କୋରାପୁଟ ଓଡ୍ରାଫ ଟିମ୍‌କୁ ପଶ୍ଚିମବଙ୍ଗର ପ୍ରଶଂସା

ଜୟପୁର ୩୦ା୫ (ନି.ପ୍ର.)-ଅମ୍ଫନ୍‌ ବାତ୍ୟାରେ ପଶ୍ଚିମବଙ୍ଗରେ ବହୁ କ୍ଷୟକ୍ଷତି ହୋଇଛି ା ଏହି ପରିସ୍ଥିତିରେ ଓଡ଼ିଶା ସରକାର ପଶ୍ଚିମବଙ୍ଗକୁ ସହଯୋଗର ହାତ ବଢ଼ାଇ କୋରାପୁଟ ଓଡ୍ରାଫ ଟିମ୍‌ ପଠାଇଥିଲେ ା ଏହି ଟିମ୍‌ ପଶ୍ଚିମବଙ୍ଗରେ ପହଞ୍ଚତ୍ ପଶ୍ଚିମବଙ୍ଗର ବଡୋଦରାରେ ଅମ୍ଫନ ଯୋଗୁ ୪ଶହ ବର୍ଷ ପୁରୁଣା ବରଗଛ ଉପୁଡି ପଡ଼ି ରାସ୍ତା ଅବରୋଧ ହୋଇଥିଲା ା ଏନେଇ ସେଠାକାର ଜନସାଧାରଣ ଏବଂ ପ୍ରଶାସନ ଏହାକୁ ହଟାଇ ନ ପାରି ହଇରାଣ ହେଉଥିଲେ। କୋରାପୁଟର ଓଡ୍ରାଫ ଟିମ୍‌ ପହଞ୍ଚତ୍ ଏହି ଗଛକୁ ଧର୍ଯ୍ୟ ଓ ସାହସିକତାର ସହ ହଟାଇ ଉକ୍ତ ରାସ୍ତାରେ ଯାତାୟାତ ସ୍ବାଭାବିକ କରିଥିଲେ। ଟିମ୍‌ର ଏପରି ସାହସିକତା ପାଇଁ ପଶ୍ଚିମବଙ୍ଗ ସରକାର ଧନ୍ୟବାଦ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ

ଲକ୍ଷ୍ମୀପୁର,୯।୪(ଅନନ୍ତ ନାୟକ): କୋରାପୁଟ ଜିଲା ନାଲକୋ ଦାମନଯୋଡି କାରଖାନା ପରିସୀମା ମଧ୍ୟରେ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ମାଲବାହୀ ଟ୍ରେନ୍‌ର ଇଞ୍ଜିନ ରେଳ ଧାରଣାରୁ...

କୋଟିଆ ସରକାରୀ ଜମିରେ ପ୍ରକଳ୍ପ କରି ଲାଭ ଉଠାଉଛି ଆନ୍ଧ୍ର

ପଟ୍ଟାଙ୍ଗି,୭ା୪(ଶରତ କୁମାର ଧଳ): ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଗ୍ରାମଗୁଡ଼ିକରେ ରହିଥିବା ସରକାରୀ ଜମିର ସୁରକ୍ଷା ରାଜସ୍ବ ବିଭାଗର ଦାୟିତ୍ୱ। କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ ସରକାରୀ...

କ୍ଷତିପୂରଣ ପାଇଁ ଛିଡୁନି ଅଙ୍କ,ବ୍ୟବଚ୍ଛେଦ ନ ହୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ପଡ଼ି ରହିଛି ମୃତଦେହ

ପଟ୍ଟାଙ୍ଗି,୫।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଚନ୍ଦକା ପଞ୍ଚାୟତରେ ଚାଲିଥିବା ଭାରତମାଳା ରାସ୍ତା ନିର୍ମାଣ କାର୍ଯ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା...

ଫଳକରେ ଓଡ଼ିଆ ବନାନ ତ୍ରୁଟି

ସୁନାବେଡ଼ା/ସେମିଳିଗୁଡା,୫ା୪ (କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। କିନ୍ତୁ ଏହାର ସୁଫଳ ମିଳୁ ନ ଥିବା...

ବ୍ଲକ ଅଧ୍ୟକ୍ଷ-ଉପାଧ୍ୟକ୍ଷଙ୍କ ବିବାଦ ତୁଟୁନି, ଉପଜିଲାପାଳଙ୍କୁ ଅଭିଯୋଗପତ୍ର ପ୍ରଦାନ

କୋରାପୁଟ,୪ା୪(ଅମିତାଭ ବେହେରା): କୋରାପୁଟ ଜିଲାର ନାରାୟଣପାଟଣା ବ୍ଲକ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷାଙ୍କ ମଧ୍ୟରେ ବିବାଦ ଘନୀଭୂତ ହେବାରେ ଲାଗିଛି। ନାରାୟଣପାଟଣା ବ୍ଲକ ଅଧ୍ୟକ୍ଷ ଜି.ତ୍ରିନାଥଙ୍କ ବିରୋଧରେ...

୩୪ ଛାତ୍ରୀଛାତ୍ରଙ୍କୁ ପଢ଼ାଉଛନ୍ତି ଜଣେ ଶିକ୍ଷକ

ପଟ୍ଟାଙ୍ଗି,୪ା୪(ଶରତ କୁମାର ଧଳ): ଶିକ୍ଷା ବ୍ୟବସ୍ଥାକୁ ନେଇ ଦେଖା ଦେଉଥିବା ଅବ୍ୟବସ୍ଥା ସମ୍ପର୍କରେ ବିଭିନ୍ନ ସମୟରେ ଗଣମାଧ୍ୟମରେ ଖବର ପ୍ରକାଶ ପାଉଛି। କିନ୍ତୁ ଜିଲା ଶିକ୍ଷା...

ଏବେ ବି ରାଜସ୍ବ ମାନଚିତ୍ରରେ ନାହିଁ ମାଛକୁଣ୍ଡ ନଦୀ

ନନ୍ଦପୁର,୪ା୪(ତୁଷାରକାନ୍ତ ମହାନ୍ତି): ୨୦୨୪ ଏପ୍ରିଲ ୪ରେ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାନ୍ଥଲୁଙ୍ଗ ପଞ୍ଚାୟତ ଦେଇ ପ୍ରବାହିତ ମାଛକୁଣ୍ଡ ନଦୀର ଶୋଭାପୁଟ ଓ ସୁଡୁବ ଘାଟ...

ଦଣ୍ଡନାଚ ବେଳେ ଷଣ୍ଢ ଆକ୍ରମଣ

ଦାମନଯୋଡି,୩ା୪(ମାନସ ରଞ୍ଜନ କର): ଦାମନଯୋଡି ଉପକଣ୍ଠସ୍ଥ ମାଥାଲପୁଟ ଅଞ୍ଚଳରେ ଦଣ୍ଡନାଚ ଚାଲିଥିବା ବେଳେ ଏକ ବୁଲା ଷଣ୍ଢ ଆକ୍ରମଣରେ ଜଣେ ଯାତ୍ରା କଳାକାର ଆହତ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image