ଦାରିଙ୍ଗବାଡ଼ି ଅଞ୍ଚଳରେ କାଳବୈଶାଖୀ ସହ ବର୍ଷା

ଦାରିଙ୍ଗବାଡ଼ି,୨୦।୪(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସହ ପବନ ହୋଇଛି। ଅଞ୍ଚଳରେ ଏକାଧିକ ଘରର ଟିଣ, ଆଜବେଷ୍ଟସ ଛପର ଉଡିବା ସହ କ୍ଷୟକ୍ଷତି ହୋଇଛି। ସିମନବାଡ଼ିର ପ୍ରଦୀପ ନାୟକ ଏବଂ ରିପୁ ନାୟକଙ୍କ ଘରର ଛପର ସମ୍ପୂର୍ଣ୍ଣ ଉଡି ଯାଇଛି। ଫଳରେ ବର୍ଷାରେ ଖୋଲା ଆକାଶ ତଳେ ପରିବାରବର୍ଗ ରହିଛନ୍ତି। ପ୍ରଶାସନ ପକ୍ଷରୁ କେହି ପହଞ୍ଚତ୍ ନ ଥିବା ଜଣାପଡ଼ିଛି। ସେହିପରି ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଅଞ୍ଚଳରେ ବିଦ୍ୟୁତ୍‌ ବିଚ୍ଛିନ୍ନ ଯୋଗୁ ପ୍ରାୟ ୨୫ ପଞ୍ଚାୟତ ଅନ୍ଧାରରେ ରହିଛି। ଖବର ଲେଖିବା ସୁଦ୍ଧା ସମଗ୍ର ଅଞ୍ଚଳ ଅନ୍ଧାରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ସାଙ୍ଗ ଘରକୁ ଫେରୁଥବା ବେଳେ ଘଟିଲା ଦୁର୍ଘଟଣା : ଜଣଙ୍କ ଆଗରେ ଚାଲିଗଲା ଆଉଜଣଙ୍କ ଜୀବନ

ଦିଗପହଣ୍ଡି,୧୧।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଗଙ୍ଗାପୁର ପଞ୍ଚାୟତ ନରସିଂହଗଡ଼ ଗ୍ରାମ ନିକଟସ୍ଥ ପିପିଲିଗୁଡ଼ା ଗ୍ରାମ ନିକଟରେ ଦୁର୍ଘଟଣା ଘଟିଥିଲା।...

ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

କୋକସରା,୧୦ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ୍‌ କାର୍ଯ୍ୟାଳୟଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। କୋକସରା ବିଡିଓ ଡ. ହିମାଞ୍ଚଳ ମାଝୀଙ୍କ...

ଜଗନ୍ନାଥ, ଅଷ୍ଟଶମ୍ଭୁ ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ଗଞ୍ଜାମ,୧୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ବିରୁଳିଗଡ଼ ତାଳୁକା ଅନ୍ତର୍ଗତ ଉମ୍ବୁରି ଧର୍ମଶରଣପୁର ଶାସନ ଗ୍ରାମରେ ନୂତନ ଜଗନ୍ନାଥ, ଅଷ୍ଟଶମ୍ଭୁ, କମଳା, ବିମଳା ମନ୍ଦିର ଓ ନାମ...

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବୁଗୁଡା,୧୦ା୩(କାଳିଚରଣ ଦାଶ): ବୁଗୁଡା ଥାନା ଅନ୍ତର୍ଗତ ପଙ୍କଳସାହି ଗାଁର ଗୌରହରି ଦଳରା(୨୧)କିଛି ଦୁର୍ବୃତ୍ତଙ୍କ ଆକ୍ରମଣରେ ଆହତ ହୋଇଥିବା ନେଇ ଥାନାରେ ଅଭିଯୋଗ ପରେ ପୋଲିସ ପକ୍ଷରୁ...

ଗାଡ଼ି ଚକରେ ଲାଗିଗଲା ଶାଢ଼ି: ଆଖି ବୁଜିଲେ ଆଶାକର୍ମୀ

ପୁରୁଷୋତ୍ତମପୁର,୧୦।୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଧୋବାସାହି ଛକ ନିକଟରେ ସୋମବାର ସନ୍ଧ୍ୟାରେ ଏକ ମୋପେଡ୍‌ ଗାଡିରୁ ଖସିପଡି ଆଛୁଲି ଗ୍ରାମର ଆଶାକର୍ମୀ ପ୍ରମିଳା...

ଭୁବନେଶ୍ୱର ଅଭିମୁଖେ ଯାଉଥିଲା ଗଞ୍ଜେଇ ଭର୍ତ୍ତି କାର୍‌, ଅଧାବାଟରେ ମାଡିବସିଲା ଅବକାରୀ ବିଭାଗ

ଭଞ୍ଜନଗର,୧୦। ୩(ବାବୁଲା ପ୍ରଧାନ): ଚୋରା ଗଞ୍ଜେଇ କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। କନ୍ଧମାଳ ଜିଲାର ବିଭିନ୍ନ ଅଞ୍ଚଳରୁ ଦୈନନ୍ଦିନ ଭାୟା ଭଞ୍ଜନଗର ଦେଇ ରାଜ୍ୟ...

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ସଭାପତି ପଦବୀ ପାଇଁ ସବୁ ନାମାଙ୍କନ ରଦ୍ଦ କଲେ ନିର୍ବାଚନ ଅଧିକାରୀ

ଦିଗପହଣ୍ଡି,୧୦।୩(ଅଶେଷ ନାଥ ମିଶ୍ର): ମାର୍ଚ୍ଚ ୨୯ ତାରିଖ ଦିନ ହେବାକୁ ଥିବା ଆଇନଜୀବୀଙ୍କ ନିର୍ବାଚନକୁ ନେଇ ସମଗ୍ର ଓଡ଼ିଶାରେ ଉଷ୍ମତା ଲାଗିରହିଛି। ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ...

ଚୋରା ଚାଲାଣ ବେଳେ ଧରାପଡିଥିଲା ୩ ଟ୍ରାକ୍ଟର

ଦିଗପହଣ୍ଡି,୧୦|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ୩ ଜଣ ଗାଡ଼ି ଚାଳକ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।ଗିରଫ ଅଭିଯୁକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri