କରୋନା ଜନିତ ମୃତ୍ୟୁ: ସରକାରଙ୍କ ତତ୍ତ୍ୱାବଧାନରେ ହେବ ମୃତଦେହ ସତ୍କାର

ଭୁବନେଶ୍ୱର, ୮।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଅନ୍ତିମ ସଂସ୍କାର ନେଇ ରାଜ୍ୟ ସରକାର ବଡ଼ ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ଥିବା ବ୍ୟକ୍ତିଙ୍କର ଯଦି ମୃତ୍ୟୁ ହୁଏ ତେବେ ତାଙ୍କ ମୃତଦେହ ସତ୍କାର ସରକାର କରିବେ। ଜନସାଧାରଣଙ୍କ ନିରାପତ୍ତା ଦୃଷ୍ଟିରୁ ରାଜ୍ୟ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନ୍ତିମ ସଂସ୍କାର କରାଯିବ। ଏନେଇ କେନ୍ଦ୍ର ସରକାର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ପ୍ରଥମ କରୋନା ମୃତକଙ୍କ ମରଶରୀରକୁ ହସ୍ପିଟାଲ କର୍ତ୍ତୃପକ୍ଷ ସରକାରଙ୍କୁ ହସ୍ତାନ୍ତର କରିବେ। ଏମ୍ସ ଅଧିକାରୀମାନେ ମୃତକଙ୍କ ବିଧିବଦ୍ଧ କାର୍ଯ୍ୟ ସମ୍ପନ୍ନ କରିବା ପରେ ମରଶରୀରକୁ ରାଜ୍ୟ ସରକାରଙ୍କୁ ହସ୍ତାନ୍ତର କରିବା ପରେ ଅନ୍ତିମ ସଂସ୍କାର କରାଯିବ ବୋଲି କରୋନାଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri