ଠିକ। ଶ୍ରମିକଙ୍କୁ ସିଆଇଏସ୍‌ଏଫ୍‌ର ଦୁର୍ବ୍ୟବହାର: ନ।ଲକୋ ସ୍ମେଲଟରରେ ଉତ୍ତେଜନା

ବଅଁରପାଳ,୨୩।୪(ଡି.ଏନ୍‌.ଏ): ନାଲକୋ ସ୍ମେଲଟର ପ୍ଲାଣ୍ଟରେ ଠିକା ଶ୍ରମିକଙ୍କୁ ସିଆଇଏସ୍‌ଏଫ୍‌ କର୍ମଚାରୀ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଉଛି। ଗୁରୁବାର ସକାଳେ ବିନୟ ପରିଡ଼ା ନାମକ ଜଣେ ଠିକା ଶ୍ରମିକ ପ୍ଲାଣ୍ଟରୁ ବାହାରୁଥିବା ବେଳେ ସିଆଇଏସ୍‌ଏଫ୍‌ର କର୍ମଚାରୀମାନେ ତାଙ୍କୁ ଦୁର୍ବ୍ୟବହାର କରିବା ସହ ମାଡ଼ ମାରିବା ପାଇଁ ଉଦ୍ୟମ କରିଥିଲେ। ଏହାକୁ ନେଇ ପ୍ଲାଣ୍ଟରେ ଉତ୍ତେଜନା ଦେଖାଦେବା ସହ ୨ହଜାରରୁ ଊର୍ଦ୍ଧ୍ୱ ଠିକା ଶ୍ରମିକ ସ୍ମେଲଟର ପ୍ଲାଣ୍ଟ ସମ୍ମୁଖରେ ଆନ୍ଦୋଳନ କରିଥିଲେ। ଏଥିସହ ପ୍ଲାଣ୍ଟ ଭିତରକୁ ଗଲା ବେଳେ ଫାଟକରେ ଶ୍ରମିକଙ୍କୁ ଛଡ଼ା ନ ଯିବା ସହ ସାମାଜିକ ଦୂରତ୍ୱ ରଖାଯାଉନାହିଁ ବୋଲି ଠିକା ଶ୍ରମିକମାନେ ଅଭିଯୋଗ କରିଛନ୍ତି। ଅପରପକ୍ଷେ ଘଟଣାସ୍ଥଳରେ ଶ୍ରମିକ ନେତା ବିପ୍ଳବ ଜେନା, ନାଲକୋ ଥାନା ଅଧିକାରୀ ଓ ଡିଜିଏମ ଏସ୍‌.ଏସ୍‌. ପଣ୍ଡା ପହଞ୍ଚି ଉତ୍ତ୍ୟକ୍ତ ଶ୍ରମିକଙ୍କୁ ବୁଝାସୁଝା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଭାଜପା ସରକାର ଭାଙ୍ଗିଯିବ::ଭବିଷ୍ୟବାଣୀ କଲେ ଜୟଦେବ

ଛେନାପଦି,୨୬ା୧୨(ନିରାକାର ପରିଡା):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚ଼ନ ମଣ୍ଡଳୀର ଶଙ୍ଖଣାଠାରେ ବନ୍ଧୁମିଳନ ନାମରେ କଂଗ୍ରେସର କର୍ମୀ ସମାବେଶ ବୁଧବାର ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସର ପୂର୍ବତନ ସାଧାରଣ ସମ୍ପାଦକ...

ରେଳ ଧାରଣାକୁ ଆତ୍ମହତ୍ୟା କରିବାକୁ ଯାଇଥିଲେ, ମହିଳାଙ୍କୁ ଉଦ୍ଧାର କଲେ…

ଛେଣ୍ଡିପଦା,୨୫ା୧୨ (ଅଜିତ ଧଳ)- ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ରେଳ ଧାରଣାକୁ ଯାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ମହିଳାଙ୍କୁ କେତେଜଣ...

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ...

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି...

ଅଢେଇ ବର୍ଷର ବିଷ୍ମୟ ବାଳକ: ପ୍ରାଞ୍ଜଳ ଭାବେ କହୁଛନ୍ତି ମନ୍ତ୍ରପାଠ ଓ ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି...

ଦାଉ ସାଧିଛି ଅଦିନିଆ ବର୍ଷା: କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ତହସିଲଦାର

ଗଞ୍ଜାମ, ୨୫।୧୨(ବିଦ୍ୟାଧର ସାହୁ): ଗତ କିଛି ଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ପାଚିଲା ଧାନ ଅମଳ କରି ଘରକୁ ଆଣିବା ସମୟରେ...

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ...

ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା

ବାଲିଗୁଡା,୨୫।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ପ୍ରତ୍ୟେକ ବ୍ଲକ ଅଞ୍ଚଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri