ଦାରିଙ୍ଗବାଡି ବ୍ଲକ: ଅଧ୍ୟକ୍ଷାଙ୍କ ସଭ୍ୟପଦ ରଦ୍ଦ, ଦାୟିତ୍ୱରେ ଉପାଧ୍ୟକ୍ଷ

ଦାରିଙ୍ଗବାଡ଼ି,୨୮।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ସଭ୍ୟପଦ୍ଦକୁ କୋର୍ଟ ଅସିଦ୍ଧ ଘୋଷଣା ପରେ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ତାଙ୍କ ସଭ୍ୟପଦ୍ଦକୁ ରଦ୍ଦ କରିଛନ୍ତି। ବ୍ଲକ ଉପାଧ୍ୟକ୍ଷ ରମାକାନ୍ତ ବଳିଆରସିଂଙ୍କୁ ନିର୍ବାଚନ ପର୍ଯ୍ୟନ୍ତ ଅଧ୍ୟକ୍ଷ ଦାୟୀତ୍ୱରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଚିଠି ସଂଖ୍ୟା:୬୧୭ରେ ଜିଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶ ଯେ, ସୁବେନ୍ତୀଙ୍କର ୨ରୁ ଅଧିକ ସନ୍ତାନ ଥିବାରୁ ତାଙ୍କ ସଭ୍ୟପଦ ରଦ୍ଦ ପାଇଁ ପ୍ରତିଦ୍ୱନ୍ଦ୍ୱୀ ତାଜୁଙ୍ଗିଆ ସମସତିସଭ୍ୟା ରୁଦା ମଲ୍ଲିକ କୋର୍ଟର ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରିବାର ମଙ୍ଗଳ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ସର୍ଭେ: ଲୁକ୍କାୟିତ-କ୍ରୋନିକ୍‌ ରୋଗୀ ହେବେ ଚିହ୍ନଟ

ଦାରିଙ୍ଗବାଡ଼ି,୧୯ା୧୦(ଅରୁଣ ସାହୁ): ଅନେକ ସମୟରେ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ରୋଗୀ ମୃତ୍ୟୁ ମୁଖରେ ପଡୁଛନ୍ତି। ରକ୍ତଚାପ, ଡାଇବେଟିସ୍‌, ଏଚ୍‌ଆଇଭି ହେଉ କି କ୍ୟାନ୍ସର ଭଳି...

ଧରିତ୍ରୀ ପ୍ରଭାବ: ଚୋରା ମଦ ବିକ୍ରି ଅଭିଯୋଗ ଘଟଣାରେ ପୋଲିସର ରେଡ

ଦାରିଙ୍ଗବାଡି, ୧୯।୧୦ (ଅରୁଣ ସାହୁ )-ସିମନବାଡି ଅଞ୍ଚଳରେ ଚୋରାଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ଘଟଣାରେ ପୋଲିସ ଆକ୍ସନ ମୋଡ଼ରେ ରହିଛି।...

ବାପ-ପୁଅଙ୍କୁ ଏସିଡ୍‌ ମାଡ: ସ୍ବାସ୍ଥ୍ୟାବସ୍ଥା ଗୁରୁତର

ତୁମୁଡିବନ୍ଧ(ଦୀପକ କୁମା ପରାସେଠ): ବାପା ପୁଅଙ୍କୁ ଘରେ ଶୋଇଥିବା ସମୟରେ ଏସିଡ ମାଡ଼। ବିଳମ୍ବିତ ରାତିରେ ଘରେ ଶୋଇଥିବା ସମୟରେ ଦୁର୍ବୁତ୍ତ ଘରେ ପଶି ଏସିଡ...

ବାଥ୍‌ରୁମ୍‌ରୁ ମିଳିଲା ଯୁବତୀଙ୍କ ମୃତଦେହ: ବଢୁଛି ସନ୍ଦେହ

ବାଲିଗୁଡା,୧୮।୧୦(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ପଣସପଡ଼ିଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବାଥ୍‌ରୁମ୍‌ରୁ ଯୁବତୀଙ୍କ ମୃତଶରୀର ଉଦ୍ଧାର କରାଯାଇଛି। ସୂଚନା...

ସିମନବାଡ଼ି ଅଞ୍ଚଳରେ ବଢୁଛି ଦେଶୀ-ବିଦେଶୀ ମଦ ବିକ୍ରି, ଅବକାରୀ ବିଭାଗର ନିଦ ଭାଙ୍ଗୁନି

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଅଞ୍ଚଳରେ ଚୋରା ଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ହୋଇଛି।...

କୋଟଗଡ ବନାଞ୍ଚଳରେ ବାଘ ଆତଙ୍କ: ଲୋକେ ଭୟଭିତ

ବାଲିଗୁଡା,୧୭ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ବନାଞ୍ଚଳର ସାର୍ତ୍ତୁଲ ପଞ୍ଚାୟତରେ ଗତ ୫ ଦିନ ହେଲା ବାଘ ଆତଙ୍କ...

ତୁଡୁକିବାଡ଼ିରେ ଧୂମ୍‌ଧାମରେ ଚାଲିଛି ମା’ ଗଜଲକ୍ଷ୍ମୀଙ୍କ ପୂଜା, ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼

ଦାରିଙ୍ଗବାଡ଼ି,୧୭ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗଜଲକ୍ଷ୍ମୀ ପୂଜା ପାଇଁ ଉତ୍ସବମୁଖର ହୋଇଛି। ଦାରିଙ୍ଗବାଡ଼ି ଚାରିଛକ ଓ ତୁଡୁକିବାଠାରେ ଅସ୍ଥାୟୀ ମଣ୍ଡପକୁ ସୁସଜ୍ଜିତ କରାଯିବା ସହ...

ନବୀନ ପଟ୍ଟନାୟକଙ୍କ ଜନ୍ମଦିନରେ ୫୮ ୟୁନିଟ୍‌ ରକ୍ତ ସଂଗ୍ରହ କଲେ ଦଳୀୟ କର୍ମୀ

ଦାରିଙ୍ଗବାଡ଼ି,୧୬ା୧୦(ଅରୁଣ ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ ଦାରିଙ୍ଗବାଡ଼ି ବିଜେଡି କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି। ଏହି ଅବସରରେ ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri