Posted inରାଜ୍ୟ

ବଦଳିଲା ପାର୍କ ସମୟ: ଶଟ୍‌ଡାଉନ୍‌ରେ ବନ୍ଦ

ଭୁବନେଶ୍ୱର, ୩।୬(ବ୍ୟୁରୋ): ବିଏମ୍‌ସି ଅଧୀନ ସବୁ ପାର୍କ ସମୟରେ ପରିବର୍ତ୍ତନ କରାଯାଇଛି। ଏଣିକି ସକାଳ ୫ ଟାରୁ ୧୦ଟା ଓ ଅପରାହ୍ନ ୪ରୁ ସନ୍ଧ୍ୟା ୬ଟା ଯାଏ ପାର୍କ ଖୋଲିବ। ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କ ପାଇଁ ସକାଳ ୫ରୁ ୭ଟା ଯାଏ ପାର୍କରେ ପ୍ରବେଶ ପାଇଁ ଅନୁମତି ଦିଆଯାଇଛି। ଏହି ସମୟରେ ଅନ୍ୟ ବୟସର ଲୋକଙ୍କ ପାଇଁ ପାର୍କ ଯିବାକୁ ବାରଣ କରାଯିବ। ସକାଳ ୫ରୁ ୭ଟା ବ୍ୟତୀତ ଅନ୍ୟ ସମୟରେ ବୟସ୍କ ଲୋକ ପାର୍କ ଯାଇପାରିବେ ନାହିଁ। ଅନ୍ୟପକ୍ଷରେ ଶନିବାର ଓ ରହିବାର ଶଟ୍‌ଡାଉନ ସମୟରେ ପାର୍କ ସମ୍ପୂର୍ଣ୍ଣ ବନ୍ଦ ରହିବ।
ପ୍ରକାଶ ଯେ, ପୂର୍ବରୁ କରୋନା କଟକଣା କୋହଳ ପରେ ପାର୍କ ଖୋଲାଯାଇଥିଲା। ସକାଳ ୭ରୁ ୧୦ଟା ଓ ଅପରାହ୍ନ ୪ରୁ ୬ଟା ପର୍ଯ୍ୟନ୍ତ ପାର୍କ ଖୋଲା ଥିଲା। ତେବେ ଏହି ସମୟରେ ସବୁ ବୟସର ଲୋକେ ପାର୍କକୁ ଯାଇପାରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁପ୍ତେଶ୍ୱର ଦର୍ଶନ ପାଇଁ ଯାଉଥିବା ବେଳେ ଘାଟିରେ ଓଲଟିଲା ଟୁରିଷ୍ଟ ବସ୍‌: ୩ ମୃତ,୨୦ ଆହତ 

କୋରାପୁଟ,୨୯।୧୨(ଅମିତାଭ ବେହେରା): କୋରାପୁଟ ଜିଲା ବୈପାରୀଗୁଡା ନିକଟ ସୁକୁନାଳ ନିକଟରେ ଏକ ପର୍ଯ୍ୟଟକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ...

ବଢ଼ିପାରେ ବ୍ଲକ୍‌ ସଂଖ୍ୟା: ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୨୯।୧୨ (ଅନିଲ ଦାସ): ରାଜ୍ୟରେ ନୂଆ ବ୍ଲକ ଗଠନ କରିବା ପାଇଁ ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏଥିପାଇଁ ଆବଶ୍ୟକ ପଡ଼ିଲେ ସରକାର ଏକ କମିଶନ...

ରାଜ୍ୟରେ ଝିଅ ସଂଖ୍ୟା ହ୍ରାସ

ଓଡ଼ିଶାରେ ଗତ ୧ ଦଶନ୍ଧି ଧରି ପୁଅଙ୍କ ତୁଳନାରେ ଝିଅଙ୍କ ସଂଖ୍ୟା ଲଗାତର ହ୍ରାସ ପାଇବାରେ ଲାଗିଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ (ଏନ୍‌ଏଫ୍‌ଏଚ୍‌ଏସ୍‌) ସମେତ...

ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। କାହାର ଫସଲ ଉଜୁଡ଼ି ଯାଇଛି ତ କାହାର ଧାନ ପାଣିରେ ଭାସୁଛି। ଏମିତିରେ...

ଇଣ୍ଡିଆ ମେଣ୍ଟର ସ୍ବରରେ ସ୍ବର ମିଶାଇଲା BJD? ପରାଜୟର ୬ ମାସ ପରେ ଇଭିଏମ୍‌ ଉପରେ ପ୍ରଶ୍ନ ଉଠାଇଲେ ନବୀନ

ଭୁବନେଶ୍ୱର,୨୮।୧୨: ନିକଟରେ ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟର ଦଳଗୁଡ଼ିକ ଶୋଚନୀୟ ପରାଜୟ ପରେ ପୁଣି ଇଭିଏମ୍‌ ଅର୍ଥାତ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ...

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି

ବରଗଡ଼,୨୮।୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର...

ଜାଭିଅର ଛକରେ ସିରିଜ ଦୁର୍ଘଟଣା: ଡ୍ରାଇଭରଙ୍କୁ ନିସ୍ତୁକ ମାଡ଼, ଉତ୍ତେଜନା

ଭୁବନେଶ୍ୱର, ୨୮।୧୨: ଭୁବନେଶ୍ୱର ଜାଭିୟର ଛକରେ ଶନିବାର ସନ୍ଧ୍ୟାରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌ ପଛକୁ ପଛ ପିକଅପ୍‌ ଭ୍ୟାନ ଏବଂ ଅଟୋକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri