ଓଡ଼ିଆ ଆଇପିଏସ୍‌ ଅଫିସର ତାମିଲନାଡୁ ଡିଜିପି

ଭୁବନେଶ୍ୱର, ୩୦ା୬(ବ୍ୟୁରୋ): ଓଡ଼ିଆ ଆଇପିଏସ୍‌ ଅଫିସର ଜଳଦ କୁମାର ତ୍ରିପାଠୀ ତାମିଲନାଡୁର ନୂତନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ହୋଇଛନ୍ତି। ତାମିଲନାଡୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଏହି ନିଯୁକ୍ତି ଦେଇଥିବାନେଇ ଔପଚାରିକଭାବେ ଘୋଷଣା କରାଯାଇଛି। ପୂର୍ବରୁ ସେ ଚେନ୍ନାଇର ପୋଲିସ କମିଶନର ଭାବେ କାର୍ଯ୍ୟ କରୁଥିଲେ। ସୂଚନାଯୋଗ୍ୟ, ତାମିଲନାଡୁ ଡିଜିପି ଟି.କେ. ରାଜେନ୍ଦ୍ର ଶନିବାର ଅବସର ନେଇଛନ୍ତି। ଉକ୍ତ ପଦରେ ନୂତନ ନିଯୁକ୍ତି ପାଇଁ ଲୋକ ସେବା ଆୟୋଗର ୩ଜଣିଆ କମିଟି ପକ୍ଷରୁ ୩ଜଣ ଆଇପିଏସ୍‌ ଅଫିସରଙ୍କ ନାମ ତାମିଲନାଡୁ ସରକାରଙ୍କ ନିକଟକୁ ପଠାଯାଇଥିଲା। ସେମାନଙ୍କ ମଧ୍ୟରୁ ତାମିଲନାଡୁ କ୍ୟାଡର ୧୯୮୫ ବ୍ୟାଚର ଓଡ଼ିଆ ଆଇପିଏସ୍‌ ଅଫିସର ତ୍ରିପାଠୀଙ୍କ ନାମକୁ ମୁଖ୍ୟମନ୍ତ୍ରୀ କେ. ପଲାନିସ୍ବାମୀ ବାଛିଛନ୍ତି। ତ୍ରିପାଠୀ ୨ଥର ଚେନ୍ନାଇ ପୋଲିସ କମିଶନର ଥିଲେ। ଏଥିସହ ସେ ପୂର୍ବରୁ ବହୁ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ରହି ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ମା’ ଲଙ୍କେଶ୍ବରୀଙ୍କ ଖଣ୍ଡାବସା

ଭବାନୀପାଟଣା,୨୩ା୯(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ)- କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ମଙ୍ଗଳବାର ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର...

କ୍ୟାପିଟାଲ ହସ୍ପିଟାଲରେ ଡଷ୍ଟବିନରୁ ମିଳିଲା ନବଜାତକଙ୍କ ମୃତଦେହ

ଭୁବନେଶ୍ୱର,୨୩।୯: କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ଯାଏ ମହିଳାଙ୍କୁ ସଶକ୍ତ କରିବା ଲାଗି ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କରୁଥିଲେ...

କଟକରେ ସୀମା ଟପିଲା କଳାବଜାର: ଏହି ସବୁ ଜିଲାରେ ହେଉଥିଲା ବିକ୍ରି

କଟକ,୨୩।୯: ଅତୀତରେ କଟକରୁ ଖାଇବା ଘିଅ, ଡିଟରଜେଣ୍ଟ ପାଉଡରଠାରୁ ଆରମ୍ଭ ନାନା ପ୍ରକାର ଖାଦ୍ୟ ସାମଗ୍ରୀର ଅପମିଶ୍ରଣ କରାଯାଉଥିବା ଦେଖିବାକୁ ମିଳିଥିଲା। ଏବେ କିଛି ଖଳ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ବଳାତ୍କାରୀଙ୍କୁ….

ଫୁଲବାଣୀ,୨୩।୯: କନ୍ଧମାଳ ଜିଲା ଫୁଲବାଣୀ ଜିଲା ପୋକ୍ସୋ କୋର୍ଟ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଦେବରାଜ...

ଫରେଷ୍ଟରଙ୍କ ଆତ୍ମହତ୍ୟା ନେଇ ବିଭାଗୀୟ ତଦନ୍ତ ନିର୍ଦ୍ଦେଶ, ସୁଇସାଇଡ୍‌ ନୋଟ୍‌ରେ ଥିଲା…

ଭବାନୀପାଟଣା,୨୩ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣାରେ ବନ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଯାଞ୍ଚ୍‌ ଆରମ୍ଭ ହୋଇଛି।...

ଜଳପ୍ରପାତରେ ବୁଡି ୨ ଡାକ୍ତରୀ ଛାତ୍ରୀଙ୍କ ଜୀବନ ଗଲା: ଜଣେ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ମାଲକାନଗିରି,୨୩ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରୁ ୪୦ କିଲୋମିଟର ଦୂର ଆନ୍ଧ୍ରପ୍ରଦେଶର ତରଙ୍ଗିଣୀ ଜଳପ୍ରପାତରେ ୫ଜଣ ଡାକ୍ତରୀ ଛାତ୍ରୀଛାତ୍ର ଭାସି ଯାଇଥିଲେ। ଜଣେ ଛାତ୍ରୀ...

ଭରତପୁର ଥାନା: ଏଣେତେଣେ ପଡ଼ିଥିବା ସିସିଟିଭକୁ ନେଇ ବଢ଼ୁଛି…

ଭୁବନେଶ୍ୱର,୨୩।୯: ଭରତପୁର ଥାନା ବର୍ତ୍ତମାନ ଚର୍ଚ୍ଚାରେ ଥିବା ବେଳେ  ଥାନାରେ ଏଣେତେଣେ ପଡ଼ିଥିବା ସିସିଟିଭକୁ ନେଇ ରହସ୍ୟ ବଢ଼ୁଛି । ଗଦା ଗଦା ସିସିଟିଭି କ୍ୟାମେରା...

ପୁଣି ଚର୍ଚ୍ଚାରେ ଭରତପୁର: ନୂତନ ଆଇଆଇସି କଲେ ଯଜ୍ଞ, ଲଙ୍କା, ଲେମ୍ବୁ ଲଗାଇ…

ଭୁବନେଶ୍ୱର,୨୩।୯:  ଭରତପୁର ଥାନା ବର୍ତ୍ତମାନ ଚର୍ଚ୍ଚାରେ ଥିବା ବେଳେ  ଆଉ ଏକ ଫର୍ଦ୍ଦ   ଚର୍ଚ୍ଚାରେ ଜୋଡି ହୋଇଯାଇଛି।  ଥାନାରେ ନୂଆ ଆଇଆଇସି ପୂଜାପାଠ କରିଛନ୍ତି ।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri