କରୋନା ମୁକାବିଲା ସମୀକ୍ଷା କଲେ ବିଧାୟିକା

ବେଗୁନିଆପଡା୨ା୪(ଡି.ଏନ.ଏ.)-କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଗୁରୁବାର କୋଦଳା, କବିସୂର୍ଯ୍ୟନଗର ଓ ପୁରୁଷୋତ୍ତମପୁରରେ ସ୍ଥାନୀୟ ତହସିଲଦାର, ବିଡିଓ, ଥାନାଧିକାରୀ, ମେଡିକାଲ ଅଫିସର, ଏନ୍‌ଏସି ଅଧିକାରୀଙ୍କୁ ନେଇ କରୋନା ମୁକାବିଲା ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ବିଷୟରେ ସମୀକ୍ଷା କରିଥିଲେ। ମାର୍କେଟ ଅଞ୍ଚଳକୁ ସାନିଟାଇଜ୍‌ ପଞ୍ଚାୟତ ଅଞ୍ଚଳରେ ଥିବା କୂପ, ମଣ୍ଡପ, ସର୍ବସାଧାରଣ ବ୍ୟବହୃତ ସ୍ଥାନରେ ବ୍ଲିଚିଂ ବିଶୋଧନ କରିବା ପାଇଁ ବିଧାୟିକା ନିର୍ଦ୍ଦେଶ ଦେଇଥିଲେ। ଲକ୍‌ଡାଉନକୁ କଡାକଡି ପାଳନ କରିବା ସହ ଯେ କୌଣସି ସମୟରେ କରୋନା ମୁକାବିଲା ପାଇଁ ପ୍ରସ୍ତୁତ ରହିବା ସହିତ ବାହାରୁ ଆସୁଥିବା ଲୋକଙ୍କୁ ସଙ୍ଗେ ସଙ୍ଗେ ମେଡିକାଲକୁ ନେଇ ପରୀକ୍ଷା କରିବାକୁ କହିଥିଲେ। ଏଥିସହିତ କେତେକ ସଙ୍ଗରୋଧ କକ୍ଷ ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୀରକ ଜୟନ୍ତୀ ସମାରୋହ ଉଦ୍‌ଘାଟିତ

ପଞ୍ଚଲିଙ୍ଗେଶ୍ୱର, ୨୮।୧୨(ଲେଲିନ୍‌ କୁମାର ଦେ): ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ସନ୍ତରାଗଡିଆ ନୋଡାଲ ହାଇସ୍କୁଲର ହୀରକ ଜୟନ୍ତୀ ଉଦ୍‌ଘାଟିତ ହୋଇଯାଇଛି। ପୁରାତନ ଛାତ୍ର ସଂସଦର...

ସହାୟତା ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ

କୋକସରା,୨୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ମହାଜନଗୁଡ଼ା ଶିଉନି ମଧ୍ୟରେ ଏକ ଗାଡ଼ି ଧକ୍କାରେ କେନ୍ଦୁଡ଼ଙ୍ଗରି ଗ୍ରାମର ଧବଳେଶ୍ବର...

ମେଧାବୀ ଛାତ୍ରୀଙ୍କୁ ସହାୟତା

ବରଗଡ଼,୨୮।୧୨(ପ୍ରେମାନନ୍ଦ ଖମାରୀ): କ୍ରିଷ୍ଣା ବିକାଶ ଶିକ୍ଷାନୁଷ୍ଠାନର ଚେୟାରମ୍ୟାନ ଦାଶରୀ ମୁରଲୀ କ୍ରିଷ୍ଣା ମେଧାବୀ ଛାତ୍ରୀ ସୁମିତ୍ରା କରନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ସହିତ ଶୁଭକାମନା...

ଖାଦ୍ୟ ପୁଡ଼ିଆରେ ଫୁଟିଲା ବୋମା

ଗୋପାଳପୁର,୨୮ା୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକର ଭେଙ୍କଟରାୟପୁର ଓ ନୂଆବକ୍ସିପଲ୍ଲୀ ଗ୍ରାମ ମଧ୍ୟଭାଗରେ ଶୁକ୍ରବାର ରାତିରେ ଏକ ଗାଈ ରାସ୍ତାପାର୍ଶ୍ୱରେ ପଡ଼ିଥିବା ଖାଦ୍ୟ...

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ...

ପାଇଥିଲେ ଘର: ଏବେ ପଟ୍ଟାରେ ଥିବା ପ୍ଲଟ ଗୋଚର

କର୍ଲାମୁଣ୍ଡା:୨୮।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତ ରେଗଡା କଲୋନୀପଡାରେ ରହିବାର ୪୪ ବର୍ଷ ବିତିଯାଇଥିଲେ ମଧ୍ୟ ପଡାବାସୀଙ୍କୁ ସ୍ଥାୟୀ ପଟ୍ଟା...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି

ବରଗଡ଼,୨୮।୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର...

କୋମ୍ବିଂ ବେଳେ ଧରାପଡ଼ିଲେ ୩ ମହିଳା କ୍ୟାଡର ମାଓବାଦୀ

ମାଲକାନଗିରି,୨୮।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଗୁଣ୍ଠାବାଡା ଗ୍ରାମ ନିକଟରୁ ଓଡ଼ିଶା ପୋଲିସ ଏବଂ ଡିବିଏଫ ବାହିନୀ ରବିବାର ୩ଜଣ ମହିଳା କ୍ୟାଡର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri