ଅନୁଭବଙ୍କ ବିରୋଧରେ ଏତଲା ଦେବା ପରେ ବି ନିଆଯାଉନାହିଁ କାର୍ଯ୍ୟାନୁଷ୍ଠାନ: ମହିଳାଙ୍କ ଥାନା ସମ୍ମୁଖରେ ଧାରଣା

କଟକ ଅଫିସ,୧୪।୭: ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ଭାଇ ଅନୁପ୍ରାସଙ୍କ ବିରୋଧରେ ଏତଲା ଦେବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଅଭିଯୋଗରେ ରବିବାର ଅଭିଯୋକାରିଣୀ ମହିଳା ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। କଟକ ପୁରୀଘାଟ ଥାନା ଆଗରେ ସେ ଧାରଣା ଦେବା ସହ ପୋଲିସ ତଦନ୍ତର ଦିଗ ବଦଳାଇ ଦେଇଥିବା କହିଛନ୍ତି।
ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ଭାଇ ଅନୁପ୍ରାସଙ୍କ ନାଁରେ ମହିଳା ଜଣଙ୍କ ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ। ଅନୁଭବ ତାଙ୍କୁ ଗାଳିଗୁଲଜ କରିଥିବା ସେ ଅଭିଯୋଗରେ ଦର୍ଶାଇଥିଲେ । ଏନେଇ କଟକ ପୁରୀଘାଟ ଥାନାରେ ଅନୁଭବଙ୍କ ନାଁରେ ଏକ ମାମଲା ରୁଜୁ ହୋଇଥିଲା ।
ଅନ୍ୟପଟେ ଏହାକୁ ଅନୁଭବ ଖଣ୍ଡନ କରିଥିଲେ । ତାଙ୍କୁ ବଦନାମ କରିବା ପାଇଁ ଏହା ଏକ ଷଡଯନ୍ତ୍ର ବୋଲି ସେ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନାରେ ମେଜର, ବାନ୍ଧବୀଙ୍କୁ ମାଡ଼ ଘଟଣା; ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ

କେନ୍ଦୁଝର,୧୯।୯: ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭନ୍ସ ସିଂଙ୍କ ଉପରେ ଆକ୍ରମଣ ତଥା ଭାରତପୁର ପୋଲିସ ଷ୍ଟେସନରେ ତାଙ୍କ ବାନ୍ଧବୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ମାମଲାରେ...

ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୦।୯: ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଏ.ଏସ୍‌.ଆଇ ପକ୍ଷରୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ। ଏହି ସମୟରେ ଅପରାହ୍ନ ୨ଟାଠାରୁ...

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆରମ୍ଭ ହେବ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା; ୨୩ରୁ ବର୍ଷା ପରିମାଣ ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର,୨୦।୯: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶରୁ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଦେଶର ଉତ୍ତର ପଶ୍ଚିମ ଭାଗରୁ ପ୍ରଥମେ ଆସନ୍ତା...

ଓଡ଼ିଶା ପୁଣିଥରେ ଦେଖିବ ସରକାର ପରିବର୍ତ୍ତନ; କ୍ଷମତାକୁ ଆସିବ କଂଗ୍ରେସ: ସୋଫିଆ ଫିର୍ଦୋସ୍

ଭୁବନେଶ୍ୱର,୨୦।୯: ଓଡ଼ିଶାରେ ୨୪ ବର୍ଷରୁ ଅଧିକ ସମୟ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର ରହିବା ପରେ ସରକାର ପରିବର୍ତ୍ତନ ହୋଇଛି।ରାଜ୍ୟର ନୂତନ ସରକାର...

‘ବ୍ୟାଙ୍କରୁ ସୁଭଦ୍ରା ଟଙ୍କା ନ ଉଠାଇଲେ ସରକାର…’, ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି।...

ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… 

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ...

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri