ଆଜିଠୁ ବଢ଼ିବ ତାପମାତ୍ରା

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ତାପମାତ୍ରା କ୍ରମଶଃ ବଢ଼ିବ। ଦିନବେଳା ତାପମାତ୍ରା ୨ରୁ ୩ଡିଗ୍ରୀ ବଢ଼ିିବ । ସୋମବାର ରାତିରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି । ଢେଙ୍କାନାଳରେ ସର୍ବାଧିକ ୬୭.୬ ମିଲିମିଟର ବର୍ଷା ରେକର୍ଡ ହୋଇ ଥିବା ବେଳେ ତାଳଚେରରେ ୪୨ମିମି ବର୍ଷା ହୋଇଛି । ପବନ ଓ ଘଡ଼ଘଡ଼ି ସହ ରାତିତମାମ ନିର୍ଧୁମ ବର୍ଷିଛି ।
ମଙ୍ଗଳବାର ଦିନବେଳା ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାଗ ଥଣ୍ଡା ଥିଲା । କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଥିବାରୁ ବିଶେଷ ଗରମ ଅନୁଭୂତ ହୋଇ ନ ଥିଲା । ବୌଦ୍ଧରେ ସର୍ବାଧିକ ୪୩ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ବଲାଙ୍ଗୀରରେ ୪୨.୨, ଟିଟିଲାଗଡ଼ରେ ୪୧.୬, ଭବାନୀପାଟଣାରେ ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଏହି ୩ ଜିଲାକୁ ଛାଡି ରାଜ୍ୟର ପ୍ରାୟ ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୩୮ ଓ ୩୭ ଡିଗ୍ରୀରୁ କମ ରହିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୨ ଜୀବନ, ୩ ଗୁରୁତର

ବଣାଇଁ,୨୯।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଚାନ୍ଦିପୋଷ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ବର୍ଷ ଶେଷକୁ ଖୁସି ଖବର: ନନ୍ଦନକାନନରେ ଜନ୍ମ ନେଲା ସିମ୍ପାଞ୍ଜି ଶାବକ

ଭୁବନେଶ୍ୱର,୨୯।୧୨: ନୂଆବର୍ଷକୁ ନେଇ ସମସ୍ତଙ୍କ ମଧ୍ୟରେ ଉତ୍ସାହ ଭରି ରହିଥିବା ବେଳେ ବର୍ଷର ଶେଷ ମୁହୂର୍ତ୍ତରେ ଜୀବଜନ୍ତୁ ପ୍ରେମିକଙ୍କ ପାଇଁ ରବିବାର ଆସିଛି ଏକ ଖୁସି...

ଟ୍ରାଙ୍କୁଲାଇଜ୍‌ ହେଲା ବାଘୁଣୀ ଜିନ୍ନତ

ବାରିପଦା୨୯ା୧୨: ବାଘୁଣୀ ଜିନ୍ନତକୁ ରବିବାର ଟ୍ରାଙ୍କୁଲାଇଜ୍‌ କରାଯାଇଛି। ପଶ୍ଚିମବଙ୍ଗର ବାଙ୍କୁରାଠାରେ ଜିନ୍ନତକୁ ଟ୍ରାଙ୍କୁଲାଇଜ୍‌ କରାଯାଇଛି। ଟ୍ରାଙ୍କୁଲାଇଜ୍‌ ପରେ ଜିନ୍ନତ ଏବେ ଜନ୍ତାରେ ରହିଛି। ସ୍ବାସ୍ଥ୍ୟ ପରୀକ୍ଷା...

ବର୍ଷା ପ୍ରଭାବରେ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଗଜପତି(ପାରଳାଖେମୁଣ୍ଡି) ୨୯।୧୨: ଲଗାଣ ବର୍ଷାରେ ଫସଲ କ୍ଷୟକ୍ଷତି ସମୀକ୍ଷା କରିବାକୁ ଗ୍ରାଉଣ୍ଡ ଜିରୋରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଲକୁ ଓହ୍ଲାଇ ଚାଷୀଙ୍କ ସହ ସିଧାସଳଖ...

ବଢିବ ଶୀତ: ୨ ରୁ ୪ ଡିଗ୍ରୀ ହ୍ରାସ ପାଇବା ରାତି ତାପମାତ୍ରା

ଭୁବନେଶ୍ୱର,୨୯।୧୨: ଲଘୁଚାପ ବର୍ଷା ଯିବା ପରେ ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ଶୀତ ବୃଦ୍ଧି ପାଇଛି। ଏଥିସହିତ ନୂଆବର୍ଷରେ ଜାନୁଆରୀ ୧ ରୁ ଜାନୁୟାରୀ ୪,...

ମହୁମାଛି ନେଲା ଜେଇଙ୍କ ଜୀବନ

ରାଇରଙ୍ଗପୁର,୨୯।୧୨: ମୟୂରଭଞ୍ଜ ଜିଲା ମହୁଲଡିହାରେ ରବିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ମହୁମାଛି ଆକ୍ରମଣରେ ତିରିଂ ବ୍ଲକ ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ...

OCA ସଭାପତି ପଦରୁ ଇସ୍ତଫା ଦେଲେ ବବି ଦାସ

କଟକ,୨୯।୧୨: ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ) ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ବିଜେଡିର ବରିଷ୍ଠ ରାଜନେତା ପ୍ରଣବ ପ୍ରକାଶ ଦାସ(ବବି)। ଏନେଇ ସୂଚନା ଦେଇଛନ୍ତି ସମ୍ପାଦକ ସଞ୍ଜୟ...

ଦାରିଙ୍ଗବାଡ଼ିରେ ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼, ପ୍ରଚଣ୍ଡ ଶବ୍ଦ ପ୍ରଦୂଷଣ ପାଇଁ ବନପ୍ରାଣୀ-ପକ୍ଷୀ ଉଭାନ

ଦାରିଙ୍ଗବାଡି,୨୯।୧୨(ଅରୁଣ ସାହୁ):ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଡିସେମ୍ବର ଶେଷ ଓ ଜାନୁୟାରୀ ୧୦ ପର୍ଯ୍ୟନ୍ତ ପ୍ରାୟ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଜମିବା ନଜିର ରହିଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri