ଖବରଦାତାଙ୍କ ଘର ଉପରକୁ ବୋମାମାଡ଼

କୋଣାର୍କ,୨୪ା୪(ଡି.ଏନ୍‌.ଏ.): ପୁରୀ ଜିଲା କୋଣାର୍କ ଥାନା ଅନ୍ତର୍ଗତ କରମଙ୍ଗା ବାଲିସାହିରେ ରହୁଥିବା ଖବରଦାତା ସଞ୍ଜୟ ପତିଙ୍କ ଘର ଉପରକୁ ଦୁର୍ବୃତ୍ତମାନେ ଗୁରୁବାର ବିଳମ୍ବିତ ରାତିରେ ବୋମାମାଡ଼ କରିଥିବା ଦେଖିବାକୁ ମିଳିଛି।
ସୂଚନାଯୋଗ୍ୟ, ଗତରାତିରେ ଦୁର୍ବୃତ୍ତମାନେ ଏକ ମୋଟରସାଇକେଲରେ ଆସି ଲଗାତାର ୩ଟି ବୋମାମାଡ଼ କରି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଶବ୍ଦ ଶୁଣି ଆଖପାଖ ଲୋକମାନେ ପହଞ୍ଚିଥିଲେ ମଧ୍ୟ ଦୁର୍ବୃତ୍ତଙ୍କର କୌଣସି ସନ୍ଧାନ ପାଇ ନ ଥିଲେ। ଏ ନେଇ ଖବରଦାତା ଜଣକ ଥାନାକୁ ଖବର ଦେବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ହେବ ଘରକୁ ଫେର ନ ଥିଲେ, ଆଜି ବୈତରଣୀରୁ ମିଳିଲା ମୃତଦେହ

ଆନନ୍ଦପୁର,୧୮ା୧(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଘସିପୁରା ଥାନା ଅମାରଙ୍ଗ ବୈତରଣୀ ନଦୀ ଘାଟରୁ ଶନିବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ସୂଚନାରୁ ଜଣାପଡ଼ିଛି,...

ଧନୁଯାତ୍ରା ଦେଖିବାକୁ ଆସି ଯୁବତୀଙ୍କୁ ବଳାତ୍କାର ମାମଲା: ପୀଡିତାଙ୍କୁ ନ୍ୟାୟ ନ ମିଳିଲେ ଆନ୍ଦୋଳନକୁ ଓହ୍ଲାଇବାକୁ ବିଜେଡିର ଚେତାବନୀ

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା...

ହୋ ସମ୍ପ୍ରଦାୟର ମକରରେ ନିଆରା ହେସାରାଘା ପର୍ବ: ନୃତ୍ୟ ଗୀତର ତାଳେତାଳେ ନାଚିଲେ…

ପାଟଣା,୧୮।୧(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗ୍ରାମରେ ଶୁକ୍ରବାର ସାରେରେ ହୋ ସମ୍ପ୍ରଦାୟର ହେଶା ରେଗା ମାର୍ଶାଲ ଯୁବକ ସଂଘ ପକ୍ଷରୁ ମକର...

ପାଟଣା ରେଞ୍ଜରେ ପକ୍ଷୀଗଣନା ଆରମ୍ଭ : ଗତବର୍ଷ ତୁଳନାରେ…

ପାଟଣା,୧୮।୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ଶନିବାର ଠାରୁ ପକ୍ଷୀଗଣନା ଆରମ୍ଭ ହୋଇଛି। ରେଞ୍ଜର ଖିରେଇଟାଙ୍ଗିରି ସେକ୍ସନର ବଡ଼ବନ୍ଧ ଏବଂ ରାଜନଗର ନିକଟ ବୈତରଣୀ...

ଜି.ଉଦୟଗିରି ପୂର୍ତ୍ତ ବିଭାଗ ବଙ୍ଗଳାରେ ଅଚାନକ ପହଞ୍ଚିଗଲେ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ପରେ…

ଜି.ଉଦୟଗିରି,୧୮ା୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ପୂର୍ତ୍ତ ବିଭାଗ ବଙ୍ଗଳାରେ ଅଚାନକ ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ...

ଦୀଘା ମୁହାଣରେ ବୁଡ଼ିଲା ମାଛଧରା ଟ୍ରଲର: ଅଳ୍ପକେ ବର୍ତ୍ତିଲେ ୯ ମତ୍ସ୍ୟଜୀବୀ

ଭୋଗରାଇ, ୧୮।୧ ( ପ୍ରଦୀପ ଦାସ ): ଓଡିଶା ପଶ୍ଚିମବଙ୍ଗ ସୀମାନ୍ତ ଦୀଘା ମୁହାଣ ନିକଟରେ ଏକ ମାଛଧରା ଟ୍ରଲର ବଡିଯାଇଛି। ମାଛ ମାରି କୂଳକୁ...

ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ପୀଡିତାଙ୍କୁ ଭେଟିଲେ କଂସ ଅଭିନେତା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ):ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ...

ମାଲକାନଗିରିରୁ ରୋଗୀ ନେଇଯାଉଥିବା ବସ୍‌ ବିଶାଖାପାଟଣାରେ ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ୨ ଜୀବନ

ମାଲକାନଗିରି,୧୮।୧(ଦୁର୍ଯ୍ୟୋଧନ ପାତ୍ର): ବିଶାଖାପାଟନମସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲରେ ଚିକିତ୍ସା ପାଇଁ ରୋଗୀଙ୍କୁ ହସ୍ପିଟାଲ ତରଫରୁ ନେଇ ଯାଉଥିବା ବସ୍‌ର ସଡ଼କ ଦୁର୍ଘଟଣା ହୋଇଛି। ଦୁର୍ଘଟଣା ବିଶାଖାପାଟନମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image