ଦ୍ୱିତୀୟ ବିଶ୍ୱଯୁଦ୍ଧର ୭୦୦ ମୃତକଙ୍କ ଦେହାବଶେଷକୁ କବର ଦେଲା ପୋଲାଣ୍ଡ

ଓ୍ବାର୍ସା,୨ା୯:ଦ୍ୱିତୀୟ ବିଶ୍ୱଯୁଦ୍ଧ ବେଳେ ନାଜି ଜର୍ମାନୀର ଗଣହତ୍ୟାରେ ପ୍ରାଣ ହରାଇଥିବା ୭୦୦ରୁ ଅଧିକ ମୃତକଙ୍କ ଦେହାବଶେଷକୁ ପୋଲାଣ୍ଡ ସୋମବାର ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ କବର ଦେଇଛି। ଏହି ଦେହାବଶେଷଗୁଡ଼ିକ ନିକଟରେ ତଥାକଥିତ ଭ୍ୟାଲି ଅଫ୍‌ ଡେଥ୍‌ (ମୃତ୍ୟୁ ଉପତ୍ୟକା)ରୁ ବାହାର କରାଯାଇଥିଲା। ସେମାନଙ୍କ ପାଇଁ ବାସିଲିକାରେ ଗଣସତ୍କାର କରାଯିବା ସହ ଚୋଜ୍‌ନିସ୍‌ ସହରରେଶୋକ ପାଳନ କରାଯାଇଥିଲା। ପରେ ସ୍ଥାନୀୟ ଶ୍ମଶାନରେ ସାମରିକ ମର୍ଯ୍ୟାଦାର ସହ କବର ଦିଆଯାଇଥିଲା। ଐତିହାସିକମାନଙ୍କ ମତରେ ୧୯୩୯ ସେପ୍ଟେମ୍ବର ୧ରେ ଜର୍ମାନୀର ନାଜି ଶାସକମାନେ ପୋଲାଣ୍ଡ ଦଖଲ କରିବା ପରେ ଅନେକ ସାଧାରଣ ଲୋକଙ୍କୁ ହତ୍ୟା କରିଥିଲେ। ୧୯୪୫ ଜାନୁଆରୀରେ ଜର୍ମାନମାନେ ଉକ୍ତ ଅଞ୍ଚଳ ଛାଡ଼ି ପଳାଇବା ସମୟରେ ମଧ୍ୟ କେତେଜଣଙ୍କୁ ହତ୍ୟା କରିଥିଲେ। ଏହି ଯୁଦ୍ଧରେ ପୋଲାଣ୍ଡ ୬ ନିୟୁତ ନାଗରିକଙ୍କୁ ହରାଇଥିଲା, ଯାହାର ଅଧା ଇହୁଦୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଦକ୍ଷିଣ ପୂର୍ବରେ ଜୋରଦାର ଆକ୍ରମଣ, ୧୦ ପୋଲିସ କର୍ମୀ ମୃତ

ଦୁବଇ,୨୬।୧୦: ଶନିବାର ଇରାନର ଅଶାନ୍ତ ଦକ୍ଷିଣ ପ୍ରଦେଶ ସିସ୍ତାନ ଏବଂ ବାଲୁଚିସ୍ତାନରେ ଏକ ପୋଲିସ କନଭେନ ଉପରେ ଏକ ବଡ଼ ଆକ୍ରମଣ ହୋଇଛି। ନ୍ୟୁଜ ଏଜେନ୍ସି...

ଜେଲରେ ବନ୍ଦ ଥିବା ନୋବେଲ ଶାନ୍ତି ପୁରସ୍କାର ବିଜେତା ନର୍ଗିସଙ୍କର ବଢିଲା ସମସ୍ୟା

ଦୁବଇ,୨୬।୧୦: ନୋବେଲ ଶାନ୍ତି ପୁରସ୍କାର ବିଜୟୀନି ନର୍ଗିସ ମୋହମ୍ମଦିଙ୍କ ସମସ୍ୟା ଥମିବାର ଯେମିତି ନାଁ ନେଉନାହିଁ। ତାଙ୍କୁ ପୁଣିଥରେ ଇରାନ କର୍ତ୍ତୃପକ୍ଷ ଅତିରିକ୍ତ ୬ମାସ କାରାଦଣ୍ଡରେ...

ଯୁଆଡେ ଚାହିଁଲେ ସେଆଡେ ହିନ୍ଦୁ, ବାଂଲାଦେଶରେ ସନାତନ ଜାଗରଣ ମଞ୍ଚର ବଡ଼ ପ୍ରଦର୍ଶନ

ଢାକା,୨୬।୧୦: ବାଂଲାଦେଶରେ ଲାଗାତାର ଭାବେ ସଂଖ୍ୟାଲଘୁ ବିଶେଷ କରି ହିନ୍ଦୁଙ୍କୁ ଟାର୍ଗେଟ କରାଯାଉଛି । ବର୍ତ୍ତମାନ ସଂଖ୍ୟାଲଘୁଙ୍କ ବିରୋଧରେ ଚାଲିଥିବା ହିଂସା ବିରୋଧରେ ସ୍ବର ଉତ୍ତୋଳନ...

ପ୍ରତିଶୋଧ ନେଲା ଇସ୍ରାଏଲ, ରାତି ଅଧରେ ତେହହେରାନରେ ମିସାଇଲ ମାଡ

ତେହେରାନ,୨୬।୧୦: ସକାଳୁ ସକାଳୁ ଇରାନ ଉପରେ ଜୋରଦାର ଆକ୍ରମଣ କରିଛି ଇସ୍ରାଏଲ । ପ୍ରତିଶୋଧ ନେବାକୁ ଇସ୍ରାଏଲ ପକ୍ଷରୁ ବି ବଡ଼ ଧରଣର ଆକ୍ରମଣ ହୋଇଛି...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ମୋ ହାତ, ଅଣ୍ଟାକୁ ଛୁଇଁଥିଲେ ଡୋନାଲ୍ଡ ଟ୍ରମ୍ପ: ସାଂଘାତିକ ଅଭିଯୋଗ ଆଣିଲେ ପୂର୍ବତନ ମଡେଲ୍‌

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମାତ୍ର ୧୦ ଦିନ ବାକି ଅଛି। ଭାରତୀୟ ମୂଳର କମଲା ହାରିସ ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ କଡ଼ା...

ଟ୍ରମ୍ଫଙ୍କ ପାଇଁ ପାଣିଭଳି ଅର୍ଥ ଖର୍ଚ୍ଚ କରୁଛନ୍ତି ମସ୍କ

ଓ୍ବାଶିଂଟନ,୨୫।୧୦: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ବିଲିୟନେୟାର ଏଲୋନ ମସ୍କ ଖୋଲାଖୋଲି ଭାବେ ଡୋନାଲ୍ଡ ଟ୍ରମ୍ପଙ୍କୁ ସମର୍ଥନ କରୁଛନ୍ତି। ଟ୍ରମ୍ପଙ୍କ ସମର୍ଥନରେ ସେ ନିରନ୍ତର ରାଲି ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri