ପଳାଶପଙ୍ଗା ବ୍ୟାଙ୍କ ଅଫ ଇଣ୍ଡିଆରୁ ଚୋରି

ରାଇସୁଆଁ, ୧୦ା୨ (ଡି.ଏନ.ଏ.)-କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଳାଶପଙ୍ଗା ନିକଟ ଓସିଏଲା ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ ରବିବାର ରାତିରେ ତାଲା ତାଡି ଲକ୍ଷାଧିକ ଟଙ୍କାର ଚୋରି ହୋଇଥିବା ସୂଚନା ମିଳିଛି। ଶାଖା ପରିଚାଳକ ସଦର ଥାନାରେ ଅଭିଯୋଗ କରିବା ପରେ ସଦର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି। ଏ ସମ୍ପର୍କରେ ସଦର ଥାନା ଆଇଆଇସି ଜୟନାରାୟଣ ଖଣ୍ଡେଇ କହିଛନ୍ତି ଯେ, ତଦନ୍ତ ଚାଲିଛି । କେତେ ଟଙ୍କା ଚୋରି ହୋଇଛି ତାର ଠିକ୍‌ ଆକଳନ ହୋଇପାରିନି, ଏହା ତଦନ୍ତ ପରେ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନକୁ ଜାମ କଲା ଅଳିଆ ଆବର୍ଜନା: ନାକ ଟେକିଲେ ପର୍ଯ୍ୟଟକ

ଦାରିଙ୍ଗବାଡି,୧୬/୪ (ଅରୁଣ ସାହୁ)-ଦାରିଙ୍ଗବାଡି ଏବେ ଅଳିଆ ଆବର୍ଜନା ଆଉ ପୁତ୍ତିମୟ ଗନ୍ଧରେ ନାକ ଫାଟୁଛି। ପର୍ଯ୍ୟଟକ ଆଉ ଦାରିଙ୍ଗବାଡିକୁ ନା କହିବା ଆରମ୍ଭ କଲେଣି ।...

୧୦ ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ

ବାଲେଶ୍ୱର, ୧୬।୪(ବାଞ୍ଛାନିଧି ଦେ):ଦୀର୍ଘ ୧୦ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ। ପୁଅକୁ ପାଇ ଭାବବିହ୍ବଳ ହୋଇପଡ଼ିଲେ ମା’। ବହୁ ସଂଘର୍ଷ ପରେ ସେ ତାଙ୍କ...

ମନେପଡ଼ିଲେ ଦେହ ଥରୁଛି: ୧୯୭୮ ଏପ୍ରିଲ ୧୬ ଘୂର୍ଣ୍ଣିଝଡ଼ ବିଭୀଷିକା

ଆନନ୍ଦପୁର,୧୬ା୪(ସୁଶାନ୍ତ କୁମାର ସାହୁ):ସେଦିନ ଥିଲା ଏପ୍ରିଲ ୧୬। ଅପରାହ୍ନ ସମୟରେ ହଠାତ୍‌ କଳାବାଦଲ ଆକାଶରେ ଘୋଟିଆସିଥିଲା। କେହି କିଛି ବୁଝିବା ପୂର୍ବରୁ ଚାହୁଁ ଚାହୁଁ ପ୍ରଳୟଙ୍କାରୀ...

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶାବଳରେ ଆକ୍ରମଣ: ବାପ-ପୁଅ ଗୁରୁତର

ହିଞ୍ଜିଳିକାଟୁ, ୧୬।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ରାଳବ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଆକ୍ରମଣ ଓ ପ୍ରତି...

ପମ୍ପ ହାଉସ ତାର ଚୋରୀ ଅଭିଯୋଗରେ ୨ ଗିରଫ

ଭଞ୍ଜନଗର,୧୫/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ପୋଲସରା ବ୍ଲକର ବିଭିନ୍ନ ପମ୍ପ ହାଉସରୁ ବିଦ୍ୟୁତ୍ ତାର କାଟି ନେବା ଅଭିଯୋଗରେ ଭଞ୍ଜନଗର ପୋଲିସ ମଙ୍ଗଳବାର...

ଲଭର୍‌ ବଏ ଲୁକ୍‌ରେ ମାହି, ହାତରେ ଲାଲ୍‌ ହୃଦୟ ବେଲୁନ୍‌ ଧରି କହୁଛନ୍ତି ଡାଏଲଗ୍‌; ଅଭିନୟରେ କରିବେ ଡେବ୍ୟୁ!

ମୁମ୍ବାଇ: କ୍ରିକେଟର ଥାଲାଇଭା ଅର୍ଥାତ ମହେନ୍ଦ୍ର ସିଂ ଧୋନୀଙ୍କୁ କିଏ ବା ଭଲ ନ ପାଏ। କେହି କ୍ରିକେଟ ପ୍ରଶଂସକ ହୁଅନ୍ତୁ କି ନ ହୁଅନ୍ତୁ,...

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ...

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image