ଡାଇବେଟିସ ଦୂର କରିବ ଆମ୍ବପତ୍ରରୁ ପ୍ରସ୍ତୁତ ମଦ

ଗ୍ବାଲିୟରର ଜିଓ୍ବାଜୀ ୟୁନିଭରସିଟିର ଛାତ୍ରମାନେ ଆମ୍ବପତ୍ରରୁ ଏକ ମଦ ପ୍ରସ୍ତୁତ କରିଛନ୍ତି। ଏଥିରେ ୧୦-୧୨ ପ୍ରତିଶତ ଆଲ୍‌କହଲ ରହିଛି। ଏହି ମଦ ଡାଇବେଟିସ୍‌ ଏବଂ ମେଦବହୁଳତା ଦୂର କରିବା ସହ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ସହାୟକ ହେବ ବୋଲି ଜଣାପଡ଼ିଛି। ମଦ ପ୍ରସ୍ତୁତି ପାଇଁ ୪୦-୪୫ ଦିନ ସମୟ ଲାଗିବ। ଏଥିରେ ଗ୍ଲୁକୋଜ, କାର୍ବୋହଇଡ୍ରେଟ୍‌, ପେପ୍ଟାନ୍‌ ପ୍ରୋଟିନର ମିଶ୍ରଣ ହୋଇଛି। କୌଣସି ଏକ ମେଡିସିନ୍‌ କମ୍ପାନୀ ସହିତ ଏମ୍‌ଓୟୁ ସାଇନ୍‌ ପାଇଁ ପ୍ରୟାସ ଜାରି ରହିଛି।
ଆମ୍ବପତ୍ରରେ ଥିବା ଗ୍ୟାଲିକ୍‌ ଏସିଡ୍‌, ପାରାସିଟିନ୍‌, କାଟେଚିନ୍‌ ଶରୀରରେ କୌଣସି କ୍ଷତି ହେବାକୁ ଦିଏନାହିଁ। ଏଥିରେ ଥିବା ଭିଟାମିନ୍‌ ସି’ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ। ଏଥିରେ କ୍ୟାଲସିୟମ ମଧ୍ୟ ରହିଛି। ଯାହା ହାଡ଼କୁ ମଜଭୁତ କରିବାରେ ସହାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଦୁଗ୍ଧ ଉତ୍ପାଦନରେ ସ୍ବାବଲମ୍ବୀ କରିଥିଲା ଶ୍ୱେତ ବିପ୍ଲବ

ସାରା ଦେଶରେ ନଭେମ୍ବର ୨୬ ତାରିଖକୁ ଜାତୀୟ ଦୁଗ୍ଧ ଦିବସ ଭାବେ ପାଳନ କରାଯାଏ। ଭାରତରେ ଶ୍ୱେତ ଆନ୍ଦୋଳନର ଜନକ ଡ. ଭର୍ଗିଜ କ୍ୟୁରିୟନଙ୍କ ଜନ୍ମ...

କିଡ୍‌ନୀ ଖରାପ ହେଲେ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରିଥାଏ। ତା’ ସହ ଅଦରକାରୀ...

ଜଳବାୟୁ ପରିବର୍ତ୍ତନ ପାଇଁ ପ୍ଲାଷ୍ଟିକ ପ୍ରଦୂଷଣ ଦାୟୀ

ଜଳବାୟୁ ପରିବର୍ତ୍ତନ ବର୍ତ୍ତମାନ ସମଗ୍ର ବିଶ୍ୱରେ ଏକ ପ୍ରମୁଖ ସମସ୍ୟା ଭାବରେ ଉଭା ହୋଇଛି। ଏହା ପଛରେ ତ ବିଭିନ୍ନ କାରଣ ରହିଛି। ତେବେ ଏଥିପାଇଁ...

ଦୀର୍ଘାୟୁ ପାଇଁ ଦିନଚର୍ଯ୍ୟା

ଆଧୁନିକ ଯୁଗରେ ମଣିଷ ଏକ ଯନ୍ତ୍ର ମାନବରେ ପରିଣତ ହୋଇଯାଇଛି କହିଲେ ଅତ୍ୟୁକ୍ତି ହେବନାହିଁ। ବସ୍ତୁବାଦୀ ଯୁଗରେ ମଣିଷର ନିଅଣ୍ଟ ପରିପୂର୍ଣ୍ଣ ହେଉନାହିଁ। ମୋବାଇଲ୍‌, ଟିଭି,...

ଓଜନ କମାଇବାର ଘରୋଇ ଉପାୟ…

ଫିଟ୍‌ ଆଣ୍ଡ ଫାଇନ୍‌ ରହିବାକୁ ହେଲେ ଶରୀରର ଓଜନକୁ ନିୟନ୍ତ୍ରଣରେ ରଖିବା ନିହାତି ଜରୁରୀ। ସେଥିପାଇଁ କିଏ କେତେ ଉପାୟ ଆପଣାଇଥାନ୍ତି। କିଛି ଲୋକ ଓଜନ...

ଘରେ ଝାଡ଼ୁକୁ ରଖୁଛନ୍ତି କି ଏମିତି ତେବେ ନିହାତି ଜାଣନ୍ତୁ…

ଝାଡ଼ୁ ଦ୍ବାରା ଘରକୁ କେବଳ ସଫା କରାଯାଏନି, ଐଶ୍ୱର୍ଯ୍ୟ ବୃଦ୍ଧିରେ ମଧ୍ୟ ଏହା ବେଶ୍‌ ସହାୟକ ହୋଇଥାଏ। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ଘରେ ଝାଡ଼ୁକୁ କିପରି ବ୍ୟବହାର...

୨୦୨୫ରେ ଏହି ୩ ରାଶି ବ୍ୟକ୍ତିଙ୍କର ଚମକିବ ଭାଗ୍ୟ

ନୂତନ ବର୍ଷ ୨୦୨୫ ଆରମ୍ଭ ହେବାକୁ ଯାଉଛି। ଏହି ବର୍ଷ କିଛି ରାଶିର ବ୍ୟକ୍ତିଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବାକୁ ଯାଉଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ,...

ଶୀତଦିନେ ସୁସ୍ଥ ରହିବାକୁ ଚାହୁଁଥିଲେ ଖାଆନ୍ତୁ ଏସବୁ…

ସାଧାରଣତଃ ଶୀତଦିନେ ପାଳଙ୍ଗ ଶାଗ, ମେଥିଶାଗ, ସୋରିଷ ଶାଗ ଓ ମୂଳା ଶାଗ ଅଧିକ ପରିମାଣରେ ମିଳିଥାଏ। ଏଥିରେ ଭିଟାମିନ୍‌-ଏ, ଭିଟାମିନ୍‌ ‘ସି’, ଭିଟାମିନ୍‌ ‘ଇ’,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri