Posted inVideo

କେତେ ସମୟ ସ୍ମାର୍ଟ ଫୋନ ବ୍ୟବହାର କରୁଛନ୍ତି? | Smartphone addiction

Featured Video Play Icon

ପିଲାଙ୍କ ଠାରୁ ଆରମ୍ଭ କରି, ୟଙ୍ଗଷ୍ଟାର ଏବଂ ସମସ୍ତଙ୍କ ହାତରେ ଏବେ ସ୍ମାର୍ଟ ଫୋନ୍ । ଆଜିର ଯୁଗରେ ଫୋନ୍ ସହ ଆମେ ଏଭଳି ଯୋଡି ହୋଇଯାଉଛେ, ଯାହାକୁ ୧ମିନିଟ ପାଇଁ ବି ନିଜଠୁ ଦୂରେଇ ରହି ପାରୁନେ । ମନ ମିଜାଜରେ ଏଥର ଟପିକ୍ ରହିଛି ‘କେତେ ସମୟ ସ୍ମାର୍ଟଫୋନ ବ୍ୟବହାର କରୁଛନ୍ତି ଚାଲନ୍ତୁ ଜାଣିବା ପବ୍ଲିକଙ୍କ ପ୍ରତିକ୍ରିୟା କଣ ରହୁଛି ।

Smartphones have broken all barriers to gain acceptance among all age groups and classes. Starting from young kids to the elderly, nearly everyone is addicted to smartphones. In this episode of Man Mijaj, we discuss if smartphones are controlling us instead of we controlling our phones. Let’s see what the denizens have to say on this.

 

 


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri