Posted inଜାତୀୟ

ଅଯୋଧ୍ୟା ମାମଲା: ବିବାଦୀୟ ସ୍ଥଳରେ ପୂର୍ବରୁ ଥିଲା ରାମମନ୍ଦିର

ନୂଆଦିଲ୍ଲୀ,୨୦।୮: ଅଯୋଧ୍ୟା ମାମଲାର ଶୁଣାଣି ମଙ୍ଗଳବାର ସୁପ୍ରିମ୍‌କୋର୍ଟରେ ପୁଣି ଆରମ୍ଭ ହୋଇଛି। ରାମଲଲାଙ୍କ ପକ୍ଷରୁ ଆଇନଜୀବୀ ସି.ଏସ୍‌. ବୈଦନାଥନ୍‌ କହିଥିଲେ ଯେ, ବିବାଦୀୟ ସ୍ଥଳରେ ପୂର୍ବରୁ ରାମମନ୍ଦିର ଥିଲା। ୧୯୯୨ ଡିସେମ୍ବର ୬ରେ ବିବାଦୀୟ ନିର୍ମାଣର ଭଙ୍ଗା ସମୟରେ ଏଠାରୁ ମିଳିଥିବା ଶିଳାଲେଖରେ ସଂସ୍କୃତ ଅକ୍ଷରରେ କିଛି ଲେଖା ଖୋଦିତ ହୋଇଥିବା ତଥ୍ୟ ବୈଦନାଥନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ୫ ଜଣିଆ ଖଣ୍ଡପୀଠଙ୍କ ସମ୍ମୁଖରେ ଉପସ୍ଥାପନ କରିଥିଲେ। ଏନେଇ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ ପଚାରିଥିଲେ ଯେ, ଏହି ଶିଳାଲେଖକୁ ନେଇ ଚ୍ୟାଲେଞ୍ଜ୍‌ କରାଯାଇଥିଲା କି। ତେବେ ଏହାକୁ ନେଇ ଏପରି କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିବା ବୈଦନାଥନ୍‌ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ପ୍ରଥମଥର ଆୟୋଜିତ ହେଉଛି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ, ଜାଣନ୍ତୁ କେଉଁଠୁ ଆସୁଛନ୍ତି ସବୁଠାରୁ ଅଧିକ NRI

ନୂଆଦିଲ୍ଲୀ,୪।୧: ପ୍ରଥମ ଥର ପାଇଁ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ (ପିବିଡି) ଆୟୋଜିତ ହେଉଛି। ଭୁବନେଶ୍ୱରରେ ଅନୁଷ୍ଠିତ ୧୮ତମ ପ୍ରବାସୀ ଭାରତୀୟ ଦିବସ...

ଦିଲ୍ଲୀ ବିଧାନସଭା ନିର୍ବାଚନରେ ପ୍ରଥମଥର ପାଇଁ ଭୋଟ ଦେବେ ପାକିସ୍ତାନୀ ହିନ୍ଦୁ ଶରଣାର୍ଥୀ

ନୂଆଦିଲ୍ଲୀ,୪।୧: ଦେଶର ରାଜଧାନୀ ଦିଲ୍ଲୀରେ ଗୋଟିଏ ପଟେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଧରାଯାଉଛି, ସେମାନଙ୍କ ଡକ୍ୟୁମେଣ୍ଟ ଯାଞ୍ଚ କରାଯାଉଛି ଏବଂ ସେମାନଙ୍କୁ ଗିରଫ କରାଯାଉଥିବା ବେଳେ ଅନ୍ୟପଟେ...

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା

ନୂଆଦିଲ୍ଲୀ,୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପାର ପ୍ରଥମ ପ୍ରାର୍ଥି ତାଲିକା ପ୍ରକାଶ ପାଇଛି। ୨୯ ଜଣ ପ୍ରାର୍ଥୀଙ୍କ ଏହି ତାଲିକାରେ ଅରବିନ୍ଦ କେଜରିୱାଲ ଏବଂ...

ବଡ଼ ଦୁର୍ଘଟଣା, ଖାଲକୁ ଖସିଲା ସେନା ଗାଡ଼ି ୩ ଯବାନ ମୃତ, ୨ ଆହତ

ଜମ୍ମୁ,୪।୧: ଜମ୍ମୁ କଶ୍ମୀରରୁ ବଡ଼ ଖବର ଆସିଛି। ବାନ୍ଦିପୋରାରେ ସେନା ଗାଡି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଏହି ଦୁର୍ଘଟଣାରେ ୩ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ...

ବାଣ କାରଖାନାରେ ଭୟାନକ ବିସ୍ଫୋରଣ: ୬ ଜୀବନ୍ତ ଦଗ୍ଧ 

ଚେନ୍ନାଇ,୪/୧: ତାମିଲନାଡୁର ବିରୁଧୁନଗର ଜିଲରେ ଥିବା ଏକ ବାଣ ତିଆରି କାରଖାନାରେ ବିସ୍ଫୋରଣ ଘଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ରାସାୟନିକ ପଦାର୍ଥ ମିଶ୍ରଣ...

ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା ଜାରି: କେଜରିୱାଲଙ୍କ ବିପକ୍ଷରେ ଲଢ଼ିବେ….

ନୂଆଦିଲ୍ଲୀ,୪/୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ନିଜର ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରିଛି। ୨୯ ଜଣିଆ ଏହି ତାଲିକାରେ ଅରବିନ୍ଦ କେଜରିୱାଲ ଏବଂ...

”ଗାଁ ବିକାଶ ହେଲେ, ଦେଶର ବିକାଶ ହେବ”: ପ୍ରଧାନମନ୍ତ୍ରୀ

କଟକ,୩।୧: ପ୍ରଧାନମନ୍ତ୍ରୀ ଶନିବାର ଗ୍ରାମୀଣ ଭାରତ ମହୋତ୍ସବ ୨୦୨୫ ର ଉଦଘାଟନ କରିଛନ୍ତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆରେ ସେୟାର କରିଥିବା ଏକ ପୋଷ୍ଟରେ ଲେଖିଛନ୍ତି...

ପାକିସ୍ତାନ ଦଶା ଭୋଗିବ ବାଂଲାଦେଶ: ଭାରତର ସାହାଯ୍ୟ ସତ୍ତ୍ୱେ ସରକାରଙ୍କ ନିୟନ୍ତ୍ରଣରେ ନାହିଁ ସ୍ଥିତି

ନୂଆଦିଲ୍ଲୀ,୪।୧: ଭାରତ ସହିତ ଖରାପ ସମ୍ପର୍କ ବାଂଲାଦେଶକୁ ପ୍ରଭାବିତ କରିବା ଆରମ୍ଭ କରିଛି। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଖାଦ୍ୟ ଯୋଗାଣ ସଙ୍କଟ ଏବଂ ବୃଦ୍ଧି ପାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri