ଜୁଆ ଆଡ୍ଡାରେ ଚଢ଼ାଉ: ୧୧ ଜୁଆଡ଼ି ଗିରଫ

ଦିଗପହଣ୍ଡି, ୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଟପୁର ପୋଲିସ ପକ୍ଷରୁ ୨ଟି ଜୁଆ ଆଡ୍ଡାରେ ଅତର୍କିତ ଚଢ଼ାଉ କରି ୧୧ ଜୁଆଡ଼ିଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୨୧ ହଜାର ଟଙ୍କା, ତାସ ଓ ଏକ ଜରିପାଲ ଜବତ ହୋଇଛି। ଶନିବାର ସନ୍ଧ୍ୟାରେ ଆଇଆଇସି ରମେଶ କୁମାର ପ୍ରଧାନ ଡେଙ୍ଗାଓସ୍ତା ଗ୍ରାମରେ ଚଢ଼ାଉ କରି ୪ ଜଣଙ୍କୁ ଗିରଫ କରି ସେମାନଙ୍କଠାରୁ ୭ ହଜାର ଟଙ୍କା, ତାସ ଓ ଏକ ଜରିପାଲ ଜବତ କରିଥିଲେ। ଏ ନେଇ ଥାନାରେ ନଂ.୧୪୮/୧୯ରେ ଏକ ମାମଲା ରୁଜୁ ହୋଇଥିଲା।
ସେହିପରି ଡେଙ୍ଗାଓସ୍ତା-ସିଙ୍ଗପୁର ଗ୍ରାମ ରାସ୍ଥାରେ ଚଢ଼ାଉ କରି ୫ ଜଣଙ୍କୁ ଗିରଫ କରି ୧୪ ହଜାର ଟଙ୍କା, ତାସ ଓ ଏକ ଜରିପାଲ ପୋଲିସ ଜବତ କରିଛି। ଏ ନେଇ ଥାନାରେ ନଂ.୧୪୯/୧୯ରେ ଏକ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

ଚାଷୀଙ୍କୁ କ୍ଷତିପୂରଣ ଦାଦି କଲା ବିଜେଡି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୨୩।୧୨(ସନ୍ତୋଷ ପାଢ଼ୀ ): ଅଦିନିଆ ବର୍ଷାର ପ୍ରକୋପରେ ଗଞ୍ଜାମ ଜିଲାର ୨୨ବ୍ଲକର ପାଖାପାଖି ୩,୩୧,୫୦୦ରୁ ଅଧିକ ଧାନ ଚାଷୀ ପରିବାର ସହ ସମସ୍ତ ବର୍ଗର କୃଷକ...

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ...

ଶ୍ରେଷ୍ଠ ସ୍ଥାନ ଅଧିକାର କଲେ ଶ୍ୱେତାଶ୍ରୀ: ଜିତିଲେ ସ୍ବର୍ଣ୍ଣପଦକ

ଛତ୍ରପୁର,୨୨ା୧୨(ଦିଲୀପ ସାମଲ): ଭୁବନେଶ୍ୱର ସି. ଭି. ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟରେ ଆୟୋଜିତ ପଞ୍ଚମ ସମାବର୍ତ୍ତନ ଉତ୍ସବରେ ବିଟେକ କମ୍ପ୍ୟୁଟର ଇଞ୍ଜିନିୟରିଂ ବିଭାଗରେ ଛତ୍ରପୁରର ଶ୍ୱେତାଶ୍ରୀ ଶତପଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri