ଦିଲ୍ଲୀ ଗଲେ ଭୁଞ୍ଜିଆ ଦମ୍ପତି

ନୂଆପଡ଼ା ଅଫିସ,୨୩ା୧: ଦିଲ୍ଲୀରେ ହେବାକୁ ଥିବା ଜାତୀୟ ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ନୂଆପଡ଼ା ଜିଲାର ଆଦିବାସୀ ଦମ୍ପତି ଭୁଜବଳ ମାଝି ଓ ସ୍ତ୍ରୀ କୁଞ୍ଜବାଇ ମାଝି। ରାଷ୍ଟ୍ରପତି ଭବନରୁ ଏ ନେଇ ନିମନ୍ତ୍ରଣ ପାଇବା ପରେ ଶନିବାର ଅପରାହ୍ନରେ ଏହି ଦମ୍ପତି ରାୟପୁରରୁ ବିମାନ ଯୋଗେ ଦିଲ୍ଲୀ ଯାତ୍ରା କରିଛନ୍ତି। ଆସନ୍ତା ସାଧାରଣତନ୍ତ୍ର ଦିବସରେ ରାଜପଥରେ ରାଜ ଅତିଥି ଭାବେ ସାମିଲ ହୋଇ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁମନ୍ତ୍ରୀ ଓ ଅଧିକାରୀଙ୍କୁ ସାକ୍ଷାତ କରିବେ। ସୁନାବେଡା ଉପତ୍ୟକାର ଆଦିମ ଜନଜାତିଙ୍କ ମୁଖ୍ୟ ଖାଦ୍ୟ କନ୍ଦମୂଳ, ପାରମ୍ପରିକ ଖାଦ୍ୟ ପିତାକନ୍ଦା ସହ ମାଣ୍ଡିଆ ଦ୍ୱାରା ପ୍ରସ୍ତୁତ ଖାଦ୍ୟ ଖାଇବାକୁ ଦେବେ। ଫେବୃୟାରୀ ୨ରେ ସେମାନେ ନୂଆପଡ଼ା ଫେରିବେ। ଏହି ଦମ୍ପତିଙ୍କ ଗାଇଡ ଭାବେ ଚକୋଟିଆ ଭୁଞ୍ଜିଆ ଉନ୍ନୟନ ସଂସ୍ଥାର ସ୍ବତନ୍ତ୍ର ଅଧିକାରୀ ହିମାଂଶୁ ମହାପାତ୍ର ସାଥିରେ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri