ଖାଇବାକୁ ମାଗିବାରୁ ଗରମ ପେଯ ଫୋପାଡ଼ିଲେ ସ୍ତ୍ରୀ

ଯାଜପୁର ଟାଉନ,୧୦ା୬ (ଡିଏନଏ): ସ୍ବାମୀଙ୍କ ଉପରକୁ ସ୍ତ୍ରୀ ଗରମ ପେଯ ଫୋପାଡ଼ିବାରୁ ସ୍ବାମୀ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ଯାଜପୁର ଥାନା ଖଣ୍ଡରା ପଞ୍ଚାୟତ ଇନ୍ଦାସ ଗ୍ରାମରେ। ଖାଇବାକୁ ମାଗିବା ନେଇ ବଚସା ହେବା ପରେ ସ୍ତ୍ରୀ ଉତ୍‌କ୍ଷିପ୍ତ ହୋଇ ଏଭଳି କାଣ୍ଡ ଘଟାଇଥିବା ଜଣାପଡ଼ିଛି। ଏ ନେଇ ଯାଜପୁର ଥାନାରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, ଇନ୍ଦାସ ଗ୍ରାମର ପ୍ରଶାନ୍ତ ରାଉତ (୩୫) ମୀନାକ୍ଷୀଙ୍କୁ ଖାଇବାକୁ ମାଗିଥିଲେ। ମୀନାକ୍ଷୀ ଭାତ ରନ୍ଧା ସରିଛି, କିନ୍ତୁ ତରକାରି ସରି ନାହଁି ବୋଲି କହିବାରୁ ପ୍ରଶାନ୍ତ ତାଙ୍କ ଉପରେ ବିରକ୍ତି ପ୍ରକାଶ କରିଥିଲେ। ଏହାପରେ ଉଭୟ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇ ଉଗ୍ରରୂପ ଧାରଣ କରିଥିଲା। ମୀନାକ୍ଷୀ ଉତ୍‌କ୍ଷିପ୍ତ ହୋଇ ପ୍ରଶାନ୍ତଙ୍କ ଉପରେ ଗରମ ପେଯ ଫୋପାଡ଼ି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ନେତା ଭାଜପା ମୁହାଁ:ଭାଜପାରେ ମିଶିଲେ ୯ ସରପଞ୍ଚ, ୪ ସମିତିସଭ୍ୟ

ଯାଜପୁର/କୋରେଇ (ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୪/୧୨:ଗତ ଲୋକ ସଭା ନିର୍ବାଚନରେ ଯାଜପୁର ଆସନର ଫଳାଫଳକୁ ଦେଖିଲେ ଭାଜପା ଓ ବିଜେଡି ମଧ୍ୟରେ ହାରଜିତ୍‌ ବ୍ୟବଧାନ ମାତ୍ର ୦.୧୪%...

ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର: ଜେଲ ଗଲେ ଅଭିଯୁକ୍ତ  

ଦିଗପହଣ୍ଡି,୨୦।୧୨(ଅଶେଷ ନାଥ ମିଶ୍ର): ବିବାହର ପ୍ରତିଶ୍ରୁତି ଦେଇ ଜଣେ ଅନୁସୂଚିତ ଜାତିର ଜଣେ ଯୁବତୀଙ୍କୁ ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନିକଟ ଏ.ରଘୁନାଥପୁର ଗ୍ରାମର...

ଏନ୍‌ଆଇଏନ୍‌ଏଲ୍‌ର ଜନଶୁଣାଣିକୁ ସମର୍ଥନ

ଯାଜପୁର,୧୯ା୧୨(ହର୍ଷବର୍ଦ୍ଧନ ବେହେରା) :କଳିଙ୍ଗନଗର ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍‌ଆଇଏନ୍‌ଏଲ୍‌)ର ଆସନ୍ତା ୨୦ ତାରିଖ ଶୁକ୍ରବାର ହେବାକୁ ଥିବା ଜନଶୁଣାଣୀକୁ ବିସ୍ଥାପିତ ପରିବାର ଉନ୍ନୟନ ପରିଷଦ...

ଜୟ ମହାକାଳ ଫାଉଣ୍ଡେସନର ନିଆରା କାର୍ଯ୍ୟକ୍ରମ

ଯାଜପୁର,୧୬/୧୨ ନିଜର ସେବା କାର୍ଯ୍ୟକୁ ନେଇ ଓଡ଼ିଶାରେ ପରିଚିତ ସ୍ବେଚ୍ଛାସେବୀ ଅନୁଷ୍ଠାନ ଜୟ ମହାକାଳ ଫାଉଣ୍ଡେସନର ନିଆରା କାର୍ଯ୍ୟକ୍ରମ। ସଦସ୍ୟଙ୍କ ବଡ଼ ଭଉଣୀଙ୍କ ଏକାଦଶାହ କ୍ରିୟା...

ପୂର୍ବତନ ବିଧାୟକ ବବି ଦାସଙ୍କ ଭାଇ ଲଲଙ୍କୁ ମିଳିଲା ଜାମିନ: ବାହାରିଲେ ଜେଲରୁ…

ଯାଜପୁର,୧୩।୧୨: ପୂର୍ବତନ ବିଧାୟକ ବବି ଦାସଙ୍କ ଭାଇ ଲଲଙ୍କୁ ଜାମିନ ମିଳିଛି। ଜାତିଆଣ ଆକ୍ଷେପ ମାମଲାରେ ଲଲଙ୍କୁ ଜାମିନ ମିଳିଥିବା ଜଣାପଡ଼ିଛି। ଲଲଙ୍କୁ ଜାମିନ ଦେଲେ...

ପୁଣି ଦୈନିକ ୪୯.୫ କେଏଲ୍‌ ଭୂତଳ ଜଳ ଟାଣିବ ରାମ୍‌କୋ

ଯାଜପୁର,୧୧।୧୨(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଧର୍ମଶାଳା ବ୍ଲକ  ହରିଦାଶପୁରଠାରେ ପ୍ରତିଷ୍ଠିତ ରାମ୍‌କୋ ସିମେଣ୍ଟ କମ୍ପାନୀ ଅନୁମତିପ୍ରାପ୍ତ ଦୈନିକ ୧୦୦ କିଲୋଲିଟରଠାରୁ ଢେର ଗୁଣ ଅଧିକ ଭୂତଳ ଜଳ...

ଧସିଲା ଖଣି: ମାଟିତଳେ ପୋତିହେଲା ଲକ୍ଷଲକ୍ଷ ଟଙ୍କାର ଗାଡ଼ି

କାଳିଆପାଣି, ୮।୧୨(ଅସିତ ମହାନ୍ତ): କ୍ରୋମନଗର କାଳିଆପାଣି ଖଣି ଅଞ୍ଚଳରେ କାର୍ଯ୍ୟରତ ବାଲେଶ୍ୱର ଖଣିରେ ରବିବାର ସକାଳ ଶସମୟରେ ଖଣି ଧସଛି।  ଏଥିରେ  ୨ ଟି ମାଟି...

ଲଘୁ ଖଣିଜ ଲୁଟକୁ ନିୟନ୍ତ୍ରଣ କରିବ ସ୍ବତନ୍ତ୍ର ସ୍କ୍ବାଡ୍‌

ବରୀ,୭ା୧୨(ମହେନ୍ଦ୍ର ସ୍ବାଇଁ): ବରୀ ଶିକ୍ଷା ମଣ୍ଡଳ ଅଧୀନ ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ପୋଷାକ ବଣ୍ଟନରେ ବିଳମ୍ବ ହେଉଛି। ଫଳରେ ଏହାକୁ ନେଇ ଅଭିଭାବକ ମହଲରେ ତୀବ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri