ପରୀକ୍ଷା କେନ୍ଦ୍ରରେ ଭଙ୍ଗାଯାଉଛି ସିସିଟିଭି

ଭୁବନେଶ୍ୱର,୨୧।୨(ବ୍ୟୁରୋ): ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ଲଗାଯାଇଥିବା ସିସିଟିଭିକୁ ଜାଣିଶୁଣି ଭଙ୍ଗାଯାଉଛି। ଆଗାମୀ ଦିନରେ ଏଭଳି ଘଟଣାର ପୁନରାବୃତ୍ତିକୁ ରୋକିବାକୁ ତଥା ସିସିଟିଭିର ସୁରକ୍ଷା ଲାଗି ବୋର୍ଡ ପରୀକ୍ଷା ନିୟନ୍ତ୍ରକ ସମସ୍ତ ଜିଲା ଶିକ୍ଷାଧିକାରୀ(ଡିଇଓ)ଙ୍କୁ ନୋଟିସ ଜାରି କରିଛନ୍ତି। ଏଭଳି ଘଟଣା ଆଉ ଘଟିଲେ ସ୍କୁଲ କର୍ତ୍ତୃପକ୍ଷ ଦାୟୀ ରହିବେ। କେବଳ ଦାୟୀ ନୁହେଁ, ସିସିଟିଭି ନଷ୍ଟ ହୋଇଥିବା ଉପକରଣର ସମସ୍ତ ଅର୍ଥ କ୍ଷତିପୂରଣ ଆକାରରେ ସ୍କୁଲ କର୍ତ୍ତୃପକ୍ଷଙ୍କଠାରୁ ଆଦାୟ କରାଯିବ। ଯେକୌଣସି ମତେ ସିସିଟିଭିର ସୁଇଚ୍‌ ବନ୍ଦ କରାଯିବ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପଟେ ପରୀକ୍ଷାର୍ଥୀ ଯଦି ଏ ଘଟଣାରେ ସମ୍ପୃକ୍ତ ଥାଆନ୍ତି, ତେବେ ସେମାନଙ୍କ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ କରାଯିବ ନାହିଁ। ମାଟ୍ରିକ ପରୀକ୍ଷାକୁ ସ୍ବଚ୍ଛ ଓ ଶୃଙ୍ଖଳିତ କରିବା ପାଇଁ ବୋର୍ଡ ପକ୍ଷରୁ ଚାରିସ୍ତରୀୟ ସ୍କାଡ୍‌ ବ୍ୟବସ୍ଥା କରାଯାଇଛି। ଉତ୍ତେଜନା ପ୍ରବଣ କେନ୍ଦ୍ରଗୁଡ଼ିକରେ ଅଧିକ ପୋଲିସ ମୁତୟନ ସହ ପରୀକ୍ଷା କେନ୍ଦ୍ର ଚାରିପାଖରେ ଲୋକଙ୍କ ଭିଡ଼ ରୋକିବା ନିମନ୍ତେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ୧୦୦୦ ପରୀକ୍ଷା କେନ୍ଦ୍ରରେ ସିସି କ୍ୟାମେରା ଲଗାଯାଇଛି। ତେବେ ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଜାଣିଶୁଣି ସିସିଟିଭି ଭଙ୍ଗାଯାଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଝଟ୍‌କା: ପ୍ରତିଷ୍ଠା ଦିବସରେ ଦଳ ଛାଡ଼ଲେ ବ୍ଲକ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ି ଭାଜପାରେ ମିଶିଲେ ଭଞ୍ଜନଗର ବ୍ଲକ ଅଧ୍ୟକ୍ଷ। ପ୍ରତିଷ୍ଠା ଦିବସରେ ପଦ୍ମ ଧରିଲେ ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ।...

ନୂଆ କ୍ୟାଲେଣ୍ଡରକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୧୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂତନ ବର୍ଷ କ୍ୟାଲେଣ୍ଡର (ଉଭୟ ୱାଲ ଏବଂ ଡେସ୍କ) ପ୍ରକାଶ ପାଇଛି। କ୍ୟାଲେଣ୍ଡରର ପ୍ରଥମ କପିକୁ ଶ୍ରୀମନ୍ଦିରରେ...

ବିଜେଡି ପ୍ରତିଷ୍ଠା ଦିବସରେ ଦଳକୁ ସୁଦୃଢ଼ କରୁଥିଲେ ନବୀନ: ଏପଟେ ହାତାହାତି ହୋଇଗଲେ ବିଜେଡି ନେତ୍ରୀ

ଭୁବନେଶ୍ୱର,୨୬।୧୨: ଆଜି ବିଜେଡିର ପ୍ରତିଷ୍ଠା ଦିବସ । ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅଭିଭାଷଣ ରଖିଥିବା ବେଳେ ଶଙ୍ଖ...

ନିଦ ହଜାଇଛି ଜିନ୍ନତ: ପୁଣି ଓଡ଼ିଶା ଆସିବାକୁ ଯାଉଛନ୍ତି ଆଉ ଦୁଇ ବାଘ

ଭୁବନେଶ୍ୱର,୨୬ା୧୨: ମହାରାଷ୍ଟ୍ରରୁ ଓଡ଼ିଶା ଆସିଥିବା ବାଘୁଣୀ ଜିନ୍ନତ ତିନି ରାଜ୍ୟ ବନ ବିଭାଗର ନିଦ ହଜାଇଛି। ଏହାରି ମଧ୍ୟରେ ଆଉ କିଛି ବାଘ ପୁଣି ଓଡିଶା...

Featured Video Play Icon

ଏମାନଙ୍କଠୁ ଶିଖିବା କଥା ବନ୍ଧୁତା

ବନ୍ଧୁତା , ଏ ଶବ୍ଦଟି ସତରେ କେତେ ମଧୁର ତାର ଜ୍ୱଳନ୍ତ ଦୃଶ୍ୟ ଏଇ ବୁଲା ଷଣ୍ଢ ଓ ବୁଲା କୁକୁର ଦୋସ୍ତିକୁ ଦେଖି ଜାଣିପାରୁଥିବେ...

ରଘୁବର ଦାସଙ୍କ ଇସ୍ତଫା ପରେ ପୁଅ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବଢ଼ିଲା ଦାବି

ଭୁବନେଶ୍ୱର,୨୬ା୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫା ଗ୍ରହଣ କରିବା ପରେ ହରିବାବୁ କମ୍ଭମପତିଙ୍କୁ ରାଜ୍ୟର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ...

ନବୀନଙ୍କ ପରେ କିଏ? ଉତ୍ତରରେ ନବୀନ କହିଲେ ମୋ’ ପରେ…

ଭୁବନେଶ୍ୱର,୨୬ା୧୨: ଗୁରୁବାର ଶଙ୍ଖଭବନରେ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି। ଏଥିସହିତ...

ନବୀନଙ୍କୁ କଡ଼ା ଟାର୍ଗେଟ୍‌ କଲେ ଧର୍ମେନ୍ଦ୍ର, କହିଲେ ୨୪ ବର୍ଷରେ ଯିଏ ପାଣି ଯୋଗାଇ ପାରିଲେନି ସେ ପୁଣି…

ଭୁବନେଶ୍ୱର,୨୬ା୧୨: ଗୁରୁବାର ବିଜେଡିର ପ୍ରତିଷ୍ଠା ଦିବସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପା ଉପରେ ବର୍ଷିଥିବାବେଳେ ନବୀନଙ୍କୁ ମଧ୍ୟ କଡ଼ା ଟାର୍ଗେଟ୍‌ କରି ଭାଜପା ସମାଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri