Posted inVideo

ବଦଳିଲା କ୍ୱାରାଣ୍ଟାଇନ୍ ନିୟମ, କାଲିଠୁ ଗଡ଼ିବ ବସ ଟ୍ୟାକ୍ସି | State govt modifies quarantine norms

Featured Video Play Icon

ରାଜ୍ୟରେ ପୁଣି ବଦଳିଲା କ୍ୱାରାଣ୍ଟାଇନ୍ ନିୟମ । ଓଡ଼ିଶା ବାହାରୁ ଆସୁଥିବା ପ୍ରବାସୀ ଓଡ଼ିଆ ମାନେ ଏଣିକି ୨୧ ଦିନ ବଦଳରେ ୧୪ଦିନ ପର୍ଯ୍ୟନ୍ତ କ୍ୱାରାଣ୍ଟାଇନରେ ରହିବେ ବୋଲି ଆଜି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି । ଏସଆରସି କହିଛନ୍ତି ଯେ ବାହାର ରାଜ୍ୟରୁ ଫେରୁଥିବା ଲୋକଙ୍କ ପାଇଁ ଗ୍ରାମାଂଚଳରେ ୭ଦିନ ଯାଏ କ୍ୱାରାଣ୍ଟାଇନରେ ରହିବା ବାଧ୍ୟତାମୂଳକ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଶୀତରେ ଥରୁଛି ସାରା ଓଡ଼ିଶା | Cold Wave Grips Odisha

ଶୀତରେ ଥରୁଛି ସାରା ଓଡ଼ିଶା। ପଶ୍ଚିମା ଝଡ଼ ପ୍ରଭାବରେ, ବର୍ତମାନ ରାଜ୍ୟରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଦିନ ୧୨ଟା ଯାଏ ବି କମୁନି ଶୀତ।

Featured Video Play Icon

ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ରେଡ୍

ଭୁବନେଶ୍ୱର,୨୦।୧୨: ପୂର୍ବତନ ପ୍ରଦେଶ କଂଗ୍ରେସ ସଭାପତି ତଥା ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ରେଡ୍ । ଭୁବନେଶ୍ବର ନୟାପଲ୍ଲୀ ସ୍ଥିତ ବାସଭବନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri