ଉଦଳାରେ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ

ଉଦଳା,୧୫।୮(ଡି.ଏନ୍‌.ଏ.)- କପ୍ତିପଦା ଉପଖଣ୍ଡସ୍ତରୀୟ ୭୩ ତମ ସ୍ବାଧୀନତା ଦିବସ ଉଦଳା ହାଇସ୍କୁଲ ପଡ଼ିଆରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଉପଜିଲାପାଳ ଭଗବାନ ବେହେରା ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀମାନଙ୍କ ଦ୍ୱାରା ଜାତୀୟ ସଙ୍ଗୀନ ଗାନ କରାଯାଇଥିଲା। ୩୮ଟି ଟ୍ରୁପକୁ ନେଇ ଆୟୋଜିତ ପରେଡ୍‌ରେ ମୁଖ୍ୟଅତିଥି ଅଭିବାଦନ ଗ୍ରହଣ କରିଥିଲେ। ପରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ମୁଖ୍ୟ ଅତିଥି ଉଦଳା ଡାକ୍ତରଖାନା ଯାଇ ସେଠାରେ ରୋଗୀମାନଙ୍କୁ ଫଳ ଏବଂ ବିସ୍କୁଟ ବଣ୍ଟନ କରିବା ସହିତ ରକ୍ତଦାନ ଶିବିର ପରିଦର୍ଶନ କରିଥିଲେ । ଏହି ରକ୍ତଦାନ ଶିବିରରେ ୨୮ ୟୁନିଟ୍‌ ରକ୍ତ ସଂଗୃହ ହୋଇଥିଲା। ଉଦଳା ଉପକାରାଗାର ପରିସରରେ ବୃକ୍ଷରୋପଣ କରାଯିବା ସହିତ ସବଜେଲର ପ୍ରିୟମ୍ବଦା ପଣ୍ଡାଙ୍କ ତତ୍ତ୍ୱାବଧାନରେ ମୁଖ୍ୟଅତିଥିଙ୍କ ଦ୍ୱାରା ଅନ୍ତେବାସୀମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରମେଶ ଚନ୍ଦ୍ର ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲ। ବିଭାଗୀୟ କର୍ମଚାରୀମାନେ ଏଥିରେ ସହଯୋଗ କରିଥିଲେ।
ଫଟୋ–


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଗଞ୍ଜେଇ ଚାଲାଣ ମାମଲାରେ ଜଣେ ମହିଳା ସମେତ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲ

ବ୍ରହ୍ମପୁର,୨୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି।...

ସ୍ବଧର୍ମକୁ ଫେରିଲେ ଗୋଟିଏ ପରିବାରର ୩ ସଦସ୍ୟ

ଠାକୁରମୁଣ୍ଡା,୨୧।୯(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକର ସାତକୋଶିଆ ପଞ୍ଚାୟତ ଅଧୀନ ଜାମୁନଣ୍ଡା ଗ୍ରାମରେ ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିବା ଗୋଟିଏ ପରିବାରର ୩ ସଦସ୍ୟ ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri