ଚଳିତ ବର୍ଷ ରାୟଗଡାରେ ହେବ ନାହିଁ ରଥଯାତ୍ରା

ରାୟଗଡ଼ା ଅଫିସ,୧୭।୬-କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାୟଗଡ଼ା ଜଗନ୍ନାଥ ମନ୍ଦିର ଶ୍ରଦ୍ଧା ଶ୍ରୀକ୍ଷେତ୍ରରେ ଚଳିତ ବର୍ଷ ରଥଯାତ୍ରା ହେବ ନାହିଁ। ଜଗନ୍ନାଥ ମନ୍ଦିର ଭିତରେ କେବଳ ଅସ୍ଥାୟୀ ମାଉସୀ ମା ମନ୍ଦିର କରାଯାଇ ନୀତିକାନ୍ତି କାର୍ଯ୍ୟ ସମାପନା ହେବ। ସେହିପରି ସାମାଜିକ ଦୂରତା ରକ୍ଷା କରି ଅଳ୍ପ ସେବାୟତଙ୍କୁ ନେଇ ସମସ୍ତ କାର୍ଯ୍ୟ ସମାପନ କରାଯିବ। ଏ ନେଇ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ନିଷ୍ପତି ହୋଇଛି। ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏସ୍‌ପି ଶର୍ବଣା ବିବେକ ଏମ ରାଜ ପୁରୋହିତ, ବାଲୁଙ୍କେଶ୍ୱର ଦାଶ, ରାୟଗଡ଼ା ତହସିଲଦାର ଉମାଶଙ୍କର ବେହେରା, ଉପ ଜିଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ, ଅତିରିକ୍ତ ଜିଲାପାଳ ଶରତଚନ୍ଦ୍ର ପଣ୍ଡାଙ୍କ ସମେତ ସେବାୟତମାନେ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୫।୯: ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ...

ଭିଜିଲାନ୍ସ ଧରୁଧରୁ ବେହୋସ ହୋଇପଡ଼ିଥିଲେ ଯନ୍ତ୍ରୀ, ଘରୁ ମିଳିଲାଣି ନଗଦ ୧୪ ଲକ୍ଷ ୮୧ ହଜାର

ରାୟଗଡ଼ା,୧ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିଲା। ଆଜି ତାଙ୍କ ଘରୁ ବିପୁଳ...

ଲାଞ୍ଚ ନେଉଥିଲେ ଯନ୍ତ୍ରୀ, ଭିଜିଲାନ୍ସକୁ ଦେଖି ହେଲେ ବେହୋସ, ଆଉ ତା’ ପରେ…

ରାୟଗଡ଼ା,୩୧ା୮(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡ଼ା ଜିଲା କାଶୀପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ରାୟଗଡ଼ା ସହରର ନିଜ ଘରେ ମାଣ୍ଡିବିସି ପଞ୍ଚାୟତରେ...

ଚଳିତ ବର୍ଷ ଓଡ଼ିଶାର ଦୁଇ ଜଣ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର

ନୂଆଦିଲ୍ଲୀ,୨୭ା୮: ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇ ଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। କଳାହାଣ୍ଡି ଜିଲା ନର୍ଲା ଜୟ ଦୁର୍ଗା ଉଚ୍ଚ...

ମୃତ ନିର୍ମାଣ ଶ୍ରମିକଙ୍କ ନାଁରେ କାର୍ଡ ପଞ୍ଜୀକରଣ

ରାୟଗଡ଼ା,୨୪।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଶ୍ରମ କାର୍ଯ୍ୟାଳୟରେ ପିଛା ଛାଡ଼ୁନି ଦୁର୍ନୀତି ଓ କେଳେଙ୍କାରୀ। ନିର୍ମାଣ ଶ୍ରମିକ କାର୍ଡରେ ମୃତ୍ୟୁକାଳୀନ ବୀମା ଅର୍ଥ ହେରଫେର...

ମୋବାଇଲରେ ଘୂରିଲା ଓଟିଇଟି ଉତ୍ତର

ରାୟଗଡ଼ା,୧୮ା୮(ଆଶିଷ ରଞ୍ଜନ ପଣ୍ଡା): ଓଡ଼ିଶା ଟିଚର୍ସ ଇଲିଜିବିଲିଟ୍‌ ଟେଷ୍ଟ (ଓଟିଇଟି) ପରୀକ୍ଷା ରାୟଗଡ଼ା ଜିଲାର ବିଭିନ୍ନ କେନ୍ଦ୍ରରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରୀକ୍ଷା ଆରମ୍ଭ...

ଭାଜପାରେ ଯୋଗଦେଲେ ବହୁ ବିଜେଡି କର୍ମୀ

ରାୟଗଡ଼ା,୧୭।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ନିର୍ବାଚନମଣ୍ଡଳୀର ଶତାଧିକ ବିଜେଡି କର୍ମୀ ଶୁକ୍ରବାର ବିଧିବଦ୍ଧ ଭାବେ ଭାଜପାରେ ଯୋଗଦେଇଛନ୍ତି। ରାୟଗଡ଼ା ନିର୍ବାଚନମଣ୍ଡଳୀର ବିଜେଡି କର୍ମୀ ୟାଲା ଭେଙ୍କଟେଶ୍ୱର...

ରେଳପଥରେ ଭୂସ୍ଖଳନ, ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ

ରାୟଗଡ଼ା,୮।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଶିକରପାଇ ଓ କେଉଟଗୁଡ଼ା ରେଳ ଷ୍ଟେଶନ ମଝିରେ ଥିବା ୩୫ ନମ୍ବର ଟନେଲ ନିକଟରେ ଗୁରୁବାର ଭୂସ୍ଖଳନ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri