ଅପରକୋଲାବ ଯୋଜନା ଶ୍ରମିକ ସଂଘ ପକ୍ଷରୁ ଶ୍ରମିକ ଦିବସ

କୋଲାବନଗର, ୧।୫(ଡି.ଏନ୍‌.ଏ.)-ଅପରକୋଲାବ ଯୋଜନା ଶ୍ରମିକ ସଂଘ ପକ୍ଷରୁ ବୁଧବାର ଶ୍ରମିକ ଦିବସ ପାଳନ ହୋଇଯାଇଛି। ସଂଘର ସଂଘ କାର୍ଯ୍ୟାଳୟରେ ସ୍ଥାୟୀ ସଭାପତି ଦିନେଶ କୁମାର ମହାନ୍ତି ବୁଦବାର ସକାଳେ ସଂଘୀୟ ପତାକା ଉତ୍ତୋଳନ କରିଥିଲେ। ପରେ ସଂଘ ସଭାଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ସଂଘ ସମ୍ପାଦକ ଶଶୀଭୂଷଣ ସ୍ବାଇଁ ଶ୍ରମିକ ଦିବସ ତାତ୍ପର୍ଯ୍ୟ ସମ୍ପର୍କରେ କହିଥିଲେ। ଏହା ପରେ ଏକ ଶୋଭାଯାତ୍ରା  ଯୋଜନା ଅଞ୍ଚଳ ପରିକ୍ରମା କରି ପୁନଶ୍ଚ ସଂଘ ସଭାଗୃହ ନିକଟରେ ପହଞ୍ଚତ୍ ଥିଲା। ପରେ ଶ୍ରମିକମାନଙ୍କ ଦ୍ୱାରା ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା। ଏଥିରେ ପ୍ରାୟ ୨ଶହ ଶ୍ରମିକ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସେବାରେ ରାୟଗଡ଼ାରୁ ବାଜି ମାରିଲେ ୫, ଛୁଟୁଛି ଶୁଭେଚ୍ଛାର ସୁଅ

ରାୟଗଡ଼ା,୧୯ା୧୦(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନିକ ସେବାରେ ରାୟଗଡ଼ା ଜିଲାରୁ ୫ ଜଣ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଦୀପାରାଣୀ ବେହେରା, ପଙ୍କଜ କୁମାର ମାଝୀ,...

ଟ୍ରେନ୍‌ରେ ଚଢ଼ିବା ସମୟରେ ଅଘଟଣ: ମା’ ସହ ଖସିପଡ଼ିଲେ ୪ ବର୍ଷର ଶିଶୁକନ୍ୟା

ରାୟଗଡ଼ା,୧୮ା୧୦(ଆଶିଷ ରଞ୍ଜନ ପଣ୍ଡା): ଚଳନ୍ତା ଟ୍ରେନ୍‌ରେ ଚଢ଼ିବା ବେଳେ ଅଘଟଣ ଘଟିଛି। କରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର...

ସିରିପାଇ ସରପଞ୍ଚଙ୍କୁ ବଡ଼ ଝଟ୍‌କା: ପଦ ଅସିଦ୍ଧ ଘୋଷଣା କଲେ କୋର୍ଟ

ରାୟଗଡ଼ା,୭।୧୦(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଅନ୍ତର୍ଗତ ସିରିପାଇ ପଞ୍ଚାୟତର ସରପଞ୍ଚ ଇଚ୍ଛାମନ ମାଝିଙ୍କ ପଦ ରଦ୍ଦ ହୋଇଥିବା ଅତିରିକ୍ତ ଜିଲା ଦୌରାଜଜ୍‌...

ଘର ରଙ୍ଗ ଦେଉଥିବାବେଳେ ଚାର୍ଜ ହୋଇଗଲା କାନ୍ଥ, ଜଣଙ୍କ ଜୀବନ ଗଲା, ୩ ଗୁରୁତର

ରାୟଗଡ଼ା,୨୬ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହରର ରୟତ କଲୋନୀରେ ଗୁରୁବାର ବିଦ୍ୟୁତ୍‌ ଆଘାତରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ...

ଫରେଷ୍ଟର ଆମତ୍ହତ୍ୟା ମାମଲା:ବିଭାଗୀୟ ଅଧିକାରୀଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସ୍ତ୍ରୀ

ରାୟଗଡ଼ା,୨୧ା୯(ଆଶିଷ ରଞ୍ଜନ ପଣ୍ଡା):ଦୀର୍ଘ ୧୨ ବର୍ଷ ବନ ବିଭାଗ ସିଲ୍‌ଭିକ୍‌ଲଚର ଡିଭିଜନରେ କାର୍ଯ୍ୟରତ ଥିଲେ ରାୟଗଡ଼ା ସହର ଶୁଣ୍ଢିସାହିର ଲବଣୀ ନାୟକଙ୍କ ସାନ ପୁଅ ସଞ୍ଜୟ...

ରାଜପଥ କଡ଼ରେ ପକୁଡ଼ି ବିକିଲେ ଯୁବକଂଗ୍ରେସ କର୍ମକର୍ତ୍ତା

ରାୟଗଡ଼ା,୧୮।୯(ଆଶିଷ ରଞ୍ଜନ ପଣ୍ଡା):କେନ୍ଦ୍ରରେ ପ୍ରଥମ ଥର ଭାଜପା ସରକାର ଆସିବା ପୂର୍ବରୁ ଦେଶରେ ୨ କୋଟି ବେକାର ଯୁବତୀଯୁବକଙ୍କୁ ନିଯୁକ୍ତିର ପ୍ରତିଶ୍ରୁତି ଦେଇଥିଲେ। ହେଲେ ତାହା...

ଶିକ୍ଷକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଲେ ରୋଷେୟା

ରାୟଗଡ଼ା,୧୮।୯(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ଅନ୍ତର୍ଗତ ବୁଡୁବାଲି ଆଶ୍ରମ ବିଦ୍ୟାଳୟର ସହକାରୀ ଶିକ୍ଷକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଛନ୍ତି ସେହି ବିଦ୍ୟାଳୟରେ କାର୍ଯ୍ୟରତ...

ଓଡ଼ିଶାର ଜମି, ଜଙ୍ଗଲ, ବାଲି, ପାଣି ଉପରେ ଆନ୍ଧ୍ରର ନଜର

କାଶୀନଗର,୧୮ା୯(ଟି. କ୍ରିଷ୍ଣା ରାଓ):କାଶୀନଗର ଦେଇ ପ୍ରବାହିତ ବଂଶଧାରା, ଗୋଦାବରୀ ଓ ମହାନଦୀ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ନଦୀ ଓଡ଼ିଶାର ରାୟଗଡ଼ା ଜିଲା ଅନ୍ତର୍ଗତ କଲ୍ୟାଣସିଂହପୁର ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri