Posted inVideo

କରୋନା କୋଭିଡ୍ ୧୯( ଷ୍ଟେଜ୍ ୧,୨,୩ ) କ’ଣ । Stages of Corona in India

Featured Video Play Icon

ଏବେ ସାରା ଦେଶ କରୋନା କୋଭିଡ୍ ୧୯କୁ ନେଇ ଆତଙ୍କିତ । ଭାରତରେ ଏବେ ଏହି ଭାଇରସ ଷ୍ଟେଜ୍ ୨ରେ ଅଛି ଓ ଏପର୍ଯ୍ୟନ୍ତ ଭାରତରେ ଗୋଷ୍ଠୀ ସଙ୍କ୍ରମଣ ବା ଷ୍ଟେଜ୍ ୩ ହୋଇନାହିଁ ବୋଲି କୁହାଯାଉଛି । ତେବେ ଏହି ଷ୍ଟେଜ୍ ୧ , ଷ୍ଟେଜ୍ ୨ ,ଷ୍ଟେଜ୍ ୩ କ’ଣ ଆସନ୍ତୁ ଦେଖିବା ଏହି ଭିଡିଓରେ ।

 

The Union Ministry of Health and Family Welfare has been asserting time and again that so far, India has not yet reached Stage 3 of coronavirus pandemic. What does that mean? Well, a pandemic has four stages of outbreak. While India’s containment plan has so far managed to keep that stage at bay, it is important to understand what the four stages of an outbreak are. Do watch the video to know in details about the various stages of coronavirus.


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Featured Video Play Icon

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଚଣ୍ଡ ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ପାଇଁ ଆଜି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି ଏସି ହେଲମେଟ ବ୍ୟବସ୍ଥା। ସଫଳ ହେଲେ ସବୁ କର୍ମଚାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri