ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର। ନମୂନା ନେଗେଟିଭ୍ ଆସିବା ପରେ ତାଙ୍କୁ ଡିସ୍ଚାର୍ଜ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ୩୮ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି।
One more Covid patient of Bhubaneswar has recovered and tested negative for #COVID19. He is being discharged.
The total recovered cases in the State are now 38. #OdishaFightsCorona
— H & FW Dept Odisha (@HFWOdisha) April 28, 2020