ଖୁସି ବ୍ୟକ୍ତ କଲେ ଯୁବ ଭୋଟର

ଅନୁଗୋଳ ଅଫିସ, ୨୪।୪-ପ୍ରଥମ ଥର ପାଇଁ ଭୋଟ୍‌ ଦେବେ। ସେଥିପାଇଁ ଯୁବ ଭୋଟରମାନଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଥିଲା। କାଳେ କିଛି ଭୁଲ ହୋଇଯିବ ତାହାକୁ ନେଇ ମନରେ ଭୟ ବି ଟିକେ ଥିଲା। ହେଲେ ନିର୍ଭୁଲ ଭାବେ ଭୋଟ୍‌ ଦେବା ପରେ ଖୁସି ବ୍ୟକ୍ତ କରିଥିଲେ ଅନୁଗୋଳର କେତେଜଣ ଯୁବ ଭୋଟର। ପ୍ରଥମ ଥର ଏହି ଗଣପର୍ବରେ ସାମିଲ ହେବାର ସୌଭାଗ୍ୟ ପାଇଥିବାରୁ ଯୁବପିଢ଼ି ନିଜକୁ ଧନ୍ୟ ମନେ କରିଥିଲେ। ଏ ସମ୍ପର୍କରେ ଜଣେ ଯୁବ ଭୋଟର ଅପର୍ଣ୍ଣା ରଥ କହିଛନ୍ତି, ଇଭିଏମ୍‌ରେ କେମିତି ଭୋଟ ଦିଆଯାଏ ତାହା ଘର ଲୋକଙ୍କ ଠାରୁ ପଚାରି ବୁଝିଥିଲି। ତେଣୁ ଇଭିଏମ୍‌ ଓ ଭିଭିପିଏଟିର ବ୍ୟବହାର କରିବାରେ କିଛି ଅସୁବିଧା ହେଲାନାହିଁ। ଯିଏ ଯୁବ ପିଢ଼ିଙ୍କ ପାଇଁ କାର୍ଯ୍ୟ କରିବେ ସେପରି ଉପଯୁକ୍ତ ପ୍ରାର୍ଥୀ ଦେଖି ନିଜର ପ୍ରଥମ ମତ ସାବ୍ୟସ୍ତ କରିଛି। ସେହିପରି ସୌମ୍ୟାଜ୍ୟୋତି ପ୍ରଧାନ କହିଛନ୍ତି, ଭୋଟ କିପରି ଦିଆଯାଏ ତାହା ପୂର୍ବରୁ ପରିବାର ଲୋକଙ୍କଠାରୁ ଶୁଣିଥିଲି। ହେଲେ ପ୍ରଥମ ଥର ପାଇଁ ଭୋଟ ଦେଇଥିବାରୁ ଭାରି ଖୁସି ଲାଗୁଛି। ଯୁବ ଭୋଟରମାନେ ଅଧିକ ସଂଖ୍ୟାରେ ମତଦାନ କରି ଦେଶ ଗଠନରେ ସହାୟକ ହେବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୮ ଅଗଷ୍ଟ, ୨୦୨୪)

ଭୁବନେଶ୍ୱର ଉପକୂଳ ଅଞ୍ଚଳରେ ବର୍ଷା ହେବାପରେ ଚାଷୀମାନେ ଧାନ ଚାରା ରୋପଣ କରୁଛନ୍ତି

୩ ଦିନ ପରେ କୂଅରୁ ଉଦ୍ଧାର ହେଲା ଗାଈ, ଏହି ଦାବି କଲେ ସ୍ଥାନୀୟ ବାସିନ୍ଦା

ଦାରିଙ୍ଗବାଡି, ୮/୬ (ଅରୁଣ ସାହୁ ): କଥାରେ ଅଛି “ରଖେ ହରି ତ ମାରେ କିଏ”। ଏଭଳି ଉକ୍ତିକୁ ନେଇ ଅନେକ ସମୟରେ ଉଦାହରଣ ଦେଖିବାକୁ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ପରୀକ୍ଷା ହଲ୍‌ରେ କପି ଦେଲେ ମହିଳା ହୋମଗାର୍ଡ, ସହଯୋଗ କରି ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

କଟକ,୨୬ା୨ (କାର୍ତ୍ତିକ ସାହୁ): ମାଟ୍ରିକ ପରୀକ୍ଷା ହଲ୍‌ରେ ଦାୟିତ୍ୱ ଠିକ ଭାବେ ତୁଲାଇ ନ ଥିବାରୁ ନରସିଂହପୁର ବ୍ଲକ ଅନ୍ତର୍ଗତ ପତଣ୍ଡାସ୍ଥିତ ଶଙ୍କର୍ଷଣ ବିଦ୍ୟାପୀଠର ଶିକ୍ଷୟିତ୍ରୀ...

ମାଟି ତଳେ ପୋତା ଛୁଆକୁ ଜଗିଛି ମା’ ହାତୀ

ଯୋଡ଼ା(ମାନସ ମହାନ୍ତି)/କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ),୬ା୨:ଜଙ୍ଗଲରୁ ଜନପଦ, ସ୍ନେହରେ ବନ୍ଧା ଏ ଜଗତ। ମଣିଷ ହେଉ ବା ବନ୍ୟପ୍ରାଣୀ ନିଜ ସନ୍ତାନ ପ୍ରତି ସ୍ନେହ ସମସ୍ତଙ୍କର ରହିଛି।...

ମାଲିକାନା ପରିବର୍ତ୍ତନକୁ ନେଇ ବ୍ୟବସାୟୀଙ୍କ ଗଳା କାଟିଦେଲେ ଅଭିଯୁକ୍ତ

ଉଦଳା,୨୫ା୧୧(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ସମୀବୃକ୍ଷ ପର୍ଯ୍ୟଟନସ୍ଥଳୀ ନିକଟରେ ବ୍ୟବସାୟୀ ଚିତ୍ତରଞ୍ଜନ ବେହେରାଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ।...

ବାଣ ଫୁଟାଇ ପାପୁଲି ହରାଇଲେ ୨: ୯ ଆହତ

ଭଦ୍ରକ/ତିହିଡ଼ି,୧୩ା୧୧(ସନାତନ ରାଉତ/ସଞ୍ଜିତ ବଳ)-ଦୀପାବଳିରେ ବାଣ ଫୁଟାଇବା ବେଳେ ଭଦ୍ରକ ଜିଲାର ବିଭିନ୍ନ ସ୍ଥାନରେ ବିସ୍ଫୋରଣରେ ୨ଜଣ ପାପୁଲି ହରାଇଥିବା ବେଳେ ୯ଜଣ ଆହତ ହୋଇଛନ୍ତି। ସେହିପରି...

୨୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ବିଗିଡ଼ିପାରେ ପୂଜା ମାହୋଲ!

ଭୁବନେଶ୍ୱର, ୧୭।୧୦: ଚଳିତ ସପ୍ତାହ ଶେଷ ଆଡକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri