ନିର୍ବାଚନରେ ହାରିବି ଅଥବା ଜିତିବି ଜଣାନାହିଁ, ହେଲେ ଲୋକଙ୍କ ସେବା ଜାରି ରଖିବି: ଦାମ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଗୁରୁବାର ଭୋଟ ଗଣତି। ଏହା ପରେ କିଏ ଜିତିବ, କିଏ ହାରିବ ତାହା ସ୍ପଷ୍ଟ ହୋଇଯିବ। ମାତ୍ର ଏବେଠାରୁ ଆରମ୍ଭ ହେଲାଣି ଅଙ୍କକଷା। ବିଭିନ୍ନ ଗଣମାଧ୍ୟମରେ ଏକଜିଟ୍‌ ପୋଲ ପ୍ରକାଶ ପାଇବା ପରେ ଚର୍ଚ୍ଚା ଆହୁରି ବଢ଼ିଯାଇଛି। ତେବେ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ଦାମୋଦର ରାଉତ।

ଦାମ କହିଛନ୍ତି, ନିର୍ବାଚନରେ ସେ ଜିତିବେ କି ହାରିବେ ତାହା ଜାଣି ନାହାନ୍ତି। ଜିତିବା, ହାରିବା ଉପରେ ସେ ଗୁରୁତ୍ୱ ଦେଉନାହାନ୍ତି। କିନ୍ତୁ ସେ ପୂର୍ବ ଭଳି ଲୋକଙ୍କ ସେବା ଜାରି ରଖିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ରୁ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ଫର୍ମ ପୂରଣ

କଟକ,୫ା୧(କାର୍ତ୍ତିକ ସାହୁ)ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ନିମନ୍ତେ ଫର୍ମ ପୂରଣ ଆସନ୍ତା ୭ରୁ ୧୭ ତାରିଖ...

ଦିଲ୍ଲୀରେ ପ୍ରଜ୍ଞାପନ ମେଢ଼କୁ ନେଇ ବଢ଼ିଲା ରାଜନୀତି: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ଭୁବନେଶ୍ୱର,୫।୧(ଅନିଲଦାସ): ଚଳିତବର୍ଷ ଦିଲ୍ଲୀର କର୍ତ୍ତବ୍ୟ ପଥରେ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ନ ଗଡ଼ିବା ଏକ କ୍ଷୋଭର ବିଷୟ ବୋଲି...

ପ୍ରବାସୀ ଭାରତୀୟ: ବିକଶିତ ଭାରତର ନବସୃଜନର ପରିଭାଷା

ଆପଣମାନଙ୍କ ସହଯୋଗ ଏବଂ ପ୍ରବାସୀ ଭାରତୀୟଙ୍କ ଅଂଶଗ୍ରହଣ ବିନା ‘ବିକଶିତ ଭାରତ’ର ଯାତ୍ରା ଅସମ୍ପୂର୍ଣ୍ଣ ରହିବ। ବିକଶିତ ଭାରତ ସଂକଳ୍ପରେ ଯୋଗ ଦେବାପାଇଁ ମୁଁ ଆପଣମାନଙ୍କୁ...

ଆଜିଠୁ ଆଦିବାସୀ ମେଳା

ଭୁବନେଶ୍ୱର,୫।୧(ସୁଚିସ୍ମିତା ସାହୁ)ରାଜଧାନୀରେ ସୃଷ୍ଟି ହେବ ଆଦିବାସୀ ଗ୍ରାମର ଭ୍ରମ। ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଉପଲକ୍ଷେ ଜାନୁଆରୀ ୨୬ ପରିବର୍ତ୍ତେ ୫ ତାରିଖରୁ ପ୍ରଦର୍ଶନୀ ପଡ଼ିଆରେ...

ଆଜିଠାରୁ ଆରମ୍ଭ ହେବ ‘ଏକାମ୍ର ଉତ୍ସବ’

ଭୁବନେଶ୍ୱର, ୫।୧ (ବନ୍ଦନା ସେଠୀ)- ପ୍ରବାସୀ ଭାରତୀୟ ଦିବସରେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ତଥା ଐତିହ୍ୟକୁ ଉଜ୍ଜୀବିତ କରିବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ...

ଦୁଲୁକିଲା ରାଜଧାନୀ, ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର ଯାଏ ମଉଜମସ୍ତିର ଆସର

ଭୁବନେଶ୍ୱର,୫।୧:ଦୁଲୁକିଲା ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର । ଜମିଛି ନୃତ୍ୟ ଗୀତର ଆସର। ଝୋଟି, ଯୋଗ, ସ୍କେଟିଂ, ସାଇକେଲିଂ, ବାସ୍କେଟ ବଲ, ଲୁଡୁ, କୁଇଜ କମ୍ପିଟିସନ, ରଙ୍ଗୋଲୀ, ମ୍ୟାଜିକ...

ଦୁର୍ଘଟଣା ରୋକିବ ସ୍ମାର୍ଟ ଡିଭାଇସ୍‌

ଭୁବନେଶ୍ୱର,୫ା୧(ଅନିଲ ଦାସ): ଗତ ୧୦ ବର୍ଷରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ୪୭ ହଜାରରୁ ଅଧିକ ଜୀବନ ଯାଇଛି। ସଡ଼କ ଦୁର୍ଘଟଣା ରୋକିବା ପାଇଁ ସମସ୍ତ ବସ୍‌ରେ...

‘ପାଠ୍ୟ ପୁସ୍ତକରେ ବରଗଡ଼ ଧନୁଯାତ୍ରା ସ୍ଥାନିତ ହେଉ’; କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଆଦେଶ ଦେଲେ କଂସ ମହାରାଜ…

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ)-ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଶନିବାର ରାଜ ଦରବାରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଶିକ୍ଷା, ସଂସ୍କୃତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri