Posted inଜାତୀୟ

ଉପମୁଖ୍ୟମନ୍ତ୍ରୀ ହେବା ପରେ ୧୧ ଦିନ ଉପବାସ ରହିବେ ପୱନ କଲ୍ୟାଣ, ପଛରେ ରହିଛି ଏହି କାରଣ

ଅମରାବତୀ,୨୫।୬: ଆନ୍ଧ୍ରପ୍ରଦେଶର ଉପମୁଖ୍ୟମନ୍ତ୍ରୀ ତଥା ଜନସେନା ମୁଖ୍ୟ ପୱନ କଲ୍ୟାଣ ବିଜୟ ପରେ ଆଜି (ଜୁନ ୨୫) ଉପବାସ ଆରମ୍ଭ କରିଛନ୍ତି। ପୱନ କଲ୍ୟାଣ ବରାହୀ ଉମ୍ମାୱରୀ ଦିକ୍ଷା ପାଇଁ ଅମରାବତୀ ଯାଇଛନ୍ତି। ଡେପୁଟି ସିଏମ ପୱନ କଲ୍ୟାଣ ୧୧ ଦିନ ପାଇଁ ବରାହୀ ଉମ୍ମାୱରୀ ଦିକ୍ଷା ନେଇଛନ୍ତି। ଅର୍ଥାତ୍‌ ଏହି ଉପବାସ ସମୟରେ ସେ କେବଳ କ୍ଷୀର, ଫଳ ଏବଂ ତରଳ ଖାଦ୍ୟ ଖାଇବେ।

ବାସ୍ତବରେ, ନିର୍ବାଚନରେ ବିପୁଳ ବିଜୟ ପରେ ପୱନ କଲ୍ୟାଣ ମାତା ଦେବୀଙ୍କୁ ଧନ୍ୟବାଦ ଦେବା ପାଇଁ ଏଠାକୁ ଆସିଛନ୍ତି। ପୱନ କଲ୍ୟାଣ ଗତ ବର୍ଷ ଜୁନରେ ବରାହୀ ବିଜୟ ଯାତ୍ରା ମଧ୍ୟ କରିଥିଲେ। ଏହି ଅବସରରେ ସେ ବରାହୀ ଦେବୀଙ୍କୁ ପୂଜା କରିଥିଲେ ଏବଂ ଦିକ୍ଷା ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ୟୁପି ମର୍ମନ୍ତୁଦ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମିର୍ଜାପୁର,୪ା୧୦: ଉତ୍ତରପ୍ରଦେଶର ମିର୍ଜାପୁରରେ  ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଟ୍ରକ୍‌ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ...

ଲଗେଜ୍‌ ହଜାଇ ଦେଲେ ଅନୁଷ୍କା ଶଙ୍କର: ସହାର୍ଯ୍ୟ ପାଇଁ କରିଥିଲେ…

ନୂଆଦିଲ୍ଲୀ,୪ା୧୦: ଖ୍ୟାତନାମା ସିତାର ବାଦକ ଅନୁଷ୍କା ଶଙ୍କର ଜର୍ମାନୀର ବର୍ଲିନ୍‌ରେ ତାଙ୍କ ଲଗେଜ୍‌ ହଜାଇ ସାହାଯ୍ୟ ପାଇଁ ଚିତ୍କାର କରୁଥିବା ଦେଖାଯାଇଥିଲା, ଯାହା ଅନେକ ସୋସିଆଲ...

ମହାରାଷ୍ଟ୍ରରେ ଯୁବତୀଙ୍କୁ ଗଣବଳାତ୍କାର

ପୁଣେ,୪ା୧୦: ମହାରାଷ୍ଟ୍ରର ପୁଣେରେ ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ୩ ଜଣ ଯୁବକ ଗଣବଳାତ୍କାର କରିଛନ୍ତି। ଯୁବତୀ ଜଣକ ତାଙ୍କର ବନ୍ଧୁଙ୍କ ସହ ବୋପଦେବ ଘାଟ...

ବଡ଼ଧରଣର ଏନ୍‌କାଉଣ୍ଟର: ଗଡ଼ିଲା ଗୋଟିଏ ପରେ ଗୋଟିଏ ମାଓବାଦୀଙ୍କ ମୁଣ୍ଡ

ଦାନ୍ତଓ୍ବୋଡ଼ା,୪।୧୦: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ଶୁକ୍ରବାର ସୁରକ୍ଷା କର୍ମୀଙ୍କୁ ଏକ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ୩୬ଜଣ ମାଓବାଦୀ ନିହତ ହୋଇଥିବା...

ଏନସିପିର ଏକମାତ୍ର ବିଧାୟକ ଏବେ ଭାଜପାରେ

ରାଞ୍ଚି,୪।୧୦: ଝାଡ଼ଖଣ୍ଡ ଏନସିପି (ଅଜିତ ପାୱାର) ବିଧାୟକ ତଥା ଦଳର ରାଜ୍ୟ ସଭାପତି କମଲେଶ କୁମାର ସିଂ ଶୁକ୍ରବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି।...

ବଡ଼ ଭବିଷ୍ୟବାଣୀ: ମୁଖ୍ୟମନ୍ତ୍ରୀ ନୁହେଁ ପ୍ରଧାନମନ୍ତ୍ରୀ ହେବେ ପ୍ରଶାନ୍ତ କିଶୋର

ରୋହତାସ,୪।୧୦: ନିର୍ବାଚନ ରାଜନୀତିର ଚାଣକ୍ୟ ଭାବେ ବିବେଚିତ ପ୍ରଶାନ୍ତ କିଶୋର ଜନ ସୁରାଜ ନାମକ ଏକ ଦଳ ଘୋଷଣା କରିଛନ୍ତି। ପିକେଙ୍କ ଏହି ନିଷ୍ପତ୍ତିକୁ ନେଇ...

ନୀତୀଶ କୁମାରଙ୍କ ବଡ଼ ଘୋଷଣା: ବିଜୟା ଦଶମୀ ପୂର୍ବରୁ…

ପାଟନା,୪।୧୦: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ବନ୍ୟା ପୀଡିତଙ୍କୁ ପ୍ରତ୍ୟେକଙ୍କୁ ୭ ହଜାର ଟଙ୍କା ଦିଆଯିବ। ଶୁକ୍ରବାର ଅପରାହ୍ନରେ...

୫ ହଜାର ନୁହେଁ ମହିଳାଙ୍କ ଖାତାକୁ ଯିବ ୫୦ହଜାର ଟଙ୍କା, ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ସରକାର ମହିଳାଙ୍କ ପାଇଁ ବହୁ କଲ୍ୟାଣକାରୀ ଯୋଜନା ଆରମ୍ଭ କରିଛନ୍ତି। ଏହା ଅଧୀନରେ କେନ୍ଦ୍ର ସରକାର ମହିଳା ସଶକ୍ତିକରଣ ଲକ୍ଷ୍ୟରେ ଆଉ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri