ପ୍ରେମରେ ବିଫଳତାରୁ ଆତ୍ମହତ୍ୟା: ଷଷ୍ଠ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର, ୧୯।୧୨ (ବ୍ୟୁରୋ): ପ୍ରେମ ସମ୍ପର୍କରେ ବିଫଳ ହେବା ବା ପ୍ରତାରଣାର ଶିକାର ହେବା ପରେ ଅନେକେ ଆତ୍ମହତ୍ୟାର ପନ୍ଥା ବାଛି ନେଉଛନ୍ତି। ଏକ୍ଷେତ୍ରରେ ଓଡ଼ିଶାରେ ସ୍ଥିତି ଉଦ୍‌ବେଗଜନକ ରହିଛି। ଏନ୍‌ସିଆର୍‌ବି ରିପୋର୍ଟ ଅନୁଯାୟୀ, ସମଗ୍ର ଦେଶରେ ଓଡ଼ିଶା ଷଷ୍ଠ ସ୍ଥାନରେ ରହିଛି। ୨୦୧୬ରେ ରାଜ୍ୟରେ ୧୪୪ ଯୁବତୀ ଓ ୧୯୭ ଯୁବକ ପ୍ରେମଜନିତ ବିଫଳତାରୁ ଆତ୍ମହତ୍ୟା କରିଥିଲେ। ୨୦୧୭ରେ ଏହି ସଂଖ୍ୟା ବଢ଼ିବା ସହ ୭୪ ଝିଅ ଏବଂ ୨୧୫ ପୁଅ ଆତ୍ମହତ୍ୟା କରିଥିଲେ। ଖୋର୍ଦ୍ଧା, ବାଲେଶ୍ୱର ଏବଂ କେନ୍ଦ୍ରାପଡା ଜିଲାରେ ଏହି ହାର ଅଧିକ ରହିଛି। ଅନ୍ୟପକ୍ଷରେ ଏ କ୍ଷେତ୍ରରେ ପଶ୍ଚିମବଙ୍ଗ ଦେଶରେ ପ୍ରଥମ ସ୍ଥାନରେ ରହିଥିବାବେଳେ ଦ୍ୱିତୀୟରେ ତାମିଲନାଡୁ ଓ ତୃତୀୟରେ ମଧ୍ୟପ୍ରଦେଶ ରହିଛି। ସେହିପରି ଚତୁର୍ଥ ଗୁଜରାଟ ଓ ପଞ୍ଚମ ସ୍ଥାନରେ ମହାରାଷ୍ଟ୍ର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨୩ା୧୧: ବିଶ୍ବବିଦ୍ୟାଳୟ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟର ଶନିବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ମଞ୍ଜୁରୀ ମିଳିଛି। କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ସୂଚନା...

ବଢ଼ୁଛି କି ରାଜନୈତିକ ଚାପ? ବବିଙ୍କ ଭାଇ ନାଁରୁ ଉଠିବ କି ମାମଲା, ଓକିଲଙ୍କ ସହ ଥାନାରେ ପହଞ୍ଚିଲେଣି…

ଭୁବନେଶ୍ୱର,୨୩।୧୧: ବ୍ୟବସାୟୀଙ୍କୁ ଧମକ ମାମଲାରେ ବିଜେଡି ନେତା ବବିଙ୍କ ଭାଇ ଭବ ପ୍ରସାଦ ଦାସ ଗିରଫ ଘଟଣାରେ ଉଠିଯିବ କି ମାମଲା। ଅଭିଯୋଗକାରୀଙ୍କୁ ସାଥୀରେ ଧରି...

ମାଡ଼ ପରେ ପୁଣି ତାତିଲେ ହିମାଂଶୁ, କହିଲେ ପ୍ରମିଳା ମ୍ୟାଡାମ ଭାରସାମ୍ୟ ହରାଇଲେଣି

ଭୁବନେଶ୍ୱର,୨୩।୧୧: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ମାଡ଼ ଘଟଣାରେ ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକ ଶନିବାର ପ୍ରତିକ୍ରିୟା ରଖିଥିଲେ। ତାଙ୍କ ପ୍ରତିକ୍ରିୟା ପରେ ମୁହଁ...

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪: ଭିରାହ ବ୍ୟାଣ୍ଡର ସଙ୍ଗୀତ ପରିବେଷଣ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ଶନିବାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବର୍ତ୍ତମାନ କନକ୍ଲେଭରେ...

ଧର୍ମଶାଳା ବିଧାୟକଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବର୍ଷିଲେ ପ୍ରମିଳା, କହିଲେ ରାତିରେ କାହିଁକି…

ଭୁବନେଶ୍ୱର,୨୩ା୧୧: ଯାଜପୁର ଜିଲା ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ ଶନିବାର ପ୍ରବଳ ବର୍ଷିଛନ୍ତି। ପ୍ରମିଳା ତାଙ୍କ...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ

ବଲାଙ୍ଗୀର,୨୩ା୧୧(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ରାସ୍ତା ଖର୍ଲିକାନି ଛକରେ ଶନିବାର ଏକ ବାଇକ ଦୁର୍ଘଟଣାରେ ଦୁଇ ସାଙ୍ଗଙ୍କର ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ନିକଟସ୍ଥ...

ଧାନ କିଣାକୁ ନେଇ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ, ମିଲରଙ୍କୁ କହିଲେ…

ଭୁବନେଶ୍ୱର,୨୩।୧୧: ଧାନ କିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ରଙ୍କ କଡ଼ା ଚେତାବନୀ। ମିଲରଙ୍କୁ ତାଗିଦ୍‌ କଲେ ମନ୍ତ୍ରୀ। ମନ୍ତ୍ରୀ ପାତ୍ର କହିଛନ୍ତି, ମଣ୍ଡି ବ୍ୟତୀତ ବାହାରୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri