କରୁଣାରତ୍ନେଙ୍କ ବିଶ୍ୱକପ୍‌ ରେକର୍ଡ

କାର୍ଡିଫ,୧।୬- ଶ୍ରୀଲଙ୍କା ଦଳର ଅଧିନାୟକ ଦିମୁଥ କରୁଣାରତ୍ନେ ଚଳିତ ବିଶ୍ୱକପ୍‌ରେ ଏକ ରେକର୍ଡ ଅଧିକାରୀ ହୋଇଛନ୍ତି। ଏଠାରେ ନ୍ୟୁଜଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ଓପନିଂ ବ୍ୟାଟିଂ କରିବାକୁ ଆସି ଦଳ ଅଲଆଉଟ୍‌ ହେବା ପର୍ଯ୍ୟନ୍ତ ନଟ୍‌ଆଉଟ୍‌ ରହିଥିଲେ। ସେ ୮୪ ବଲ ସମ୍ମୁଖୀନ ହୋଇ ୪ ଚୌକା ସହାୟତାରେ ୫୨ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ ଖେଳି ଅପରାଜିତ ଥିଲେ। କରୁଣାରତ୍ନେ ଦ୍ୱିତୀୟ ବ୍ୟାଟ୍ସମ୍ୟାନ ଭାବେ ବିଶ୍ୱକପ୍‌ରେ ଏଭଳି ବିଶ୍ୱକପ୍‌ କୀର୍ତ୍ତିମାନର ଅଧିକାରୀ ହୋଇଛନ୍ତି। ତାଙ୍କ ପୂର୍ବରୁ ୧୯୯୯ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ଓ୍ବେଷ୍ଟଇଣ୍ଡିଜର ରିଡଲେ ଜ୍ୟାକବ୍ସ (୪୯) ଏହି ରେକର୍ଡ ନିଜ ନାମରେ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Asia Cup 2024: ବାଂଲାଦେଶକୁ ହରାଇ ପ୍ରତିଶୋଧ ନେଲା ଭାରତ

ନୂଆଦିଲ୍ଲୀ,୨୨।୧୨: ଅଣ୍ଡର -୧୯ ମହିଳା ଏସିଆ କପ ୨୦୨୪ରେ ଭାରତୀୟ କ୍ରିକେଟ ଦଳ ବାଂଲାଦେଶକୁ ପରାସ୍ତ କରି ଟାଇଟଲ ଜିତିଛି। ଚଳିତ ବର୍ଷ ଭାରତର ଯୁବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri