ପ୍ରଭୁଙ୍କର ପ୍ରିୟ ଅରୁଆ ପଖାଳ

‘ଯଥା ଦେହେ ତଥା ଦେବେ’ କର୍ମକାଣ୍ଡ ବିଜ୍ଞାନର ଏହି ରହସ୍ୟକୁ ଆଧାର କରି ମହାପ୍ରଭୁଙ୍କର ଉପାସନା ପ୍ରଚଳିତ। ଏହା ମଧ୍ୟ ଆମର ସନାତନ ପରମ୍ପରା ସ୍ବୀକୃତ। ଓଡିଆ ପରମ୍ପରାରେ ଖାଦ୍ୟର ଯେଉଁ ବିଶେଷତ୍ୱ ରହିଛି ତାହା ମଧ୍ୟରୁ ପଖାଳ ଅନ୍ୟତମ। ଲୋକଜୀବନରେ ଉଷୁନା ପଖାଳ ଓ ଅରୁଆ ପଖାଳ ପାଞ୍ଚଟି ନାମ ଧାରଣ କରିଛି। ମହାପ୍ରଭୁଙ୍କ ଉପାସନାରେ କେବଳ ଅରୁଆ ପଖାଳ ପ୍ରଚଳନର ବ୍ୟବସ୍ଥା ରହିଛି। ଆଠକାଳୀ ବାରମାସୀ ପଖାଳ ପରମ୍ପରା ପ୍ରଚଳିତ ଥିବା ବେଳେ ମହାପ୍ରଭୁଙ୍କ ସେବାରେ ମଧ୍ୟ ସବୁ ଋତୁରେ ବାରମାସ ଏହି ପରମ୍ପରା ଦେଖାଯାଏ। ସାଧାରଣ ଲୋକଟିଏ ଯେପରି ପଖାଳ ପ୍ରିୟ, ମହାପ୍ରଭୁଙ୍କ ଉପାସନାକୁ ଲକ୍ଷ୍ୟ କଲେ ଜଣାପଡୁଛି ମହାପ୍ରଭୁ ମଧ୍ୟ ପଖାଳ ପ୍ରିୟ। ସାଧାରଣ ଜୀବନରେ ଆବଶ୍ୟକତା ଅନୁଯାୟୀ ମଣିଷଟିଏ ଦିନରେ ଓ ରାତିରେ ପଖାଳ ଗ୍ରହଣ କରୁଥିବାବେଳେ ମହାପ୍ରଭୁ କେବଳ ସନ୍ଧ୍ୟା ଧୂପରେ ପଖାଳ ଭୋଗ ଗ୍ରହଣ କରନ୍ତି। ପ୍ରକାରଭେଦରେ ଏଗୁଡିକ ବିଭିନ୍ନ ପ୍ରକାରର ହୋଇଥାଏ। ଅଦା ପକାଯାଇ ଚିପୁଡା ପଖାଳ,ଟଭାରେ ଟଭା ପଖାଳ, ଜୀରା ଅଦା ଓ ମସଲା ଦ୍ୱାରା ପ୍ରସ୍ତୁତ ସୁବାସିତ ପଖାଳ ଓ ଦହିରେ ହୋଇଥାଏ ଦହି ପଖାଳ। ଶ୍ରୀଗୁଣ୍ଡିଠାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ସମୟକୁ ଛାଡିଦେଲେ ବାକି ବର୍ଷର ସମସ୍ତ ଦିନରେ ଦାରୂଦିଅଁ ପଖାଳରେ ଆତ୍ମସନ୍ତୋଷ ପାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ତାଳଗଛ ଲଗାଇବାକୁ ୭ କୋଟି ଟଙ୍କା, ବିପର୍ଯ୍ୟୟ କ୍ଷତିପୂରଣ ପାଇଁ ସରକାର…

ଭୁବନେଶ୍ୱର,୫ା୯: ଗୁରୁବାର ବିଧାନସଭା ପ୍ରଶ୍ନକାଳ ସମୟରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଟଙ୍କଧରଙ୍କ ପ୍ରଶ୍ନରେ ରାଜସ୍ବ...

ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପନ୍ନ

ପୁରୀ,୧୮।୭: ଗୁରୁବାର ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପାଦିତ ହୋଇଛି। ପାଣିଆ ଆପଟ ସେବକମାନେ ଅଧର ହାଣ୍ଡିରେ ପାଣି ଭର୍ତ୍ତି କରିଥିଲେ। ପରେ ସାଚି, ଛେନା, ସର,...

ଶ୍ରୀଜିଉଙ୍କ ସୁନାବେଶ: ମହଣ ମହଣ ସୁନାରେ ହେଲେ ସଜେଇ

ପୁରୀ,୧୭ା୭: ବୁଧବାର ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ ହୋଇଛି। ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ...

କେନ୍ଦ୍ରାପଡ଼ାରେ ଆଜି ବାହୁଡ଼ା: ଅପରାହ୍ନ ୨ଟାରେ ଶ୍ରୀଜୀଉଙ୍କ ହେବ ରଥଟଣା

କେନ୍ଦ୍ରାପଡ଼ା,୧୬ା୭: ତୁଳସୀକ୍ଷେତ୍ରର କ୍ଷେତାଧିପତି ଶ୍ରୀବଳଦେବଜୀଉଙ୍କ ଆଜି ବାହୁଡ଼ା ଯାତ୍ରା। ନବଦିନାତ୍ମକ ଲୀଳା ଖେଳା ସାରି ଜନ୍ମବେଦିରୁ ରତ୍ନବେଦିକୁ ବାହୁଡ଼ିବେ ଆରାଧ୍ୟ ଦେବତା ସିଦ୍ଧ ବଳଦେବଜୀଉ। ଏନେଇ...

ଶ୍ରୀବିଗ୍ରହଙ୍କ ବାହୁଡ଼ା ଯାତ୍ରା: ଆରମ୍ଭ ହେଲା ରଥଟଣା

ପୁରୀ,୧୫ା୭: ଆଜି ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ଅଭିଭୁଖେ ବାହାରିଛନ୍ତି ଶ୍ରୀଜୀଉ। ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ...

ରଥରେ ଚଢ଼ିଥିବା ଅଣସେବାୟତଙ୍କୁ ହାତଧରି ଟାଣି ଆଣିଲେ ମୁଖ୍ୟ ପ୍ରଶାସକ

ପୁରୀ,୧୫।୭: ସେବାୟତ ବେଶରେ ଜଣେ ଅଣସେବାୟତ ରଥରେ ଚଢ଼ିବା ଘଟଣା ସୋମବାର ବାହୁଡ଼ାଯାତ୍ରା ସମୟରେ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ରଥ...

ଭାଇ, ଭଉଣୀଙ୍କ ପରେ ରଥରେ ବିରାଜିଲେ କାଳିଆ ଠାକୁର

ପୁରୀ,୧୫ା୭: ଆଜି ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାବାହୁ। ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି...

ବଡ଼ ଭାଇ, ଭଉଣୀଙ୍କ ପରେ ପହଣ୍ଡିରେ ଆସୁଛନ୍ତି କାଳିଆ ସାଆନ୍ତ

ପୁରୀ,୧୫ା୭: ନବଦିନାତ୍ମକ ଯାତ୍ରା ସାରି ସୋମବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାବାହୁ। ଇତି ମଧ୍ୟରେ ନୀତି ନିର୍ଘଣ୍ଟ ଅନୁଯାୟୀ ସାମବାର ଭୋର ୪ଟାରେ ମଙ୍ଗଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri