Posted inଜାତୀୟ

ଦିଲ୍ଲୀ ହିଂସା: ୮ ଦିନ ହେଲା ସ୍ତ୍ରୀ-୪ ପିଲାଙ୍କ ବାଟ ଚାହିଁ ବସିଛନ୍ତି ରିକ୍ସା ଚାଳକ

ନୂଆଦିଲ୍ଲୀ,୧।୩: ଦିଲ୍ଲୀ ହିଂସାରେ ଇତିମଧ୍ୟରେ ୪୫ଟି ମୃତଦେହ ଉଦ୍ଧାର ହୋଇଛି। ଫେବୃୟାରୀ ୨୩ରେ ସ୍ତ୍ରୀ ଓ ୪ ପିଲାଙ୍କଠାରୁ ଅଲଗା ହୋଇଯାଇଥିବା ରିକ୍ସା ଚାଳକ ମଇନୁଦ୍ଦିନ୍‌ ଏବେ ମୁସ୍ତଫାବାଦ ଅଞ୍ଚଳର ଏକ ନାଳ କଡ଼ରେ ପଡ଼ି ରହିଛନ୍ତି। ଆଖିରୁ ତାଙ୍କର ଲୁହ ଶୁଖୁନି। ଏପର୍ଯ୍ୟନ୍ତ ତାଙ୍କ ସ୍ତ୍ରୀ ଏବଂ ପିଳାଙ୍କ ସନ୍ଧାନ ମିଳିପାରି ନ ଥିବାରୁ ସେ ବ୍ୟସ୍ତ ବିବ୍ରତ ହୋଇଯାଇଛନ୍ତି। ହିଂସାରୁ ରକ୍ଷା ପାଇଁ ପିଲାଙ୍କୁ ନେଇ ସୁରକ୍ଷିତ ସ୍ଥାନକୁ ପଳାଇବା ଲାଗି ସ୍ତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ହିଂସା ଥମିଛି ତେବେ ତାଙ୍କ ପରିବାର ସଦସ୍ୟଙ୍କ କୌଣସି ଖୋଜ୍‌ ଖବର ମିଳିନି। ହିଂସା ପୂର୍ବରୁ ଘର ପାଇଁ ସେ ୨୦୦୦ ଟଙ୍କାର ରାଶନ ଆଣିଥିଲେ। ମାତ୍ର ଦଙ୍ଗାକାରୀ ଘର ସହିତ ସେସବୁ ଜଳାଇ ଦେଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଉଦ ଇବ୍ରାହିମଙ୍କ ଭାଇଙ୍କ ଫ୍ଲାଟକୁ କବ୍ଜା କଲା ଇଡି

ଥାନେ,୨୪/୧୨:ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗ୍ୟାଙ୍ଗଷ୍ଟର ଦାଉଦ ଇବ୍ରାହିମଙ୍କ ଭାଇ ଇକବାଲ କାସ୍କର ଏବଂ ତାଙ୍କ ସହଯୋଗୀଙ୍କ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଥାନେରେ ଥିବା...

ଜଷ୍ଟିସ୍‌ ଭି. ରାମସୁବ୍ରମଣ୍ୟନ୍‌ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ ନିଯୁକ୍ତ

ନୂଆଦିଲ୍ଲୀ,୨୪ା୧୨: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଭି. ରାମସୁବ୍ରମଣ୍ୟନ୍‌ଙ୍କୁ ଭାରତର ଜାତୀୟ ମାନବାଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି)ର ୯ମ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ପୂର୍ବରୁ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ...

ଏକାଧିକ ବିବାହ କରି ୧.୨୫ କୋଟି ଠକେଇ

ଜୟପୁର, ୨୪।୧୨: ରାଜସ୍ଥାନର ଜୟପୁର ପୋଲିସ ସୀମା ଅଗ୍ରୱାଲ ଓରଫ ନିକ୍କି ନାମ୍ନୀ ଜଣେ ଯୁବତୀଙ୍କୁ ରବିବାର ଉତ୍ତରାଖଣ୍ଡର ଡେରାଡୁନ୍‌ରୁ ଗିରଫ କରିଛି। ଲୁଟେରା କନ୍ୟା...

ଭଏସ୍ କଲ୍, ମେସେଜ ପାଇଁ ସ୍ବତନ୍ତ୍ର ପ୍ଲାନ ଆଣିବାକୁ ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୩ା୧୨: ଟେଲିକମ୍ ରେଗୁଲେଟର ଟେଲିକମ୍ ରେଗୁଲେଟୋରୀ ଅଥରିଟି ଅଫ୍ ଇଣ୍ଡିଆ (ଟ୍ରାଇ) ସୋମବାର ଶୁଳ୍କ ନିୟମରେ ସଂଶୋଧନ କରିଛି। ଏହା ଅଧୀନରେ ମୋବାଇଲ୍ ସେବା ପ୍ରଦାନକାରୀ...

ବଢ଼ିଲା ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଅଡୁଆ, ପୁଣି ପୋଲିସ ନିକଟରେ ହାଜର ହେବାକୁ ନୋଟିସ

ହାଇଦ୍ରାବାଦ,୨୩ା୧୨: ହାଇଦ୍ରାବାଦ ପୋଲିସ ସନ୍ଧ୍ୟା ଥିଏଟର ଦଳାଚକଟା ଘଟଣାରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ନୂଆ ସମନ ଜାରି କରିଛି ହାଇଦ୍ରାବାଦ ଚିକ୍କଡପଲ୍ଲୀ ପୋଲିସ। ଘଟଣା ସମ୍ପର୍କରେ...

କୋର୍ଟରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ,୨୩ା୧୨: ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ...

କଟକଣା ହଟାଇଲେ କେନ୍ଦ୍ର ସରକାର: ଫେଲ୍‌ ହେଲେ ପରବର୍ତ୍ତୀ ଶ୍ରେଶୀକୁ ଯାଇ ପାରିବେ ନାହିଁ

ନୂଆଦିଲ୍ଲୀ,୨୩।୧୨: ଶିକ୍ଷାର ମାନ ବୃଦ୍ଧି ପାଇଁ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ନେଉଥିଲା ବେଳେ ସୋମବାର ଆଉ ଏକ ନିୟମକୁ କଡ଼ାକଡ଼ି କରିଛନ୍ତି। ଏଣିକି ପଞ୍ଚମ...

ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି! ପୂରା ଖବର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୧୨: ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଛତିଶଗଡ଼ରୁ ଆସିଛି ଏଭଳି ଏକ ସଂଗୀନ ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri