ପୁରୀରେ ପୁଣି ୧୦ କରୋନା ଆକ୍ରାନ୍ତ ଚିହ୍ନଟ : ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୪ ଛୁଇଁଲା

ପୁରୀ ଅଫିସ, ୧୫।୫: ପୁରୀ ଜିଲାରେ ଶୁକ୍ରବାର ପୁଣି ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ ହେବା ପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଶୁକ୍ରବାର ଚିହ୍ନଟ ୧୦ ନୂଆ ଆକ୍ରାନ୍ତ ସୁରଟ ଫେରନ୍ତା ହୋଇଥିବା ବେଳେ ସମସ୍ତେ କ୍ୱାରାଣ୍ଟାଇନରେ ଥିଲେ ବୋଲି ବିଭାଗ ପକ୍ଷରୁ ସ୍ବଷ୍ଟ କରାଯାଇଛି। ଆକ୍ରାନ୍ତମାନେ କଣାସ ବ୍ଲକ କ୍ୱାରାଣ୍ଟାଇନ ସେଣ୍ଟରର ବୋଲି ଜିଲାପାଳ ବଲଓ୍ବନ୍ତ ସିଂହ ସୂଚନା ଦେଇଛନ୍ତି। ଗତ ୯ ତାରିଖରେ ସେମାନଙ୍କ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। କରୋନା ପଜିଟିଭ ଜଣାପଡ଼ିବା ପରେ ସମସ୍ତଙ୍କୁ ଭୁବନେଶ୍ୱର କୋଭିଡ ହସ୍ପିଟାଲକୁ ପଠାଯାଇଛି। ବର୍ତ୍ତମାନ ସେମାନଙ୍କ ସ୍ବାସ୍ଥ୍ୟ ଭଲ ଅଛି। ସେମାନେ ଯେଉଁ ସେଣ୍ଟରରେ ରହୁଥିଲେ ସେଠାରେ ମସସ୍ତଙ୍କର କୋଭିଡ ଟେଷ୍ଟ କରାଯାବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ପୁରୀ ଆସିବାର ଥିଲେ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୮ା୧୨: ଡିସେମ୍ବର ୩୧ରୁ ନୂଆବର୍ଷ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼ ହେବ ବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଟ୍ରାଫିକ୍‌ କଟକଣା ଜାରି କରାଯାଇଛି।...

ମୃତ ଚାଷୀଙ୍କ ପରିବାରଙ୍କୁ ୧ ଲକ୍ଷ ଟଙ୍କା ସହାୟତା ଦେଲେ ଅଭିନେତ୍ରୀ ରାଣୀ ପଣ୍ଡା

ସାକ୍ଷୀଗୋପାଳ,୨୭।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ୪ଦିନ ତଳେ ମତ୍ୟୁବରଣ କରିଥିବା ସ୍ଥାନୀୟ ଡୁଙ୍ଗର ଗ୍ରାମର ମୃତ ଚାଷୀ ପୂର୍ଣଚନ୍ଦ୍ର ଦଳେଇଙ୍କ ପରିବାର ଲୋକଙ୍କୁ ଅଭିନେତ୍ରୀ ରାଣୀ...

ନୂଆ କ୍ୟାଲେଣ୍ଡରକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୧୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂତନ ବର୍ଷ କ୍ୟାଲେଣ୍ଡର (ଉଭୟ ୱାଲ ଏବଂ ଡେସ୍କ) ପ୍ରକାଶ ପାଇଛି। କ୍ୟାଲେଣ୍ଡରର ପ୍ରଥମ କପିକୁ ଶ୍ରୀମନ୍ଦିରରେ...

ଶ୍ରୀଜିଉଙ୍କୁ ଦର୍ଶନ କଲେ ବିଦାୟୀ ରାଜ୍ୟପାଳ, କହିଲେ ମହାପ୍ରଭୁଙ୍କ ଯୋଗୁ ମୁଁ ଓଡ଼ିଶାର ସେବା…

ପୁରୀ,୨୫ା୧୨: ରାଜ୍ୟପାଳ ପଦରୁ ମଙ୍ଗଳବାର ଇସ୍ତଫା ଦେଇଥିବା ରଘୁବର ଦାସ ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ମହାପ୍ରଭୁଙ୍କ...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏନେଇ ୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ ହୋଇଯିବ।...

ବଦଳିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଡିଜାଇନ୍: ସୂଚନା ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର,୨୦।୧୨: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଡିଜାଇନ୍ ଖୁବ ଶୀଘ୍ର ପରିବର୍ତ୍ତନ ହେବ। ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଏନେଇ ସୂଚନା ଦେଇଛନ୍ତି। ପୁରୁଣା ଡିଜାଇନ୍ ଆଉ...

ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା: ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା

ପୁରୀ,୧୯ା୧୨: ନୂଆବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ। ଏନେଇ ଗୁରୁବାର ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢ଼ୀ। ସ୍ବତନ୍ତ୍ର ବ୍ୟାରିକେଡ ଯୋଗେ ନୂଆବର୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri