ଜିଓରେ ନିବେଶ କଲା ପିଆଇ୍‌ଏଫ

ମୁମ୍ବାଇ,୧୯।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ’ର ଡିଜିଟାଲ ପ୍ଲାଟଫର୍ମ ଜିଓରୁ ସାଉଦି ଆରବର ପିଆଇ୍‌ଏଫ ସଂସ୍ଥା୨.୩% ଅଂଶଧନ କ୍ରୟ କରିଛି। ଏ ସମ୍ପର୍କରେ କମ୍ପାନୀ ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି। ସାଉଦି ଆରବର ପବ୍ଲିକ ଇନଭେଷ୍ଟମେଣ୍ଟ ଫଣ୍ଡ (ପିଆଇଏଫ୍‌) ନାମକ ସଂସ୍ଥା ଜିଓ ପ୍ଲାଟଫର୍ମରେ ୧୧,୩୬୭କୋଟି ଟଙ୍କା ପୁଞ୍ଜି ନିବେଶ କରିବ। ଗତ ୯ ସପ୍ତାହ ମଧ୍ୟରେ ନିବେଶକଙ୍କ ଠାରୁ ଜିଓ ୧.୧୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ହାସଲ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରରେ ୯.୨୮ ବିଲିୟନ ଡଲାର କାରବାର

ଭୁବନେଶ୍ୱର,୨୫ା୧୨, (ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଅକ୍ଟୋବରରେ ସ୍ପଟ୍‌ ବୈଦେଶିକ ମୁଦ୍ରାବଜାରରେ ୯.୨୮ ବିଲିୟନ ଡଲାର ବିକ୍ରି କରିଛି। ମଙ୍ଗଳବାର ଆର୍‌ବିଆଇ ପକ୍ଷରୁ...

ପଞ୍ଚଟାଭାକୁ ଆଚିଭର୍ସ ଆଓ୍ବାଡର୍‌ସ

ନୂଆଦିଲ୍ଲୀ,୨୫।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଦିଲ୍ଲୀର ଅଗ୍ରଣୀ ଆଡ୍‌ ଏଜେନ୍ସି ପଞ୍ଚଟାଭା ଆଡଭର୍ଟାଇଜିଂକୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ‘ଆଚିଭର୍ସ ଆଓ୍ବାର୍ଡ’...

ବିଓଏମ୍‌ର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୫।୧୨ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର(ବିଓଏମ୍‌) ର ନୂତନ ଶାଖା ନିକଟରେ କଟକ ନିକଟସ୍ଥ ଗୋପାଳପୁରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଅର୍ଥ ବିଭାଗର...

ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା...

ଡିପିଆର୍‌ ବିକଶିତ କରିବ ସିପିସିଏଲ୍‌

ଭୁବନେଶ୍ୱର,୨୪।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସମନ୍ବିତ ଭିତ୍ତିଭୂମି ପରାମର୍ଶଦାତା କ୍ଷେତ୍ରରେ ଅଗ୍ରଣୀ କମ୍ପାନୀ ଚୈତନ୍ୟ ପ୍ରୋଜେକ୍ଟସ କନ୍‌ସଲଟାନ୍ସି ଲିମିଟେଡ (ସିପିସିଏଲ୍‌) କୁ ନିକଟରେ...

ଓଡ଼ିଶାରେ ଅଟୋମେଟେଡ୍‌ ଇ-ଷ୍ଟାମ୍ପିଙ୍ଗ୍‌ ସଲ୍ୟୁଶନର ଶୁଭାରମ୍ଭ

ଭୁବନେଶ୍ୱର,୨୪।୧୨: ଓଡ଼ିଶା ସରକାରଙ୍କ ପକ୍ଷରୁ ସ୍ବିଫ୍ଟ ଇଣ୍ଡିଆର ପ୍ଲାଟ୍‌ଫର୍ମରେ ଷ୍ଟକ ହୋଲ୍ଡିଙ୍ଗ୍‌ ସହ ସହଭାଗିତାରେ ଇଲେକ୍‌ଟ୍ରୋନିକ ବ୍ୟାଙ୍କ ଗ୍ୟାରେଣ୍ଟି ପାଇଁ ଅଟୋମେଟେଡ ଇ-ଷ୍ଟାମ୍ପିଙ୍ଗ୍‌ (ଏଇଏସ୍‌) ସଲ୍ୟୁଶନର...

ବେଦାନ୍ତର ଅଗ୍ନି ନିରାପତ୍ତା ତାଲିମ ଶିବିର

ଭୁବନେଶ୍ୱର,୨୪।୧୨ (ଅଭୟ ଦାଶ): ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ତଥା ଅଗ୍ନି ଜାଗରୁକତା ପଦକ୍ଷେପ ଅଧୀନରେ ଏକ ତାଲିମ ଶିବିର ‘ଅଗ୍ନି ନରାପତ୍ତା ତାଲିମ...

ବଜାରରେ ହୋଣ୍ଡାର ଆକ୍ଟିଭା ୧୨୫

ଭୁବନେଶ୍ୱର,୨୪।୧୨:ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ନ୍ୟୁ ୨୦୨୫ ଆକ୍ଟିଭା ୧୨୫ (ହୋଣ୍ଡାର ଆକ୍ଟିଭା ୧୨୫)’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri