ଏହି ଫିଲ୍ମ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିବେ ମାନୁଷୀ ଛିଲ୍ଲର

୨୦୧୭ରେ ବିଶ୍ୱସୁନ୍ଦରୀ ମୁକୁଟ ଜିତିଥିବା ମାନୁଷୀ ଛିଲ୍ଲର ଖୁବ୍‌ଶୀଘ୍ର ବଲିଉଡ୍‌ରେ ପାଦ ଥାପିବାକୁ ଯାଉଛନ୍ତି। ୟଶରାଜ ପ୍ରଡକ୍ସନରେ ନିର୍ଦ୍ଦେଶକ ଚନ୍ଦ୍ରପ୍ରକାଶ ଦ୍ୱିବେଦୀଙ୍କ ଆଗାମୀ ଫିଲ୍ମ ‘ପୃଥୀରାଜ ଚୌହାନ’ରେ ଅଭିନୟ କରିବେ ମାନୁଷୀ। ଫିଲ୍ମରେ ପୃଥୀରାଜ ଚୌହାନଙ୍କ ଭୂମିକାରେ ଅକ୍ଷୟ କୁମାର ନଜର ଆସିବେ ଏବଂ ତାଙ୍କ ସ୍ତ୍ରୀ ସଂଯୁକ୍ତାଙ୍କ ଭୂମିକାରେ ନଜର ଆସିବେ ମାନୁଷୀ। ଫିଲ୍ମ ପାଇଁ ସେ ଅଡିସନ୍‌ ଦେଇଥିଲେ ବୋଲି ନିର୍ଦ୍ଦେଶକ କହିଛନ୍ତି। ଗତ ୯ ମାସ ହେବ ଏହି ଫିଲ୍ମ ପାଇଁ ମାନୁଷୀ ଟ୍ରେନିଂ ନେଉଛନ୍ତି। ଏହି ଫିଲ୍ମ ପାଇଁ ଅକ୍ଷୟ ମଧ୍ୟ ବେଶ୍‌ ଉତ୍ସାହିତ ଥିବା ଟୁଇଟରରେ କହିଛନ୍ତି।

 

ବଲିଉଡରେ ଡେବ୍ୟୁ କରିବେ ମାନୁଷୀ ଛିଲ୍ଲର

୨୦୧୭ରେ ବିଶ୍ୱସୁନ୍ଦରୀ ମୁକୁଟ ଜିତିଥିବା ମାନୁଷୀ ଛିଲ୍ଲର ଖୁବ୍‌ଶୀଘ୍ର ବଲିଉଡ୍‌ରେ ଏଣ୍ଟ୍ରୀ କରିବାକୁ ଯାଉଛନ୍ତି।#ManushiChhillar #BollywoodDeubt #DharitriLive #PrithvirajChauhan #MissWorld2017 #Bollywood #BollywoodNews #Dharitri #BTownGossip #BollywoodGossips

Dharitri ಅವರಿಂದ ಈ ದಿನದಂದು ಪೋಸ್ಟ್ ಮಾಡಲಾಗಿದೆ ಶುಕ್ರವಾರ, ನವೆಂಬರ್ 15, 2019


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଦୁର୍ଗା ପୂଜାରେ ଦୁର୍ଗା

ଏଥର ଦୁର୍ଗା ପୂଜା ଅବସରରେ ରିଲିଜ ହେବାକୁ ଯାଉଥିବା ଫିଲ୍ମଗୁଡିକ ମଧ୍ୟରେ ରହିଛି ‘ଦୁର୍ଗା’। ଏକ ନାରୀକୈନ୍ଦ୍ରିକ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରର ପ୍ରଯୋଜକ...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ...

ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ

ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି...

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri