ଗଞ୍ଜାମ ଆକ୍ରାନ୍ତ ସୁରଟ ଫେରନ୍ତା: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ବୁଧବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ନୂଆ କରୋନା ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲାର। ସେ ଜଣେ ୧୮ ବର୍ଷ ବୟସ୍କ ଯୁବକ ହୋଇଥିବା ବେଳେ ନିକଟରେ ସୁରଟରୁ ଫେରିଥିଲେ। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟରୁ ସୂଚନା ମିଳିଛି। ତେବେ ଏହାକୁ ମିଶାଇ ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି।
ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ସେଥିମଧ୍ୟରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅବଶିଷ୍ଟ ୧୧୫ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଆଇଏନ୍‌ଏଲ୍‌ କାରଖାନାରେ ଶ୍ରମିକ ନିଖୋଜ ମାମଲା: ମାଟି ତଳୁ ମିଳିଲା ମୃତଦେହ

ଯାଜପୁର/କଳିଙ୍ଗନଗର(ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ),୨ା୧୧: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଟାଟା ଷ୍ଟିଲ୍‌ ଦ୍ୱାରା ପରିଚାଳିତ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍‌(ଏନ୍‌ଆଇଏନ୍‌ଏଲ୍‌)ର ବ୍ୟାଚିଂ ପ୍ଲାଣ୍ଟ ନିକଟ ମାଟି...

ଗଙ୍ଗୁଆ କେନାଲରେ ବୁଡ଼ି ଚାଲିଗଲା ଜୀବନ

ଭୁବନେଶ୍ବର,୨।୧୧: ଚକେଇସିଆଣି ଗଙ୍ଗୁଆ କେନାଲରେ ଶନିବାର ଏକ ବଡ଼ ଅଘଟଣ ଘଟିଛି। କେନାଲରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଚକେଇସିଆଣି ଅଞ୍ଚଳର ବୋଲି...

ମଧ୍ୟାହ୍ନ ଭୋଜନରେ ଖାଲି ଭାତ ଦେବା ପଡ଼ିଲା ମହଙ୍ଗା

ଭୁବନେଶ୍ୱର,୨ା୧୧: ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ପୁଷ୍ଟିକର ସ୍ବାଦିଷ୍ଟ ମଧ୍ୟାହ୍ନ ଭୋଜନ ଯୋଗାଇ ଦେବା ପାଇଁ ପିଏମ୍‌-ପୋଷଣ ଅଭିଯାନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ପ୍ରକାର...

ଅଘଟଣ ଘଟାଇବା ପାଇଁ କରୁଥିଲେ ଉଦ୍ୟମ, ଯବାନଙ୍କୁ ଦେଖି…

ନୂଆପଡ଼ା,୨ା୧୧(ମକାରୁ ବେମାଲ): ନୂଆପଡ଼ା ପୋଲିସ ଓ ଏସ୍‌ଓଜି ଯବାନଙ୍କ ମିଳିତ କୋମ୍ବିଂ ବେଳେ ଶନିବାର ଏକ ମାଓବାଦୀ କ୍ୟାମ୍ପ୍‌ ଠାବ କରାଯାଇଛି। ଏହି ସମୟରେ ମାଓବାଦୀମାନେ...

ଛତ୍ରପୁର ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାରେ ଅଗ୍ନିକାଣ୍ଡ

ଛତ୍ରପୁର,୨।୧୧(ଦିଲୀପ ସାମଲ): ଛତ୍ରପୁର ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାରେ ଶନିବାର ଅଗ୍ନିକାଣ୍ଡ ଘଟିଛି । ବ୍ୟାଙ୍କର ତୃତୀୟ ମହଲାରେ ଶର୍ଟ ସର୍କିଟ ଯୋଗୁ ନିଆଁ ଲାଗି...

ବଲାଙ୍ଗୀର ନୂଆ ସର୍କିଟ ହାଉସ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

ବଲାଙ୍ଗୀର,୨।୧୧: (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ନବନିର୍ମତ ଦୁଇ ମହଲା କୋଠା ବିଶିଷ୍ଟ ସର୍କିଟ ହାଉସକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର  ଉଦ୍‌ଘାଟନ କରିଛନ୍ତି...

ଆମ୍ବ ଟାକୁଆ ଖାଇ ୬ ଗୁରୁତରଙ୍କ ମଧ୍ୟରୁ ୨ ହେବେ କଟକ ରେଫର: ସରପଞ୍ଚ କହିଲେ…

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): ମାଣ୍ଡିପଙ୍କା ଗ୍ରାମର ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଏବେ ମଧ୍ୟ ବ୍ରହ୍ମପୁର ବଡ଼ ମେଡିକାଲରେ...

ଆମ୍ବ ଟାକୁଆ ଖାଇ ମୃତ ଓ ଗୁରୁତରଙ୍କୁ ମିଳିଲା ସହାୟତା ରାଶି: ମୃତକଙ୍କୁ ୨୦, ଗୁରୁତରଙ୍କୁ ୧୦ ହଜାର

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଖାଇ ୨ ମୃତ ଓ ୬ ଗୁରୁତରଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ରାଶି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri