![](https://www.dharitri.com/wp-content/uploads/2019/05/RAJENDRA.jpg)
ନୂଆପଡ଼ା,୨୩।୫: ୭ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ଆଗୁଆ ଅଛନ୍ତି। ରାଜେନ୍ଦ୍ର ୧୪୫୯୩ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଘାସିରାମ ମାଝି ୧୧୮୮୫ ଭୋଟ ପାଇଛନ୍ତି।
ନୂଆପଡ଼ା,୨୩।୫: ୭ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ଆଗୁଆ ଅଛନ୍ତି। ରାଜେନ୍ଦ୍ର ୧୪୫୯୩ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଘାସିରାମ ମାଝି ୧୧୮୮୫ ଭୋଟ ପାଇଛନ୍ତି।
ନୂଆଦିଲ୍ଲୀ,୧୯।୧୨: ସମ୍ବିଧାନର ସୃଷ୍ଟିକର୍ତ୍ତା ଡ. ଆମ୍ବେଦକରଙ୍କ ଉପରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବିବୃତ୍ତି ପରେ ରାଜନୀତି ଉଠୁଛି ପଡୁଛି। ଏହାକୁ ନେଇ ଆଜି ସଂସଦ ପରିସରରେ...
ପୁରୀ,୧୯ା୧୨: ନୂଆବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ। ଏନେଇ ଗୁରୁବାର ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢ଼ୀ। ସ୍ବତନ୍ତ୍ର ବ୍ୟାରିକେଡ ଯୋଗେ ନୂଆବର୍ଷରୁ...
ଭବାନୀପାଟଣା,୧୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଦିନିକିଆ ଗସ୍ତରେ ଆସିଛନ୍ତି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଳିଙ୍ଗ। ଏହି...
ସମ୍ବଲପୁର,୧୯ା୧୨(ପ୍ରମୋଦ ବହିଦାର): ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇ ତଥା ସମ୍ବଲପୁରର ଅନ୍ୟତମ ସ୍ବେଚ୍ଛାସେବୀ ସଂଗଠନ ବିଶ୍ବ(ଭାରତ ଇଣ୍ଟିଗ୍ରେଟେଡ ସୋସିଆଲ ଓ୍ବେଲଫେୟାର ଏଜେନ୍ସି)ର ପ୍ରତିଷ୍ଠାତା ତଥା...
ଭୁବନେଶ୍ୱର,୧୯ା୧୨(ଅନିଲ ଦାସ): ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି। ଦର ବୃଦ୍ଧି ବିରୋଧରେ ଆସନ୍ତା ଜାନୁଆରୀ ୬ରେ ସଚିବାଳୟ ସମ୍ମୁଖରେ ବିଜେଡି...
ବ୍ରହ୍ମପୁର,୧୮ା୧୨(ସ୍ମୃତି ରଂଜନ ମହାଲିକ)-ବିବାଦରୁ ଦୂରେଇ ଶୃଙ୍ଖଳିତ ହୁଅ। ମିଳିମିଶି ଦଳର ସଂଗଠନକୁ ଅଧିକ ମଜଭୁତ ପାଇଁ କାମ କର। ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍ସି)ର ବିଜେଡି...
ଝରିଗାଁ,୧୮ା୧୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଝରିଗାଁ ଏବଂ ଚଚା ମଣ୍ଡିରେ ମଧ୍ୟ ଧାନର ଏଫ୍ଏକ୍ୟୁ ମାନକୁ ନେଇ ବିବାଦ ଦେଖାଦେଇଛି। କିଛି...
ବ୍ରହ୍ମପୁର,୧୮ା୧୨(ସ୍ମୃତିରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍ସି) ବିଜେଡି କର୍ପୋରେଟର ଏବଂ ମେୟର ଓ ଡେପୁଟି ମେୟରଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ଭୁବନେଶ୍ୱର ନବୀନ...