ଥାଳି ବାଡ଼େଇ ପ୍ରତିବାଦ କରିବେ ଖୁଚୁରା ବ୍ୟବସାୟୀ

ନୂଆଦିଲ୍ଲୀ,୧୯।୪: ଲକ୍‌ଡାଉନ ସମୟରେ ଇ-କସର୍ମ ସାଇଟରେ ଜରୁରୀ ବିକ୍ରି ନେଇ ସରକାର ଅନୁମତି ପ୍ରଦାନ କରିଛନ୍ତି। ଏହାକୁ ଦେଶର ଖୁଚୁରା ବ୍ୟବସାୟୀମାନେ ବିରୋଧ କରିଥିବା ଦେଖାଯାଇଛି। ଏହାର ପ୍ରତିବାଦରେ ୧୯ଏପ୍ରିଲରେ ସାରା ଦେଶର ଖୁଚୁରା ବ୍ୟବସାୟୀମାନେ ଥାଳି ବଜାଇ ପ୍ରତିରୋଧ କରିବେ। ଅନ୍‌ଲାଇନରେ ଅଣ ଜରୁରୀ ସାମଗ୍ରୀର ବିକ୍ରି ନେଇ ସରକାର ଅନୁମତି ଦେଇଥିବା ବେଳେ ଏହା ନ୍ୟାୟ ସଙ୍ଗତ ନୁହେଁ । ଖୁଚୁରା ବ୍ୟବସାୟକୁ ଶେଷକରି ଦେବାକୁ ଏହା ଏକ ଷଡ଼ଯନ୍ତ୍ର। ଏଭଳି ପ୍ରସଙ୍ଗକୁ ଧ୍ୟାନରେ ରଖି ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରାଯିବ ବୋଲି ବ୍ୟବସାୟୀ ସଂଘ ପକ୍ଷରୁ କୁହାଯାଇଛି। ରବିବାର ସନ୍ଧ୍ୟା ୭ଟାରେ ବ୍ୟବସାୟୀମାନେ ନିଜ ଘରେ ରହି ସାମାଜିକ ଦୂରତ୍ୱ ପାଳନ କରିବା ସହ ଥାଳି, ଘଣ୍ଟ ଏବଂ ଶଙ୍ଖ ବଜାଇ ବିରୋଧ କରିବେ। ଫେଡେରେଶନ ଅଫ୍‌ ଅଲ୍‌ ଇଣ୍ଡିଆ ବ୍ୟାପାର ମଣ୍ଡଳ ପକ୍ଷରୁ ରାଷ୍ଟ୍ରୀୟ ମହାସଚିବ ବି.କେ. ବଂଶଲ କହିଛନ୍ତି ଯେ, ଲକ୍‌ଡାଉନକୁ ସଫଳ କରିବା ଲାଗି ଖୁଚୁରା ବ୍ୟବସାୟୀଙ୍କର ଯୋଗଦାନ ରହିଛି। ଖୁଚୁରା ବ୍ୟବସାୟୀମାନେ ଏୟାର କଣ୍ଡିସନର, ଫ୍ରିଜ୍‌, କୁଲର ଭଳି ସାମଗ୍ରୀ ରଖି ବସି ରହିଛନ୍ତି। ମାତ୍ର ସରକାର ଇ-କସର୍ମ କିଭଳି ଅନୁମତି ଦେଲେ ଯାହା ନ୍ୟାୟ ସଙ୍ଗତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

Online Fuel Order: ଅଧାରାସ୍ତାରେ ଗାଡିରୁ ତେଲ ସରିଗଲେ ନୋ ଟେନଶନ, ଯେକୌଣସି ସ୍ଥାନରୁ ବି ଅର୍ଡର କରିପାରିବେ ପେଟ୍ରୋଲ

ଯାତ୍ରା ସମୟରେ ଅଧା ରାସ୍ତାରେ ଗାଡରୁ ତେଲ ସରିଗଲେ ଟେନଶନ ବଢିଯାଏ।ବେଶୀ ଅସୁବିଧା ହୁଏ ଯେତେବେଳେ ପାଖରେ କୌଣସି ପେଟ୍ରୋଲ ପମ୍ପ ନ ଥାଏ। ବାଇକ୍‌...

ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ନୀତା

ମୁମ୍ବାଇ,୨୬।୧୨: ରିଲାଏନ୍ସ ଗ୍ରୁପ୍‌ର ସାମାଜିକ ପ୍ରତିଷ୍ଠାନ ତଥା ରିଲାଏନ୍ସ ଫାଉଣ୍ଡେଶନର ଚେୟାରମ୍ୟାନ୍‌ ନୀତା ଏମ୍‌ ଅମ୍ବାନୀ ୨ ଦିନିଆ ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ବୋଲି...

ପୁସ୍ତକ ପ୍ରେମୀଙ୍କୁ ବଡ଼ ଝଟ୍‌କା, ଇଣ୍ଡିଆ ପୋଷ୍ଟ ବନ୍ଦ କଲା ‘ବୁକ୍‌ ପୋଷ୍ଟ’ ସେବା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ପୋଷ୍ଟ ୧୮ ଡିସେମ୍ବର ୨୦୨୪ରେ ନିଜର ‘ବୁକ୍‌ ପୋଷ୍ଟ’ ସେବାକୁ ବନ୍ଦ କରି ପୁସ୍ତକ ପ୍ରେମୀଙ୍କ ସହ ପୁସ୍ତକ ବ୍ୟବସାୟୀଙ୍କୁ ବଡ଼ ଝଟ୍‌କା...

ଅକ୍ଟୋବରରେ ୯.୨୮ ବିଲିୟନ ଡଲାର କାରବାର

ଭୁବନେଶ୍ୱର,୨୫ା୧୨, (ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଅକ୍ଟୋବରରେ ସ୍ପଟ୍‌ ବୈଦେଶିକ ମୁଦ୍ରାବଜାରରେ ୯.୨୮ ବିଲିୟନ ଡଲାର ବିକ୍ରି କରିଛି। ମଙ୍ଗଳବାର ଆର୍‌ବିଆଇ ପକ୍ଷରୁ...

ପଞ୍ଚଟାଭାକୁ ଆଚିଭର୍ସ ଆଓ୍ବାଡର୍‌ସ

ନୂଆଦିଲ୍ଲୀ,୨୫।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଦିଲ୍ଲୀର ଅଗ୍ରଣୀ ଆଡ୍‌ ଏଜେନ୍ସି ପଞ୍ଚଟାଭା ଆଡଭର୍ଟାଇଜିଂକୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ‘ଆଚିଭର୍ସ ଆଓ୍ବାର୍ଡ’...

ବିଓଏମ୍‌ର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୫।୧୨ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର(ବିଓଏମ୍‌) ର ନୂତନ ଶାଖା ନିକଟରେ କଟକ ନିକଟସ୍ଥ ଗୋପାଳପୁରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଅର୍ଥ ବିଭାଗର...

ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା...

ଡିପିଆର୍‌ ବିକଶିତ କରିବ ସିପିସିଏଲ୍‌

ଭୁବନେଶ୍ୱର,୨୪।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସମନ୍ବିତ ଭିତ୍ତିଭୂମି ପରାମର୍ଶଦାତା କ୍ଷେତ୍ରରେ ଅଗ୍ରଣୀ କମ୍ପାନୀ ଚୈତନ୍ୟ ପ୍ରୋଜେକ୍ଟସ କନ୍‌ସଲଟାନ୍ସି ଲିମିଟେଡ (ସିପିସିଏଲ୍‌) କୁ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri