Posted inVideo

ଜନତା କର୍ଫ୍ୟୁ-ରାଜଧାନୀ ଶୂନଶାନ୍ | Bhubaneswar comes to a halt amid ‘Janata Curfew’

ସବୁଠି ଆତଙ୍କ ଖେଳାଇଛି କରୋନା ଭାଇରସ୍ । ସାରାଦେଶରେ ବର୍ତମାନ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଶହରୁ ଅଧିକ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଆଯାଇଥିବା ପଦକ୍ଷେପକୁ ଦୃଷ୍ଟିରେ ରଖି ୨୨ତାରିଖରେ ଜନତା କର୍ଫ୍ୟୁ ପାଳନ କରାଯାଇଛି । ଭୁବନେଶ୍ୱରରେ ମାଷ୍ଟରକ୍ୟାଣ୍ଟିନ୍, ରସୁଲଗଡ, ରାଜମହଲ, ବାଣୀବିହାର ଆଦି ଜନଗହଳିପୂର୍ଣ୍ଣ ସ୍ଥାନରେ କିଭଳି ରହିଥିଲା ଏହାର ପ୍ରଭାବ ଜାଣିବାକୁ ପ୍ରୟାସ କରିଥିଲୁ । ଦେଖନ୍ତୁ କର୍ଫ୍ୟୁକୁ ନେଇ କଣ କହୁଛନ୍ତି ସାଧାରଣ ଜନତା ।

Coronavirus continues to wreak havoc in the country with more than 300 tested positive and six lives lost to it. An unprecedented shutdown, meanwhile, commenced across the country Sunday on Prime Minister Narendra Modi’s appeal for a ‘Janata curfew’ to help check the spread of the virus. Here is how it impacted the denizens.


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri