ମନମୋହନ ସଙ୍ଗୀତ...

ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌

ରାୟଗଡ଼ା,୧୭।୨୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଶନିବାର ସନ୍ଧ୍ୟାରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌ ଘଟି ଅଶାନ୍ତ ହୋଇଛି। ଏଭଳିକି ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀ...

ଦାଣ୍ଡ ମଝିରେ ଯୁବକଙ୍କୁ ଗୁଳି, କାନ୍ଧରେ ବାଜି…

ନବରଙ୍ଗପୁର/ଝରିଗାଁ,୧୬ା୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ପଞ୍ଚାୟତ ଅଧୀନ ବାସୁଦେବଗୁଡ଼ା ଗାଁର ଡମନା ଭତରା(୩୦)ଙ୍କୁ ସେହିଗାଁର କପୁର ଭତରା ଦେଶୀ ବନ୍ଧୁକରେ ଗୁଳି...

ଜିଲା ମୁଖ୍ୟ ଚିକିତ୍ସାଳୟରେ ବଢୁଛି ଚୋରି, ରୋଗୀଙ୍କୁ ଲୁଟୁଛନ୍ତି…

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟ ପରିସରରୁ ରୋଗୀ ତଥା ରୋଗୀ ସମ୍ପର୍କୀୟଙ୍କ ବିଭିନ୍ନ ସାମଗ୍ରୀ ଚୋରି ହେଉଛି। ଫଳରେ ଏହାକୁ ନେଇ ଅସନ୍ତୋଷ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri