Posted inଜାତୀୟ

କେରଳ ବିଧାନସଭାରେ ରାଜ୍ୟପାଳ ହଟହଟା

ଥିରୁଭାନନ୍ଥପୁରମ୍‌,୩୦ା୧(ପି.ଟି.): କେରଳ ବିଧାନସଭାରେ ବୁଧବାର ଅଭୂତପୂର୍ବ ଘଟଣା ଦେଖିବାକୁ ମିଳିଥିଲା। ବିରୋଧୀ ଦଳ କଂଗ୍ରେସ ନେତୃତ୍ୱରେ ୟୁଡିଏଫ୍‌ ବିଧାୟକମାନେ ରାଜ୍ୟପାଳ ଅରିଫ୍‌ ମହମ୍ମଦ ଖାନଙ୍କୁ ବିଧାନସଭା ଭିତରେ ଅଟକାଇଥିଲେ। ସେମାନେ ‘ରାଜ୍ୟପାଳ ଫେରିଯାଅ’ ସ୍ଲୋଗାନ ଦେବା ସହ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ପ୍ଲାକାର୍ଡ ପ୍ରଦର୍ଶନ କରିଥିଲେ। ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍‌ ଏବଂ ବାଚସ୍ପତି ପି. ଶ୍ରୀରାମକ୍ରିଷ୍ଣନ୍‌ ରାଜ୍ୟପାଳଙ୍କୁ ଅଭିଭାଷଣ ଦେବା ଲାଗି ପାଛୋଟି ନେବାବେଳେ ଏଭଳି ଅପ୍ରୀତିକର ଘଟଣା ଘଟିଥିଲା। ମାର୍ଶାଲମାନେ ବିରୋଧୀ ସଦସ୍ୟଙ୍କୁ ହଟାଇଥିଲେ। ରାଜ୍ୟପାଳ ଅଭିଭାଷଣ ଆରମ୍ଭ କରିବା ମାତ୍ରେ ସେମାନେ କକ୍ଷତ୍ୟାଗ କରି ବିଧାନସଭା ଫାଟକ ସମ୍ମୁଖରେ ଧାରଣାରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିନାରାଇ ବିଜୟନ ସବୁଠାରୁ ବଡ ଡନ୍‌, କାହିଁକି ଏତେବଡ଼ ଅଭିଯୋଗ ଆଣିଲେ ଶୋଭା ସୁରେନ୍ଦ୍ରନ

ଥିରୁଭାନନ୍ତପୁରମ,୨।୧୧: ଶନିବାର କେରଳର ଭାଜପା ନେତା ଶୋଭା ସୁରେନ୍ଦ୍ରନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ ରାଜ୍ୟର ସବୁଠାରୁ ବଡ ଡନ୍‌ ବୋଲି ବର୍ଣ୍ଣନା କରିଛନ୍ତି। ଶୋଭା ସୁରେନ୍ଦ୍ରନ...

ଏହି କୋର୍ସ କଲେ ଗୁଗୁଲରେ ମିଳିବ ଚାକିରି, ଲକ୍ଷାଧିକ ଟଙ୍କା ପ୍ୟାକେଜ

ନୂଆଦିଲ୍ଲୀ,୨।୧୧: ଗୁଗୁଲରେ କାମ କରିବାକୁ ହେଉଛି ଲକ୍ଷ ଲକ୍ଷ ଯୁବକଙ୍କର ସ୍ବପ୍ନ ଥାଏ। ଏହା କେବଳ ଏକ ପ୍ରତିଷ୍ଠିତ କମ୍ପାନୀ ନୁହେଁ ବରଂ ଭଲ ବେତନ,...

ନୂଆ ସ୍ଲୋଗାନ ସହ ଭାଜପା-ସମାଜବାଦୀ ପାର୍ଟିକୁ ଜବାବ ଦେଲେ ମାୟାବତୀ 

ଲକ୍ଷ୍ନୌ,୨।୧୧: ଉତ୍ତରପ୍ରଦେଶରେ ଭାଜପାର ‘ବଟେଙ୍ଗେ ତୋ କଟେଙ୍ଗେ’ ଏବଂ ସମାଜବାଦୀ ପାର୍ଟି ‘ଜୁଡେଙ୍ଗେ ତୋ ଜିତେଙ୍ଗେ’ ସ୍ଲୋଗାନ ଦେବାକୁ ନେଇ ବିଏସ୍‌ପି ମୁଖ୍ୟ ମାୟାବତୀ ନିଜର...

ଭାଜପା ଉପରେ ବଡ଼ ଅଗିଯୋଗ ଆଣିଲା କଂଗ୍ରେସ, କହିଲା ଜନତାଙ୍କୁ ବୋକା ବନଉଛି

ରାଞ୍ଚି,୨।୧୧: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ଭୋଟ ଦେବାର ତାରିଖ ଯେତେ ପାଖେଇ ଆସୁଛି, ରାଜନୈତିକ ଦଳ ମଧ୍ୟରେ କଥା କଟାକଟି ବଢିବାରେ ଲାଗିଛି। ଏବେ...

ମାଞ୍ଝୀ ହେଉଛନ୍ତି ‘ପଲ୍‌ଟୁ’, କେବେ ଫେରିଯାଇ ଲଣ୍ଠନ ଧରିନେବେ ନିଜେ ଜାଣିପାରିବେ ନାହିଁ : ପିକେ

ନୂଆଦିଲ୍ଲୀ,୨।୧୧: ବିହାରର ୪ ବିଧାନସଭା ନିର୍ବାଚନମଣ୍ଡଳୀରେ ଅନୁଷ୍ଠିତ ଉପ ନିର୍ବାଚନ ପ୍ରଚାରରେ ଜୋରଦାର ଆରୋପ ପ୍ରତ୍ୟାରୋପ ଚାଲିଛି। ଏହି ସମୟରେର ଜନସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା...

ଭାରତୀୟ ସେନାକୁ ବଡ଼ ସଫଳତା: ଲଶ୍କରର ଟପ୍‌ କମାଣ୍ଡର ଉସ୍‌ମାନ୍‌ର ହେଲା The End 

ଶ୍ରୀନଗର,୨।୧୧: ଜମ୍ମୁ କଶ୍ମୀରର ଶ୍ରୀନଗର ଖାନିଆର ଅଞ୍ଚଳରେ ଶନିବାର ସକାଳେ ହୋଇଥିବା ଏନକାଉଣ୍ଟରରେ ୪ ଯବାନ ଆହତ ହୋଇଥିବା ବେଳେ ଲଶ୍କର-ଏ-ତୋଇବା(ଏଲ୍‌ଇଟି)ର ଜଣେ ପାକିସ୍ତାନୀ ଆତଙ୍କବାଦୀ...

ପୁଣି ଏକ ଟ୍ରେନ ଦୁର୍ଘଟଣା! କେରଳ ଏକ୍ସପ୍ରେସରେ ପିଟି ହୋଇ ୪ ସଫେଇ କର୍ମଚାରୀଙ୍କ ମୃତ୍ୟୁ

ଥିରୁଭାନନ୍ତପୁରମ, ୨।୧୧: ଦକ୍ଷିଣ ଭାରତ କେରଳର ପଲକ୍କଡ ନିକଟରେ କେରଳ ଏକ୍ସପ୍ରେସ ଟ୍ରେନରେ ଧକ୍କା ହେବା ପରେ ଚାରିଜଣ ପରିମଳ ବା ସଫେଇ କର୍ମଚାରୀଙ୍କ ମୃତ୍ୟୁ...

ସରକାରଙ୍କ ଡିଜିଟାଲ ଜୀବନ ପ୍ରମାଣପତ୍ର କ୍ୟାମ୍ପେନ ଆରମ୍ଭ, ଉପକୃତ ହେବେ ୧.୮୧ ପେନସନଧାରୀ

ନୂଆଦିଲ୍ଲୀ,୨।୧୧: ପର୍ସନାଲ, ଜନ ଅଭିଯୋଗ ଏବଂ ପେନସନ ମନ୍ତ୍ରଣାଳୟ ଦେଇଥିବା ସୂଚନା ଅନୁଯାୟୀ ସରକାର ଆରମ୍ଭ କରିଥିବା ସର୍ବ ବୃହତ ଅଭିଯାନ ଅଧୀନରେ ୧.୮ ଲକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri