କୋରାପୁଟ ମେଡିକାଲ କଲେଜରେ କାର୍ଯ୍ୟକ୍ଷମ ହେଲା ଅଲଟ୍ରାସାଉଣ୍ଡ୍‌ ମେଶିନ

କୋରାପୁଟ,୧।୮(ସ୍ବ.ପ୍ର.) : କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଦୀର୍ଘଦିନ ପରେ ଅଲଟ୍ରାସାଉଣ୍ଡ ମେଶିନ କାର୍ଯ୍ୟକ୍ଷମ ହୋଇଛି। ସୂଚନାଯୋଗ୍ୟ, ଦୀର୍ଘଦିନ ଧରି ସଦର ମହକୁମା ଡାକ୍ତରଖାନା କୋରାପୁଟରେ ଚାଲୁଥିବାବେଳେ ଏହି ଅଲଟ୍ରାସାଉଣ୍ଡ ମେଶିନ ଅଚଳ ହେବା ପରେ ଏଠାକୁ ଆସୁଥିବା ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହାପରେ ଏକ ନୂତନ ମେଶିନ କୋରାପୁଟକୁ ଆସିଥିଲା। ଅନେକ ଦିନ ରହିବା ପରେ ଏହି ମେଶିନ ବୁଧବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ୪ ଜଣଙ୍କ ଅଲଟ୍ରାସାଉଣ୍ଡ କରାଯାଇଛ। ଡାକ୍ତର ମୁକ୍ତିକାନ୍ତ ଖଟୁଆଙ୍କ ତତ୍ତ୍ୱାବଧାନରେ ଏହି ମେଶିନ ପରିଚାଳନା କରାଯାଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ପହଲଗାମ ଆତଙ୍କ: ମୋଦିଙ୍କୁ ଆତଙ୍କବାଦୀଙ୍କ ଧମକ, ଭାରତ ପାଇଁ ଏହାର ଅର୍ଥ କ’ଣ?

ନୂଆଦିଲ୍ଲୀ,୨୨।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ମଙ୍ଗଳବାର ଘଟିଥିବା ଆତଙ୍କବାଦୀ ଆକ୍ରମଣରେ ଅତିକମରେ ୨୬ ଜଣ ପର୍ଯ୍ୟଟକ ନିହତ ହୋଇଥିବା ବେଳେ ଅନେକେ ଆହତ ହୋଇଛନ୍ତି।...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

କେମେଷ୍ଟ୍ରି ପେପର ଖରାପ ହୋଇଛି ୪ ହଜାର ଟଙ୍କା ଦେଲେ ପାସ ମାର୍କ ମିଳିବ: ଆସୁଛି ଫୋନ କଲ,

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟ ବିଜ୍ଞାନ ଛାତ୍ରୀଛାତ୍ରମାନଙ୍କ ଅଭିଭାବକମାନଙ୍କୁ ଗତ ଦୁଇଦିନ ହେଲା ଏକ ଫୋନ କଲ ଆସୁଛି। ତୁମ ପିଲାର କେମେଷ୍ଟ୍ରି ପେପର ଖରାପ...

ମାଙ୍କଡ଼ କାମୁଡ଼ାରେ ୪ ଆହତ

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ)-ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ପାଗଳ ମାଙ୍କଡ଼ ଆତଙ୍କ ଖେଳାଇଛି। ସେହି ମାଙ୍କଡ଼ କାମୁଡାରେ ସୋମବାର ଓ ମଙ୍ଗଳବାର ଦୁଇ ଦିନରେ ଗ୍ରାମର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image