ନଦୀ ପାର ବେଳେ ଜୀବନ ଗଲା

ରାଇରଙ୍ଗପୁର, ୯।୫(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ରାଇରାଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗ୍ରାମରେ ପରମେଶ୍ୱର ମହାନ୍ତ ନାମକ ଜଣେ ବ୍ୟକ୍ତି ନଦୀ ପାର ହୋଇ ଯିବାବଳେ ଭାସିଯାଇ ପ୍ରାଣ ହରାଇଛନ୍ତି। ସେ ଶନିବାର ମାର୍କେଟିଂ କରିବାପାଇଁ ରାଇରଙ୍ଗପୁର ସହରାଞ୍ଚଳକୁ ଯାଉଥିଲେ। ନଦୀ ପାର ହେବାବେଳେ ଭାରସାମ୍ୟ ହରାଇ ନଦୀଜଳରେ ଭାସିଯାଇଥିଲେ। ଖବରପାଇ ରାଇରଙ୍ଗପୁର ସହରାଞ୍ଚଳ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ/୬/୨୦୨୦) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀମାନଙ୍କ ଆତ୍ମସୁରକ୍ଷା ପାଇଁ ତାଲିମ ପ୍ରଶିକ୍ଷଣ ଜରୁରୀ’

ପୁରୁଷୋତ୍ତମପୁର,୬ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜରେ ଆତ୍ମସୁରକ୍ଷା ଶିବିର ଅଧ୍ୟାପିକା ଶ୍ରାବଣୀ ଖଟେଇଙ୍କ ସଂଯୋଜନାରେ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ କଲେଜର ଅଧ୍ୟକ୍ଷ...

ଯୁବକଙ୍କୁ ଚାପିଦେଲା ଧାନ ବୋଝେଇ ଟ୍ରକ୍‌, ମୃତଦେହ ରଖି ଆନ୍ଦୋଳନ କଲେ ଗ୍ରାମବାସୀ

ପାଇକମାଳ,୬ା୧(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳରୁ ୮କିଲୋମିଟର ଦୂର ଚୂହାପାଲିଠାରେ ସୋମବାର ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା। ଗୋଟିଏ ଧାନବସ୍ତା ଲୋଡିଂ ଟ୍ରକ୍‌ ବ୍ରିଜ୍‌ ଅତିକ୍ରମ...

ସଡ଼କ ସୁରକ୍ଷା ସଚେତନତା: ଦ୍ରୁତଗତିରେ ଗାଡ଼ି ନ ଚଳାଇବାକୁ ପରାମର୍ଶ

ଦାରିଙ୍ଗବାଡ଼ି,୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ସଭାଗୃହଠାରେ ସଡ଼କ ସୁରକ୍ଷା ସପ୍ତାହ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜାଗୃତି ସମ୍ପାଦକ କୈଳାସ...

ଘନକୁହୁଡ଼ି ସହ ବାଲିଗୁଡ଼ାକୁ ପୁଣି ଫେରିଛି ଶୀତ, ଯାନବାହନ ଚଳାଚଳରେ ବାଧା

ବାଲିଗୁଡ଼ା,୬ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ ମେଘୁଆ ପାଗ ପରେ ପୁଣି କୁହୁଡ଼ି ସାଙ୍ଗକୁ ଫେରିଲା ଶୀତ ଲହରି। ଲଘୁଚାପ ବର୍ଷା ପରେ...

ସାତକୋଶିଆରେ ଆରମ୍ଭ ହେଲା କୁମ୍ଭୀର ଗଣନା

ଅନୁଗୋଳ,୬ା୧: ସୋମବାରଠାରୁ ୩ ଦିନ ପର୍ଯ୍ୟନ୍ତ ସାତକୋଶିଆରେ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ...

ମା’ଙ୍କ ଖର୍ଚ୍ଚ ରସିଦ ବହିରେ ତାଳମେଳ ନାହିଁ

ମହାକାଳପଡ଼ା, ୬ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର ପୂର୍ବତନ ଟ୍ରଷ୍ଟିଙ୍କ ଫଲ୍ସ ରସିଦ ହିସାବ ତଦନ୍ତ ବେଳେ ଧରାପଡ଼ିଛି। ୨୦୧୪...

କ୍ରିକେଟ୍‌ରେ ଇତିହାସ ରଚିଲେ ପାକିସ୍ତାନ ଯୋଡ଼ି: ଭାଙ୍ଗିଲା ୨୨ ବର୍ଷର ରେକର୍ଡ

କେପଟାଉନ,୬।୧: ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ତଥା ଶେଷ ଟେଷ୍ଟ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ କେପଟାଉନରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ...

ବରଗଡ଼ରେ ହେବ ବାଲ୍‌ ଧନୁଯାତ୍ରା

ମଥୁରାନଗରୀ,୬।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ତେବେ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri