ଫଟୋ ଶେୟାର କଲେ ଅନନ୍ୟା: ଦର୍ଶକେ କହିଲେ ବେଟର୍‌ ନୁହେଁ ହଟର୍‌

ମୁମ୍ବାଇ: ବଲିଉଡ୍‌ ଷ୍ଟାର କିଡ୍‌ ଅନନ୍ୟା ପାଣ୍ଡେ ଗୋଟିଏ ଫିଲ୍ମରେ କାମ କରିଥିବା ବେଳେ ତାଙ୍କର ପ୍ରଶଂସକଙ୍କ ସଂଖ୍ୟା କିନ୍ତୁ ବହୁତ ଅଧିକ। ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଏହି ନାୟିକା ଅନେକ ସମୟରେ ନିଜର ଫଟୋ ଶେୟାର କରିଥାଆନ୍ତି। ହେଲେ ଏବେ ସେ ଏମିତି ଏକ ଫଟୋ ଶେୟାର କରିଛନ୍ତି ଯାହାକୁ ଦେଖିବା ପରେ ତାଙ୍କ ପ୍ରଶଂସକମାନେ କମେଣ୍ଟ ନ କରି ରହି ପାରି ନାହାଁନ୍ତି। ଅଫ୍‌ ହ୍ବାଇଟ୍‌ କଲର ଟପ୍‌ରେ ବେଶ୍‌ ହଟ୍‌ ଲାଗୁଛନ୍ତି ଅନନ୍ୟା। କ୍ୟୁଟ ଅନନ୍ୟାଙ୍କର ଏହି ଫଟୋ ଏବେ ଯେମିତି ଭାଇରାଲ ହୋଇଛି। ଖୁବ୍‌ ପତଳା ଶରୀର ଥିବା ଅନନ୍ୟା କିନ୍ତୁ ଏଥିରେ ଖୁବ୍‌ ସୁନ୍ଦର ଲାଗୁଛନ୍ତି। ଆଉ ଫଟୋଟିକୁ ଦେଖି ତାଙ୍କ ପ୍ରଶଂସକମାନେ କହିଛନ୍ତି ଏବେ ବୋଧହୁଏ ଅନନ୍ୟା ଓ୍ବେଟଗେନ୍‌ କରିଛନ୍ତି। ତେବେ ଏହି ଫଟୋ ସହ ସେ ଏକ ଇଂରାଜୀ ଗୀତର କ୍ୟାପଶନ୍‌ ଲେଖିଛନ୍ତି। ‘better than ur ex, better than ur next’ ଆଉ ଏହାକୁ ଦେଖିବା ପରେ ଦର୍ଶକେ କହିଛନ୍ତି ଅନନ୍ୟା ବେଟର୍‌ ନୁହେଁ ହଟର୍‌।


Enter your email to get our daily news in your inbox.

All Right Reserved By Dharitri.Com

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ...

ଆମି ପୁରସ୍କାର ଘୋଷଣା: ଏହି ଫିଲ୍ମକୁ ମିଳିଲା ୧୪ ପୁରସ୍କାର

ଲସ ଆଞ୍ଜେଲ୍ସର ପିକକ୍‌ ଥିଏଟରରେ ୭୬ତମ ପ୍ରାଇମଟାଇମ ଆମି ପୁରସ୍କାର ଆୟୋଜିତ ହୋଇଛି। ମନୋରଞ୍ଜନ ଜଗତର ସବୁଠାରୁ ସମ୍ମାନଜନକ ପୁରସ୍କାର ସମାରୋହରେ ଏଥର ଫିଲ୍ମ ‘ଶୋଗୁନ’...

ଟିଭି ଇଣ୍ଡଷ୍ଟ୍ରିରେ ନିୟାଙ୍କ ୧୪ ବର୍ଷ

ମୁମ୍ବାଇ: ଟେଲିଭିଜନ ଇଣ୍ଡଷ୍ଟ୍ରିରେ ନିଖୁଣ ଅଭିନୟ କରି ଲଗାତର ଭାବେ ଦର୍ଶକଙ୍କ ପ୍ରଶଂସା ସାଉଁଟି ପାରୁଥିବା ଅଭିନେତ୍ରୀମାନଙ୍କ ମଧ୍ୟରୁ ନିୟା ଶର୍ମା ଅନ୍ୟତମ। ବହୁ ସଂଘର୍ଷ...

ଇନ୍‌ଷ୍ଟାଗ୍ରାମ ବାୟୋ ପରିବର୍ତ୍ତନ କଲେ ଦୀପିକା, ପୋଷ୍ଟରେ ଲେଖିଲେ ଏମିତି…

ମୁମ୍ବାଇ: ନିକଟରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ଡାକ୍ତରଖାନାରୁ ଡିସ୍‌ଚାର୍ଜ କରାଯାଇଛି। ସେପ୍ଟେମ୍ବର ୮ରେ ଦୀପିକା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ, ଯାହା ବିଷୟରେ...

ଫିଲ୍ମ ଦୁନିଆରୁ ସନ୍ୟାସ ଘୋଷଣା କଲେ ସାଉଥ ସୁପରଷ୍ଟାର ଥାଲାପତି ବିଜୟ

ମୁମ୍ବାଇ: ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଥାଲାପତି ବିଜୟ ଆଉ ଫିଲ୍ମରେ ଦେଖାଯିବେ ନାହିଁ। ଅଭିନେତା ଫିଲ୍ମରୁ ସନ୍ୟାସ ନେବାକୁ ମନସ୍ଥ କରିଛନ୍ତି। ନିଜ ପ୍ରଡକ୍ସନ...

ଓଡ଼ିଆ ସିନେମାର ୭ ଏଭର ଗ୍ରିନ୍‌ ଗୀତ ଶୁଣିଲେ ଆଜି ବି ହେବେ ଗୁଣୁଗୁଣୁ, ଜାଣନ୍ତୁ…

୧୯୬୩ରୁ ଆରମ୍ଭ ହୋଇଛି ଓଡ଼ିଆ ସିନେମା ନିର୍ମାଣର ଧାରା, ଯେଉଁ ଧାରାକୁଅଧିକ ଲୋକପ୍ରିୟ କରାଇଛି ଏହାର ଗୀତ। କିଏ ସିନେମା ଦେଖନ୍ତୁ ବା ନ ଦେଖନ୍ତୁ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri