ଆଜିଠାରୁ ଯୁକ୍ତ ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର,୩୦-୮(ବ୍ୟୁରୋ):ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ଯୁକ୍ତ ୨ କଲେଜଗୁଡିକରେ ଖାଲିଥିବା ସିଟ୍‌ ପୂରଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ। ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଥିବା ବେଳେ ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ଶୁକ୍ରବାର ପୂର୍ବାହ୍ନ ୧୧ଟାରୁ ଶନିବାର ଅପରାହ୍ନ ୫ଟା ମଧ୍ୟରେ ନାମ ଲେଖାଇ ପାରିବେ।
ମିଳିଥିବା ସୂଚନା ମୁତାବକ, ଦ୍ୱିତୀୟ ପର୍ଯ୍ୟାୟରେ ନାମଲେଖା ଲାଗି ମୋଟ ୩୯,୦୫୦ ଜଣ ଛାତ୍ରୀଛାତ୍ର ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ମୋଟ ୩୬, ୩୧୭ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ଏଥିରେ ୧୬, ୯୩୬ ଜଣ ଛାତ୍ରୀ ରହିଥିବା ବେଳେ ୧୯,୩୮୧ଜଣ ଛାତ୍ର ରହିଛନ୍ତି। ସେହିଭଳି କଳା ବିଭାଗରେ ୧୭, ୩୩୫ଜଣ ନାମଲେଖା ପାଇଁ ମନୋନୀତ ହୋଇଥିବା ବେଳେ ବିଜ୍ଞାନରେ ୮,୭୬୬, ବାଣିଜ୍ୟରେ ୪,୭୧୧, ସଂସ୍କୃତରେ ୩,୫୯୫ ଓ ଧନ୍ଦାମୂଳକ ଶିକ୍ଷାରେ ୧୯୧୦ଜଣ ଯୋଗ୍ୟ ବିବେଚିତ ହୋଇଛନ୍ତି। ଅନ୍ୟପକ୍ଷରେ ସାମ୍‌ସ ପକ୍ଷରୁ ମିଳିଥିବା ସୂଚନା ମୁତାବକ ୨୦୧୯-୨୦ ଶିକ୍ଷାବର୍ଷରେ ମୋଟ ୪,୪୨,୨୯୫ ସିଟ୍‌ରେ ଯୁକ୍ତ ନ ନାମଲେଖା ଅନୁଷ୍ଠିତ ହେଉଛି। ପ୍ରଥମ ପର୍ଯ୍ୟାୟ ନାମଲେଖାରେ ୩,୧୦,୩୭୫ ସିଟ୍‌ ପୂରଣ ହୋଇଥିବା ବେଳେ ଆଉ ୧,୩୧,୯୨୦ ସିଟ୍‌ ଖାଲିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ କଳଙ୍କ: ମା’ଙ୍କୁ ବଳାତ୍କାର କଲେ ପୁଅ

ଦେବଗଡ଼,୩।୧୦(ଶଶାଙ୍କ ଶେଖର ଝାଙ୍କର): ସମ୍ପର୍କରେ ଲାଗିଛି କଳଙ୍କର ଛିଟା। ଜନ୍ମଦାତ୍ରୀ ମା’ଙ୍କୁ ବଳାତ୍କାର ଭଳି ଜଘନ୍ୟ ଅପରାଧ କରିବାକୁ ପଛାଇନାହାନ୍ତି ଜଣେ ପୁଅ। ଦେବଗଡ଼ ଜିଲା...

ଆହାର କେନ୍ଦ୍ରକୁ ନେଇ ଆସିଲା ମନ୍ତ୍ରୀଙ୍କ ବଡ଼ ବୟାନ

ସମ୍ବଲପୁର,୩।୧୦ (ଭବାନୀଶଙ୍କର ଭୋଇ): ଓଡ଼ିଶା ସରକାରଙ୍କ ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଜେଲ୍‌ ଛକ ସ୍ଥିତ ସାର୍ବଜନୀନ ଆହାର କେନ୍ଦ୍ର...

ଅକ୍ଟୋବର ୯କୁ ଦିଆଯିବ ସୁଭଦ୍ରା ଦ୍ୱିତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି, ଏହି ତାରିଖ ସୁଦ୍ଧା ସରିବ ପ୍ରସ୍ତୁତି

ନୂଆଦିଲ୍ଲୀ,୩।୧୦: ମହିଳାମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରୁଥିବା ରାଜ୍ୟ ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ “ସୁଭଦ୍ରା” ଯୋଜନାର ପ୍ରଥମକିସ୍ତି ଅର୍ଥରାଶି ପ୍ରଥମ ପର୍ଯ୍ୟାୟରେ ୨୫ଲକ୍ଷ ୨୯ହଜାର ୭୨୦...

ଚାଷୀନେତାଙ୍କୁ ଅଭ୍ୟାସଗତ ଅପରାଧୀ ଦର୍ଶାଇବା ଘଟଣା: କୃଷକ ସଙ୍ଗଠନର ଆନ୍ଦୋଳନ ଚେତାବନୀ

ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀନେତା ତଥା ସଂଯୁକ୍ତ କୃଷକ ସଙ୍ଗଠନର ଉପଦେଷ୍ଟା ରମେଶ ମହାପାତ୍ରଙ୍କୁ ପୋଲିସ ଅଭ୍ୟାସଗତ ଅପରାଧୀ ଭାବେ ଉଲ୍ଲେଖ କରିବା ଏବଂ...

ଟ୍ରାକିଂବେଳେ ବନ କର୍ମଚାରୀଙ୍କୁ ଶୁଣ୍ଢରେ ଟେକି କଚାଡ଼ିଲା ହାତୀ, ଭାଙ୍ଗିଦେଲା ହାତ

ବଣାଇଁ,୩ା୧୦(ପ୍ରଦୀପ ତ୍ରିପାଠୀ): ଗୁରୁବାର ବଣାଇଁ ବନଖଣ୍ଡ ତଥା କୁଳିପୋଷ ରେଞ୍ଜ ଅଧୀନ ଗଣିଘଷା ନିକଟରେ ଗତକାଲି ଠାରୁ ଘୂରି ବୁଲୁଥିବା ୪ଟିକିଆ ହାତୀ ପଲ ସମ୍ପର୍କରେ...

ଓଡ଼ିଶାରେ ହେବ ଶିଳ୍ପ ହବ୍‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ନୂଆଦିଲ୍ଲୀ,୩ା୧୦: ଉତ୍କର୍ଷ ଓ କନ୍‌କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରିଥିଲେ। ବୈଠକରେ...

ବବିଙ୍କ ରଣହୁଙ୍କାର ପରେ ମୁହଁ ଖୋଲିଲେ ସୁଜାତା, କହିଲେ ମୋର ଇସ୍ତଫା…

ଭୁବନେଶ୍ୱର,୩ା୧୦: ବୁଧବାର  ବିଜେଡି ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ରଣହୁଙ୍କାର ପରେ ଗୁରୁବାର ସୁଜାତା ସାହୁ ଏକ ବଡ଼ ବୟାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri