ଜାପାନ ତିଆରି କଲା ଏଆଇ ସୁଟକେସ

ଟୋକିଓ,୨୩।୨: ଜାପାନର କିଛି ଗବେଷକ ଏକ ଆର୍ଟିଫିସିଆଲ୍‌ ଇଣ୍ଟେଲଜେନ୍ସ(ଏଆଇ) ସୁଟକେସ ତିଆରି କରିଛନ୍ତି। ଏହା ଦେଖିପାରୁ ନ ଥିବା ବୟସ୍କ ବ୍ୟକ୍ତିଙ୍କୁ ସହାୟତା ଯୋଗାଇ ଦେବ ବୋଲି କୁହାଯାଉଛି। ବୟସ ବଢ଼ିଲେ କେତେକଙ୍କଠାରେ ମୋତିଆବିନ୍ଦୁ ହୋଇଥାଏ। ଏଭଳି ବ୍ୟକ୍ତିଙ୍କୁ ଏହି ସୁଟକେସ ଯିବା ଆସିବା ସମୟରେ ସହାୟତା କରିବ ବୋଲି ଏହାର ନିର୍ମାଣକାରୀ କମ୍ପାନୀ ଶିମିଜୁ କର୍ପୋରେସନ ପକ୍ଷରୁ କୁହାଯାଇଛି। ଏଥିରେ କ୍ୟାମେରା, ସେନସର, ବ୍ୟାଟେରୀ ଏବଂ ମୋଟର ରହିଛି। ଏହା ସ୍ଥାନ ଚିହ୍ନଟ କରିବା ସହିତ ସୁଟକେସ ଧରିଥିବା ବ୍ୟକ୍ତିଙ୍କୁ ବିଭିନ୍ନ ସୂଚନା ଦେବାକୁ ସକ୍ଷମ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜାରେ ଏୟାରଷ୍ଟ୍ରାଇକ୍‌: ୨୦ ମୃତ

ଦେଇର ଅଲ୍‌-ବଲାହ,୨୩ା୧୨: ଇସ୍ରାଏଲୀ ସେନା ଶନିବାର ରାତିରୁ ଗାଜା ଷ୍ଟ୍ରିପ୍‌ ଉପରେ ଏୟାରଷ୍ଟ୍ରାଇକ୍‌ ଜାରି ରଖିଥିବାବେଳେ ଏଥିରେ ୫ ପିଲାଙ୍କ ସମେତ ଅନୂ୍ୟନ ୨୦ ଜଣ ପାଲେଷ୍ଟିନୀୟଙ୍କ...

ବ୍ରାଜିଲରେ ବିମାନ ଦୁର୍ଘଟଣା

ବ୍ରାସିଲିଆ,୨୨ା୧୨: ବ୍ରାଜିଲର ଦକ୍ଷିଣ ଭାଗରେ ଅବସ୍ଥିତ ପର୍ଯ୍ୟଟନ ସହର ଗ୍ରାମାଡୋରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସହର କେନ୍ଦ୍ରସ୍ଥଳରେ ଥିବା...

ହସ୍ପିଟାଲକୁ ଧକ୍କାଦେଲା ହେଲିକପ୍ଟର: ଚାଲିଗଲା ୪ ଜୀବନ

ଆଙ୍କାରା,୨୨ା୧୨:ତୁର୍କୀରେ ରବିବାର ସକାଳେ ପ୍ରବଳ କୁହୁଡ଼ି ଯୋଗୁ ଏକ ହେଲିକପ୍ଟର ହସ୍ପିଟାଲ୍‌କୁ ଧକ୍କା ଦେବା ଫଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ହେଲିକପ୍ଟରର...

ମୋଦିଙ୍କୁ ମିଳିଲା ‘ଦ ଅର୍ଡର ଅଫ ମୁବାରକ ଅଲ କବୀର’ ସମ୍ମାନ

କୁଏତ ସିଟି,୨୨।୧୨: କୁଏତ ଗସ୍ତର ଶେଷ ଦିନ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାୟନ ପ୍ୟାଲେସରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କୁଏତ ପ୍ରଧାନମନ୍ତ୍ରୀ...

ମୋଦିଙ୍କୁ କୁଏତ୍‌ରେ ଗାର୍ଡ ଅଫ ଅନର୍‌

କୁଏତ ସିଟି,୨୨।୧୨: କୁଏତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। କୁଏତର ବାଇନ ପ୍ୟାଲେସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଗାର୍ଡ ଅଫ ଅନର...

ଆମେରିକାକୁ ବାଧ୍ୟ କଲା ଭାରତର ଶକ୍ତି, ଏହି ନିୟମକୁ କରିବାକୁ ପଡିଲା ପରିବର୍ତ୍ତନ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୧୨: ଏବେ ସାରା ବିଶ୍ୱରେ ଭାରତର ଶକ୍ତି ଏବଂ ଏହାର ସାମର୍ଥ୍ୟର ଶବ୍ଦ ଶୁଣିବାକୁ ମିଳୁଛି। ଆଜି ବିଶ୍ୱର ସମସ୍ତ ଦେଶ ଭାରତର ଶକ୍ତିକୁ ସ୍ବୀକୃତି...

ବାଂଲାଦେଶର ବଡ଼ ଅଭିଯୋଗ; ‘ଆମ ଲୋକଙ୍କୁ ଜବରଦସ୍ତ ନିଖୋଜ କରିବା ପଛରେ ଭାରତର ହାତ…

ଢାକା,୨୨।୧୨: ଭାରତ ଉପରେ ଆଉ ଏକ ବଡ଼ ଅଭିଯୋଗ ଲଗାଇଛି ବାଂଲାଦେଶ। ଏହାର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଦ୍ୱାରା ଗଠିତ ଏକ ଅନୁସନ୍ଧାନ କମିଶନ କହିଛନ୍ତି ଯେ...

୮ ଲକ୍ଷ ଖର୍ଚ୍ଚ କରିବା ସତ୍ତ୍ୱେ ବିଫଳ, ଶେଷରେ ୟୁଟ୍ୟୁବ୍‌ ଛାଡ଼ିଲେ ଫୁଡ୍‌ ବ୍ଲଗର

ନୂଆଦିଲ୍ଲୀ: ସମ୍ପ୍ରତି ୟୁଟ୍ୟୁବ୍‌ ରୋଜଗାରର ଏକ ମାଧ୍ୟମ ପାଲଟିଯାଇଛି। ସେଥିପାଇଁ ଅଧିକାଂଶ ଯୁବପିଢ଼ିଙ୍କ ମଧ୍ୟରେ ୟୁଟ୍ୟୁବର ହେବା ପାଇଁ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri