Posted inଜାତୀୟ

ଏଏପି ବିଧାୟକଙ୍କ ନାଁରେ ଏତଲା

ଲକ୍ଷ୍ନୌ,୨୪।୧୨: ଆମ ଆଦ୍‌ମି ପାର୍ଟି (ଏଏପି) ବିଧାୟଙ୍କ ଅମାନତୁଲ୍ଲା ଖାଁ ପୁଣି ଥରେ ବିବାଦ ଘେରକୁ ଚାଲିଆସିଛନ୍ତି। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ଲୋକଙ୍କୁ ଉସୁକାଇବା ନେଇ ତାଙ୍କ ଉପରେ ଅଭିଯୋଗ ହେବା ସହ ଏତଲା ରୁଜୁ କରାଯାଇଛି। ସୋମବାର ଉତ୍ତରପ୍ରଦେଶ ପୋଲିସ ଗାଜିଆବାଦ କୋତଓ୍ବାଲି ଥାନାରେ ତାଙ୍କ ନାଁରେ ଅଭିଯୋଗ କରିଛି। ଅମାନତୁଲ୍ଲା ସୋସିଆଲ ମିଡିଆ ଜରିଆରେ ଆପତ୍ତିଜନକ ଟିପ୍ପଣୀ ଦେଇ ସିଏଏ ବିରୋଧରେ ଏବଂ ଧର୍ମ ନାଁରେ ଲୋକଙ୍କୁ ଉସୁକାଇବା ପାଇଁ ଉଦ୍ୟମ କରିଛନ୍ତି ବୋଲି ପୋଲିସ ଅଭିଯୋଗ କରିଛି। ସୂଚନାଯୋଗ୍ୟ, ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ ପରିସର ନିକଟରେ ହୋଇଥିବା ହିଂସା ମାମଲାରେ ସେ ସାମିଲ ଥିବା ନେଇ ଚର୍ଚ୍ଚା ହୋଇଥିଲା। କିନ୍ତୁ ଏହି ହିଂସାରେ ଯେଉଁ ୧୦ଜଣଙ୍କ ବିରୋଧରେ ଏତଲା ରୁଜୁ କରାଯାଇଥିଲା ସେଥିରେ ଅମାନତୁଲ୍ଲାଙ୍କ ନାଁ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆପଣମାନଙ୍କ ପାଇଁ ମୁଁ ବିଦେଶରେ ଗର୍ବ ଅନୁଭବ କରେ’

ଭୁବନେଶ୍ୱର,୯ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନଠାରେ ଆୟୋଜିତ ହୋଇଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି। ପ୍ରବାସୀମାନଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ...

HMPV କୁ ନେଇ ଆସିଲା ଚମକାଇଲା ଭଳି ତଥ୍ୟ, WHO ଦେଲା ବଡ଼ ବୟାନ!

ନୂଆଦିଲ୍ଲୀ,୯।୧: ସମ୍ପ୍ରତି ହ୍ୟୁମାନ ମେଟାପ୍ନ୍ୟୁମୋଭାଇରସ (HMPV) ସଂକ୍ରମଣର ମାମଲା ସାରା ଦେଶରେ ଆତଙ୍କ ସୃଷ୍ଟି କରିଛି। ଏହି ଭାଇରସକୁ ଭୟ କରିବାର କୌଣସି ଆବଶ୍ୟକତା ଅଛି...

ପ୍ରକାଶ ପାଇଲା ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପାସପୋର୍ଟ ରାଙ୍କିଂ: ଭାରତକୁ ଝଟ୍‌କା

ନୂଆଦିଲ୍ଲୀ,୯।୧: ୨୦୨୫ ବର୍ଷର ପ୍ରଥମ ଛଅ ମାସ ପାଇଁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପାସପୋର୍ଟର ରାଙ୍କିଂ ପ୍ରକାଶ ପାଇଛି। ଏହି ରାଙ୍କିଂ ପ୍ରତିଷ୍ଠିତ ସଂଗଠନ ହେନଲି...

ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୯ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର ଶୁଭାରମ୍ଭ...

ଟେନଶନରେ ବାଂଲାଦେଶ, ମୋଦି-ମୋଇଜୁ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୯।୧: ମାଳଦ୍ୱୀପରେ ମହମ୍ମଦ ମୋଇଜୁଙ୍କ ସରକାର କ୍ଷମତାକୁ ଆସିବା ପରଠାରୁ, ଭାରତ ସହିତ ଏହାର ସମ୍ପର୍କ ଖରାପ ହୋଇଯାଇଥିଲା। ସମ୍ପ୍ରତି ୟୁନୁସଙ୍କ ସରକାର ଆସିବା ପରେ...

ଏବେ ଏହି ରାଜ୍ୟରେ ମିଳିବନି କିଙ୍ଗଫିସର ବିୟର, କମ୍ପାନୀ ନେଲା ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୮ା୧: କିଙ୍ଗଫିସର ବିୟର ଉତ୍ପାଦନକାରୀ କମ୍ପାନୀ ୟୁନାଇଟେଡ୍ ବ୍ରୁରିଜ୍ ଲିମିଟେଡ୍ (ୟୁବିଏଲ୍) ବୁଧବାର ଏକ ବଡ ଘୋଷଣା କରିଛି। ଏହା ଅଧୀନରେ ତୁରନ୍ତ ପ୍ରଭାବ ସହିତ...

Video: ତିରୁପତି ମନ୍ଦିରରେ ଦଳାଚକଟା: ୬ ମୃତ, ଅନେକ ଆହତ

ନୂଆଦିଲ୍ଲୀ,୮ା୧: ବୁଧବାର ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁପତି ମନ୍ଦିରର ବୈକୁଣ୍ଠ ଦ୍ୱାର ଦର୍ଶନ ଟିକେଟ୍ କେନ୍ଦ୍ର ନିକଟରେ ଦଳାଚକଟା ଘଟି ୬ ଜଣ ମୃତ୍ୟୁ ବରଣ କରିଛନ୍ତି।...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri