Posted inVideo

‘ବନ୍ଦେ ଉତ୍କଳ ଜନନୀ’ କିଛି କଥା

Featured Video Play Icon

ପୁରଣ ହେଲା ଓଡ଼ିଆ ଜାତିର ଦୀର୍ଘବର୍ଷର ଦାବି । ରାଜ୍ୟ ସରକାର ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ସମ୍ପୂର୍ଣ୍ଣ ଗୀତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତର ମାନ୍ୟତା ଦେଇଛନ୍ତି । କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଏହି ସଂଗୀତ ପ୍ରତିଟି ଓଡ଼ିଆଙ୍କ ଭାବନାରେ ରହିଛି । ବନ୍ଦେ ଉତ୍କଳ ଜନନୀ ହେଉଛି କୀର୍ତ୍ତିମାଳିନୀ ଉତ୍କଳ ଜନନୀଙ୍କର ପବିତ୍ର ଆବାହନୀ ସଙ୍ଗୀତ ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri